ରାୟଗଡା

ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି ୨୨୭୩, ବିଜେଡିର ରବିନାରାୟଣ ନନ୍ଦ ୨୩୫୧ ଏବଂ ଭାଜପାର ଗୌତମ ସାମନ୍ତରାୟ...

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା...

କୋଟପାଡ଼ରେ କଂଗ୍ରେସର ଚନ୍ଦ୍ରଶେଖର ମାଝି ଆଗେଇଲେ

ଜୟପୁର,୨୩ା୫(ନି.ପ୍ର.): କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗରେ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରଶେଖର ମାଝି ବିଜେଡିକୁ ପଛରେ ପକାଇଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଭାଜପାକୁ ୨୫୬୨ ଭୋଟ୍‌ ମିଳିଥିବା ବେଳେ କଂଗ୍ରେସର ଚନ୍ଦ୍ରଶେଖର ମାଝିଙ୍କୁ...

ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ କଂଗ୍ରେସର ମାଲା ମାଢ଼ିଙ୍କୁ ୨୮୬୪ ଭୋଟ୍‌ ମିଳିଛି।

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌ ପାଇଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ୪୦୪୩ ଭୋଟ୍‌ ପାଇଛନ୍ତି। ସେହିପରି ଭାଜପାର କୁମୁଦ...

ପଟ୍ଟାଙ୍ଗିରେ ବିଜେଡିର ପ୍ରୀତମ ପାଢ଼ୀ ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩ ଓ ତୃତୀୟ ରାଉଣ୍ଡରେ ୭୨୪୬ ଭୋଟ୍‌ ପାଇଛନ୍ତି। ସେହିପରି ଭାଜପାର ରାମଚନ୍ଦ୍ର ପାଙ୍ଗି...

ରାୟଗଡ଼ାରେ ବିଜେଡିର ହିମିରିକା ଆଗୁଆ

ରାୟଗଡ଼ା ଅଫିସ୍‌, ୨୩।୫: ରାୟଗଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ଲାଲ୍‌ ବିହାରୀ ହିମିରିକା ୩୫୯ ଭୋଟରେ ଆଗୁଆ ରହିଛନ୍ତି। ହିମିରିକାଙ୍କୁ ୧୫୪୬ ଭୋଟ ମିଳିଥିବାବେଳେ କଂଗ୍ରେସର ଆପ୍ପଲୁ ସ୍ବାମୀ...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର ଚନ୍ଦ୍ରଶେଖର ମାଝି ୨୭୩୫ ଭୋଟ ପାଇଛନ୍ତି। ଭାଜପାକୁ ୧୦୭୬, ବିଏସ୍‌ପିକୁ ୧୮୭, ସ୍ବାଧୀନ...

ଜୟପୁରରେ ବିଜେଡି ଆଗୁଆ

ଜୟପୁର, ୨୩।୫(ଡି.ଏନ୍‌.ଏ.)- ଜୟପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ରବିନାରାୟଣ ନନ୍ଦ ୨୦୪୫ ଭୋଟ ପାଇଥିବାବେଳେ କଂଗ୍ରେସର ତାରା ପ୍ରସାଦ ବାହିନୀପତି ୧୮୮୪ ଓ ଭାଜପାର ଗୌତମ ସାମନ୍ତରାୟ ୧୨୧୯ ଭୋଟ...

ନବରଙ୍ଗପୁର ଜିଲାର ୨ବିଧାନସଭା ଆସନରେ ବିଜେଡି, ୨ଟିରେ ଭାଜପା ଆଗୁଆ

ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ଜିଲାର ୪ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୨ଟିରେ ଭାଜପା ଓ ୨ଟିରେ ବିଜେଡି ଆଗୁଆ ରହିଛି। ନବରଙ୍ଗପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ସଦାଶିବ ପ୍ରଧାନୀ ୨୦୨୪ ଭୋଟରେ ଆଗୁଆ ରହିଛନ୍ତି। ସେହିଭଳି ଡାବୁଗାଁରେ ମଧ୍ୟ ବିଜେଡିର...

ରାୟଗଡ଼ା ଭୋଟ ଗଣତି କେନ୍ଦ୍ରରେ ଅବ୍ୟବସ୍ଥା ଅଭିଯୋଗ: ହୋ ହଲ୍ଲା କଲେ ଏଜେଣ୍ଟ

ରାୟଗଡ଼ା ଅଫିସ, ୨୩।୫- ସାଧାରଣ ନିର୍ବାଚନ ଫଳାଫଳକୁ ଲୋକେ ଅପେକ୍ଷା କରି ରହିଥିବା ବେଳେ ଏହା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଭୋଟ ଗଣତିକେନ୍ଦ୍ରରେ...

ଚିତ୍ରକୋଣ୍ଡାରେ କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ଚିତ୍ରକୋଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ କଂଗ୍ରେସ ଆଗୁଆ ରହିଛି। କଂଗ୍ରେସର ଲକ୍ଷ୍ମୀପ୍ରିୟା ନାୟକ ୭୭୦ ଭୋଟ୍‌ ପାଇଥିବା ବେଳେ ଭାଜପାର ପଦୁ ମାଝି ୫୦୦ ଓ ବିଜେଡିର ପୂର୍ଣ୍ଣଚନ୍ଦ୍ର ବାକା ୪୮୪ ଭୋଟ୍‌ ପାଇଛନ୍ତି।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri