ରାୟଗଡା

ଆଜି ଅନ୍ତର୍ଜାତୀୟ ମହିଳା ଦିବସ: ସଫଳ ମହିଳା ରୀତାରାଣୀ

ରାୟଗଡ଼ା,୮।୩ (ଭାଗ୍ୟଶ୍ରୀ ମିଶ୍ର): ନାରୀମାନେ ଏବେ ସବୁ କ୍ଷେତ୍ରରେ ସଫଳ। ପ୍ରତ୍ୟେକ କାର୍ଯ୍ୟରେ ମହିଳାମାନେ ଆଗରେ। ନାରୀମାନେ ନିଜେ ଆଗକୁ ବଢ଼ିବା ସହ ଅନ୍ୟମାନଙ୍କୁ ମଧ୍ୟ ରାସ୍ତା ଦେଖାଇଥାଆନ୍ତି, ଯାହା ରାୟଗଡ଼ା ଜିଲା ଗୌତମନଗରରେ ରହୁଥିବା ରୀତାରାଣୀ ମିଶ୍ରଙ୍କୁ ଦେଖିଲେ...

ଜଗନ୍ନାଥଙ୍କୁ ଜଗନ୍ନାଥ ଅଡ଼ୁଆ

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ରାଜନୀତି ଦୁଇ ଜଗନ୍ନାଥଙ୍କୁ ନେଇ ଚଳଚଞ୍ଚଳ ହୋଇଯାଇଛି। ଜଣେ ଜଗନ୍ନାଥ ସାରକା ଓ ଆଉ ଜଣେ ଜଗନ୍ନାଥ ନୁଣ୍ଡୃକା। ଉଭୟ ବିଜେଡିରେ ରହିଆସିଥିବା ବେଳେ ଶୁକ୍ରବାର ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରରେ ବିଧିବଦ୍ଧ...

ପଦ୍ମ ଧରିଲେ ବିଜେଡିର ଟାଣୁଆ ନେତା ଜଗନ୍ନାଥ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଶିକ୍ଷିତ ତଥା ଟାଣୁଆ ବିଜେଡି ନେତା ଭାବେ ପରିଚିତ ଜଗନ୍ନାଥ ନୁଣ୍ଡୃକା ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଜଗନ୍ନାଥ ନୁଣ୍ଡୃକା ଭୁବନେଶ୍ୱରଠାରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ଜଗନ୍ନାଥଙ୍କ ଭାଜପାରେ ଯୋଗଦାନ ପରେ ବିଷମକଟକ...

ନାଗାବଳୀ ନଦୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ରାୟଗଡ଼ା,୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ଚାନ୍ଦିଲି ଗାଁ ନିକଟ ନାଗାବଳୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପାଣିରେ ବୁଡ଼ିଯାଇ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନୁ ଅବଦୁଲ(୧୨) ଏବଂ ହେମାଦେଇ ସୁନା(୯)। ଉଭୟେ ସାନଚାନ୍ଦିଲି...

ନଡ଼ିଆ ବୋଝେଇ ଟ୍ରକ୍‌ରେ ହେଉଥିଲା ଗଞ୍ଜେଇ ଚାଲାଣ

ପଦ୍ମପୁର,୨୯।୨(ପ୍ରଶାନ୍ତ କୁମାର କର)- ନଡ଼ିଆ ବୋଝେଇ ଟ୍ରକ୍‌ରେ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଖବରପାଇ ପଦ୍ମପୁର ପୋଲିସ ଗାଡି ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଛି। ପୋଲିସ ଗାଡ଼ିରୁ ୧୩୬୫ କେଜି ଗଞ୍ଜେଇ ସହ...

ରାୟଗଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ଲାନେଟାରିୟମ ଉଦ୍‌ଘାଟିତ

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଛାତ୍ରୀଛାତ୍ରଙ୍କୁ ବିଜ୍ଞାନ କ୍ଷେତ୍ରରେ ସହଯୋଗ ଓ ସୁବିଧା ପାଇଁ ଦୀର୍ଘ ଦିନରୁ ଅପେକ୍ଷାରେ ରହିଥିବା ପ୍ଲାନେଟାରିଅମ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି । ରାୟଗଡ଼ା ବ୍ଲକ ଭାକୁରଗୁଡ଼ା ନିକଟସ୍ଥ ଦେଇ ଯାଇଥିବା...

