ରାୟଗଡା

କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ ଜିଲା…

5 years ago

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ…

5 years ago

ବିଏସଏନଏଲ ସେବାରେ ଅବ୍ୟବସ୍ଥା ନେଇ ୧୨ ଘଣ୍ଟା ଚିତ୍ରକୋଣ୍ଡା ବନ୍ଦ, କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଚିତ୍ରକୋଣ୍ଡା,୨୩ା୭(ଡି.ଏନ.ଏ.)- ବିଏସଏନଏଲ ସେବା ପ୍ରଦାନରେ ଅବ୍ୟବସ୍ଥା ପ୍ରତିବାଦରେ ଆହୂତ ଚିତ୍ରକୋଣ୍ଡା ବନ୍ଦ ଡାକରା ସଫଳ ହୋଇଛି। ଏହାକୁ ସ୍ଥାନୀୟ ଅଞ୍ଚଳର ସମସ୍ତ ଜନସାଧାରଣ ସମର୍ଥନ କରିଛନ୍ତି। ସେମାନେ…

5 years ago

ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ

କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ…

5 years ago

ଘର ପାଇଁ ୭ ବର୍ଷ ହେଲା ପ୍ରଶାସନ ନିକଟକୁ ଦୌଡୁଛନ୍ତି ବୃଦ୍ଧ

ନବରଙ୍ଗପୁର,୨୩।୭(ବି.ପ୍ର.)- ୭ ବର୍ଷ ତଳେ ନିଆଁ ଲାଗି ଘର ଜଳିଗଲା। ଯେଉଁ ଭଙ୍ଗା ଦଦରା ଘର ଖଣ୍ଡେ ଥିଲା ତାହା ବର୍ଷାରେ ଭାଙ୍ଗିଗଲା। ଘର ଖଣ୍ଡିଏ ପାଇଁ…

5 years ago

ସୀମାନ୍ତରୁ ୩ ଲ୍ୟାଣ୍ଡମାଇନ ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ପ୍ରତିବର୍ଷ ମାଓବାଦୀ ସଙ୍ଗଠନ ପକ୍ଷରୁ ଜୁଲାଇ ୨୮ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ଶହୀଦ ସପ୍ତାହ ପାଳନ କରାଯାଉଛି। ଏହି ସପ୍ତାହ ପାଳନ ବେଳେ ମାଓବାଦୀମାନେ…

5 years ago

ଡମି ମାଓବାଦୀ ନିକଟରୁ ୨ ବୋମା ଉଦ୍ଧାର

ମାଲକାନଗିରି,୨୨ା୭ (ସ୍ବ.ପ୍ର.): ମାଓବାଦୀମାନେ ଯବାନମାନଙ୍କୁ ଚକମା ଦେବା ପାଇଁ ବିଭିନ୍ନ ସମୟରେ ଭିନ୍ନଭିନ୍ନ ପନ୍ଥା ଅବଲମ୍ବନ କରିଥାନ୍ତି। ଗତ କିଛିଦିନ ତଳେ ଛତିଶଗଡ଼ର ସୁକୁମା ଜିଲାରେ ସେମାନେ…

5 years ago

ଶ୍ରାବଣ ପ୍ରଥମ ସୋମବାରରେ ଜଳଲାଗି କଲେ ହଜାର ହଜାର କାଉଡ଼ିଆ

କୋରାପୁଟ,୨୨।୭(ସ୍ବ.ପ୍ର.) : ଶ୍ରାବଣ ମାସର ପ୍ରଥମ ସୋମବାରରେ ଜଳଲାଗି କରିବା ପାଇଁ ଦୂରଦୂରାନ୍ତରୁ ହଜାର ହଜାର କାଉଡ଼ିଆ କୋରାପୁଟ ଆଗମନ କରିଥିବା ଦେଖାଯାଇଛି। କଟକ, ଜଗତିସଂହପୁର, କେନ୍ଦ୍ରାପଡ଼ା,…

5 years ago

ଦକ୍ଷିଣ-ପଞ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ପୋଲିସରେ ଅଦଳବଦଳ : ୮ ଇନ୍ସପେକ୍ଟର, ୩ ସବ୍‌ଇନ୍ସପେକ୍ଟର, ୪ ଏଏସ୍‌ଆଇଙ୍କ ବଦଳି

କୋରାପୁଟ,୨୨।୭(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ରେଞ୍ଜ ଅଧୀନରେ ପୋଲିସସ୍ତରରେ ଅଦଳବଦଳ ହୋଇଥିବା ରେଞ୍ଜ କାର୍ଯ୍ୟାଳୟର ବିଜ୍ଞପ୍ତିରୁ ଜଣାଯାଇଛି ା ଏଥିରେ ୮ ଜଣ ଇନ୍ସପେକ୍ଟର, ୩ ଜଣ…

5 years ago

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି। ପାନୀୟ…

5 years ago