ରାୟଗଡା

ମେଡିକାଲ ଅଞ୍ଚଳରେ ବୁଲୁଛନ୍ତି ପିଲାଚୋର

କୋରାପୁଟ,୧୮।୪(ସ୍ବ.ପ୍ର.): କୋରାପୁଟ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ଆସିଥିବା ଜଣେ ରୋଗୀଙ୍କ ୧୧ ବର୍ଷର ଝିଅ ହଠାତ୍‌ ନିଖୋଜ ହେବା ସହ ପରଦିନ ଉଦ୍ଧାର ହୋଇଥିଲା। ତାଙ୍କୁ…

6 years ago

ସୌଭାଗ୍ୟ ଯୋଜନାରେ ଜଣକ ଘରକୁ ହୋଇନି ବିଦ୍ୟୁତ ସଂଯୋଗ

ପାପଡାହାଣ୍ଡି, ୧୮।୪,(ଡି.ଏନ.ଏ)-  ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡ଼ା ପଞ୍ଚାୟତ ବିସମପଦର ଗ୍ରାମବାସୀ ସମସ୍ୟା ଭିତରେ ଗତି କରୁଛନ୍ତି। ରାସ୍ତା ନ ଥିବାରୁ ବର୍ଷା ଦିନେ ଗାଁକୁ…

6 years ago

କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା…

6 years ago

ଶ୍ରାଦ୍ଧ ଦିବସରେ ଅସମ୍ମାନ: ବିଜୁଙ୍କ ପ୍ରତିମୂର୍ତ୍ତିରେ ପଡିଲାନି ଫୁଲମାଳ

ଗୁଣପୁର,୧୭।୪(ଡି.ଏନ୍‌.ଏ.)-ରାୟଗଡା ଜିଲା ଗୁଣପୁର ବିଜେଡିରେ ଥିବା ମତଭେଦ ଯୋଗୁ ଶ୍ରାଦ୍ଧ ଦିବସରେ ପ୍ରବାଦ ପୁରୁଷଙ୍କ ପ୍ରତି ଅସମ୍ମାନ ହେଲାଭଳି ଘଟଣା ଦେଖିବାକୁ ମିଳିଛି। ବୁଧବାର ନୂତନ ବସ୍‌ଷ୍ଟାଣ୍ଡସ୍ଥିତ…

6 years ago

ଚର୍ଚ୍ଚରେ ଭଙ୍ଗାରୁଜା ଘଟଣା: ୭ ଜଣ ନିର୍ଦ୍ଦୋଷରେ ଖଲାସ

ଗୁଣପୁର,୧୭।୪(ଡି.ଏନ୍‌.ଏ.):ରାୟଗଡା ଜିଲା ରାମନାଗୁଡା ବ୍ଲକ ସୁଲୁଡିସ୍ଥିତ କାଥୋଲିକ ଚର୍ଚ୍ଚରେ ୨୦୦୮ ଅଗଷ୍ଟ ୨୫ରେ ପ୍ରାୟ ୫୦ରୁ ୬୦ ଜଣ ଲୋକ ପଶି ଜିନିଷ ପତ୍ର ଭଙ୍ଗାରୁଜା କରିବା…

6 years ago

ଏବେ ବି ଅପହଞ୍ଚ ସ୍ବାଭିମାନଅଞ୍ଚଳ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳ ଏବେ ବି ଲୋକଙ୍କ ପାଇଁ ଅପହଞ୍ଚ ହୋଇ ରହିଛି। ଏବେ ମଧ୍ୟ ବିଚ୍ଛିନ୍ନାଞ୍ଚଳର ୫ଟି ପଞ୍ଚାୟତ ଅଣ୍ଡ୍ରାହାଲ,…

6 years ago

ବଢୁଛି ତାପମାତ୍ରା, ଘରୁ ବାହାରି ପାରୁନାହାନ୍ତି ଲୋକେ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ଗଜପତି ଜିଲା ଏକ ଜଙ୍ଗଲ ପରିବେଷ୍ଟିତ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଗ୍ରୀଷ୍ମତାତି ଦିନକୁ ଦିନ ବଢ଼ୁଛି। ଗ୍ରାମାଞ୍ଚଳ ଏବଂ ସହରଞ୍ଚଳରେ କଂକ୍ରିଟ…

6 years ago

ସୀମାନ୍ତବର୍ତ୍ତୀ ଅଞ୍ଚଳରେ ହାତୀ

ପାରଳାଖେମୁଣ୍ଡି, ୧୭।୪ (ସ୍ବ.ପ୍ର.): ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟର ଅମରା ଓ ରାଟିଣୀ ଅଞ୍ଚଳରେ କେତେକ ଜଙ୍ଗଲୀ ହାତୀ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି।…

6 years ago

ପୋଲିଂ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ,୧୭ା୪ : ଫିରିଙ୍ଗିଆ ଥାନା ଅନ୍ତର୍ଗତ ମୁଙ୍ଗୁନିପଦର ବୁଥ୍‌କୁ ପୋଲିଂ କର୍ମଚାରୀମାନେ ଯାଉଥିବାବେଳେ ଦୁର୍ବୃତ୍ତମାନେ ସେମାନଙ୍କୁ ବାହାରକୁ ଡାକି ଗାଡ଼ି ଜାଳି ଦେଇଛନ୍ତି। ଏହା ମାଓପ୍ରବଣ…

6 years ago

ଲଣ୍ଡା ପଡ଼ିଆକୁ ସବୁଜ କଲେ ଦିବ୍ୟାଙ୍ଗ ବୃଦ୍ଧ

ଦଶମନ୍ତପୁର,୧୭ା୪(ଡି.ଏନ୍‌.ଏ.): ପୂର୍ବପୁରୁଷର ଗୋଟିଏ ଏକର ଜମି ପଡ଼ିଆ ପଡ଼ିଥିଲା। ପାଖରେ ଜଳସେଚନ ବ୍ୟବସ୍ଥା ବି ନଥିଲା। କିନ୍ତୁ ନିଜ ଉଦ୍ୟମ ବଳରେ ଜମିକୁ ପାଣି ମଡ଼ାଇ ଲଣ୍ଡା…

6 years ago