ଖାର୍ଗେଙ୍କୁ ଭେଟିଲେ ସପ୍ତଗିରି, ପୁଣି ପ୍ରାର୍ଥୀ ହେବା ସମ୍ଭାବନା ବଢ଼ିଲା

ରାୟଗଡ଼ା,୨୯।୨(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲାକା ବୁଧବାର ଦିଲ୍ଲୀରେ ଏଆଇସିସି ସଭାପତି ମଲିକାର୍ଜୁନ ଖାର୍ଗେଙ୍କୁ ସାକ୍ଷାତ କରିଛନ୍ତି। ଆସନ୍ତା ନିର୍ବାଚନ ପ୍ରଚାର ପାଇଁ ଖାର୍ଗେ ରାୟଗଡ଼ା ଓ କୋରାପୁଟ ଜିଲା ଗସ୍ତରେ ଆସିବା ପାଇଁ ସପ୍ତଗିରି...

ସପ୍ତଗିରି କହିଲେ ପ୍ରାର୍ଥୀ ହେବେ, ଭାଇ ଲଢ଼ିବେନି

ରାୟଗଡ଼ା,୨୭।୨(ଆଶିଷ ରଞ୍ଜନ ପଣ୍ଡା):ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ତ୍ରୁଟି ଯୋଗୁ ଝୋଡ଼ିଆ ସମ୍ପ୍ରଦାୟ ଆଦିବାସୀ ମାନ୍ୟତାରୁ ବଞ୍ଚତ୍ତ ହେଲେ। ସୌରା ଲିପି ଓ ଭାଷାକୁ ଅଷ୍ଟମ ଅନୁଚ୍ଛେଦରେ ସାମିଲ କରାଗଲା ନାହିଁ। ଏହାର ପୁନର୍ବିଚାର ଦାବିରେ ମାର୍ଚ୍ଚ ପହିଲାରୁ...

ଅମୃତ ଭାରତ ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ରାୟଗଡ଼ା,୨୬ା୨(ଆଶିଷ ରଞ୍ଜନ ପଣ୍ଡା): ଅମୃତ ଭାରତ ପ୍ରକଳ୍ପ ଯୋଜନାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମଗ୍ର ଭାରତରେ ଅମୃତ ଭାରତ ଯୋଜନାରେ ୪୧ ହଜାର କୋଟି ଟଙ୍କା ମୂଲ୍ୟରେ ରେଳ ପ୍ରକଳ୍ପ ଉପହାର...

ଛକାପଞ୍ଝାରେ କଂଗ୍ରେସ ଆଶାୟୀ ପ୍ରାର୍ଥୀ

ଗୁଣପୁର,୨୧ା୨(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୦୯ରୁ ବିଜେଡି ପ୍ରାର୍ଥୀ ଜିତିଆସୁଛନ୍ତି। ୨୦୦୪ରେ କଂଗ୍ରେସରୁ ହେମାବତୀ ଗମାଙ୍ଗ ବିଜୟୀ ହୋଇଥିଲେ। ତେଣୁ କଂଗ୍ରେସ ଆଗାମୀ ନିର୍ବାଚନରେ ଏହି ଆସନ ଅକ୍ତିଆର କରିବା ଲାଗି କସରତ ଆରମ୍ଭ...

ଅଳିଆ ଗଦାରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, ପୋଲିସ ହାତରେ ଲାଗିଲା ମେଡିକାଲ ରସିଦ

ରାୟଗଡ଼ା,୧୮।୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ସହର ନୂତନ ବସ୍‌ଷ୍ଟାଣ୍ଡ ସମ୍ମୁଖରେ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ର ଅଳିଆ ଗଦାରୁ ଏକ ନବଜାତ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ମୃତଦେହ ସହିତ ଏକ ସରକାରୀ ଚିକିତ୍ସାଳୟର ରସିଦ...

ବିଜେଡିରୁ ଭଉଣୀ, କଂଗ୍ରେସରୁ ଭାଇ ଆଶାୟୀ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ନିର୍ବାଚନ ପାଇଁ  ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସରେ ଆଶାୟୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତି ଉପୁଜିଛି ଯେ, ପୁରୁଖା ରାଜନେତାଙ୍କ ପରିବାରରୁ ୨ ଜଣ ଲେଖାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri