ରାୟଗଡା

ଗଛକୁ ପିଟିଲା ବାଇକ୍‌: ଜଣେ ମୃତ, ୨ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶୀପୁର ଥାନା ଅଧିନ ନଳାଚୂଆଁ ଗ୍ରାମ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହାତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ...

ବଜ୍ରପାତରେ ଜଣେ ମୃତ, ୩ ଆହତ

କାଶୀପୁର,୧୫।୬: ରାୟଗଡା ଜିଲା କାଶିପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ମଙ୍କଡ଼ଝୋଲା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘଟଣାରେ ଉକ୍ତ ଗ୍ରାମର ଗୋଟିଏ ପରିବାର ୪ ଜଣ ସଦସ୍ୟ ବଜ୍ରପାତର ଶିକାର ହୋଇଛନ୍ତି। ଏଥିରେ ଜଣଙ୍କର...

ଚୋର, ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି ରାୟଗଡ଼ା ଜିଲା

ରାୟଗଡ଼ା ଅଫିସ,୧୩।୬: ଶାନ୍ତ, ସରଳ ଲୋକଙ୍କ ଜିଲା ରୂପେ ପରିଚିତ ରାୟଗଡ଼ାରେ ଏବେ ଅପରାଧ ବୃଦ୍ଧି ପାଉଛି। ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ବିଶେଷକରି ବନ୍ଦ ଘର, ଦୋକାନ, ମନ୍ଦିର, ରାସ୍ତାରେ ଯାଉଥିବା ବ୍ୟବସାୟୀ ଏବଂ ସାଧାରଣ ଲୋକଙ୍କ ଠାରୁ ଚୋରି...

୧୦୮ ଆମ୍ବୁଲାନ୍ସର ଅପବ୍ୟବହାର କରୁଛନ୍ତି ଲୋକେ

ପଦ୍ମପୁର,୧୩।୬ (ଡି.ଏନ୍‌.ଏ.): ଦୁର୍ଘଟଣା କିମ୍ବା କୌଣସି ରୋଗରେ ଗୁରୁତର ଥିବା ବ୍ୟକ୍ତିଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇ ଜୀବନ ରକ୍ଷା କରିବା ଉଦ୍ଦେଶ୍ୟରେ ସରକାର ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇଛନ୍ତି। ତେବେ ଅନେକ ଲୋକ ଏହାର ଅପବ୍ୟବହାର କରୁଥିବା ଖବର ବାରମ୍ବାର...

ଏଟିଏମ୍‌ରୁ ୫୫ ହଜାର ଟଙ୍କା, କାର୍ଡ ଚୋରି

ଗୁଣପୁର,୧୩ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ସହର ବିକ୍ରମପୁର ସ୍ଥିତ ଏସ୍‌ବିଆଇର ଏକ ଏଟିଏମ୍‌ରୁ ଜଣେ ବ୍ୟକ୍ତିଙ୍କ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚୋରି ସମୟର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ସିସିଟିଭି ଫୁଟେଜ ଆଧାରରେ ପୋଲିସ ତଦନ୍ତ ଆରମ୍ଭ...

ବିଷମକଟକରେ ପ୍ରଥମ ଥର ବାୟୋଫ୍ଲକ୍‌ ମାଛଚାଷ

ବିଷମକଟକ,୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ବାୟୋଫ୍ଲକ୍‌ ମାଛଚାଷ। ଏଥିରେ ପୋଖରୀ ବଦଳରେ ବିରାଟ ପାଣି ଟ୍ୟାଙ୍କ ମାଧ୍ୟମରେ ନୂତନ ପ୍ରଣାଳୀରେ ମାଛଚାଷ କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ...

ଗ୍ରାମାଞ୍ଚଳରେ ଅବାଧ ଅଶ୍ଳୀଳ ନୃତ୍ୟ

ଗୁଣପୁର,୮।୬(ଡି.ଏନ୍‌.ଏ.): ଅଶ୍ଲୀଳ ରେକର୍ଡ ଡ୍ୟାନ୍ସ ଉପରେ ଲଗାମ ଲାଗି ପାରୁନାହିଁ । ଯାତ୍ରା ନାମରେ ଚାଲିଛି ଅଙ୍ଗ ପ୍ରଦର୍ଶନ। ରାୟଗଡା ଜିଲା ଗୁଣପୁର ଏବଂ ରାମନାଗୁଡାର ବିଭିନ୍ନ ଗ୍ରାମାଞ୍ଚଳରେ ଏଭଳି ବେଧଡ଼କ କାରବାର ଚାଲିଛି। ବିଭିନ୍ନ ପର୍ବପର୍ବାଣି ଆଳରେ ଗଁା...

ଲଣ୍ଡା ଡଙ୍ଗରକୁ ସବୁଜ ଜଙ୍ଗଲରେ ପରିଣତ କଲେ ବୁଟି

ଟିକିରି,୫।୬(ଡି.ଏନ୍‌.ଏ.): ପ୍ରାକୃତିକ ଜଙ୍ଗଲ ନଷ୍ଟ କରି କଂକ୍ରିଟ ଜଙ୍ଗଲ ସୃଷ୍ଟି କରିବାରେ ସମସ୍ତେ ବ୍ୟସ୍ତ। ଏହାଦ୍ୱାରା ତାପମାତ୍ରା ବୃଦ୍ଧି ପାଇବା ସହ ବନ୍ୟଜନ୍ତୁଙ୍କ ଜୀବନ ବିପଦରେ ପଡ଼ିଛି। ଜଙ୍ଗଲର ଆବଶ୍ୟକତା ନେଇ ଅନେକ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ସଚେତନ ନ...

ଭତ୍ତା ଟଙ୍କା ପାଇଁ ବିଡିଓଙ୍କ ଦ୍ୱାରସ୍ଥ ହେଲେ ହିତାଧିକାରୀ

ବିଷମକଟକ,୫।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ବିଷମକଟକ ବ୍ଲକରେ ପୁଣି ଭତ୍ତାକୁ ନେଇ ବିବାଦ। କେନ୍ଦ୍ର ସରକାରଙ୍କ ଡିଜିଟାଲ ବ୍ୟବସ୍ଥା ଗରିବ ଲୋକଙ୍କ ପାଇଁ ସମସ୍ୟା ହୋଇଛି। ବ୍ୟାଙ୍କ ଖାତାରେ ସିଧାସଳଖ ଭତ୍ତା ଟଙ୍କା ଜମା ହେବା ବ୍ୟବସ୍ଥା ସଫଳ ହୋଇପାରୁନି। ବାର୍ଦ୍ଧକ୍ୟ ଭତ୍ତା,...

ମାସ ହେଲା ନିଖୋଜ ଥିଲେ, ମିଳିଲା ମୃତଦେହ

ଟିକିରି,୪।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଦୁଡୁକାଲ ଗ୍ରାମର ବାବୁଲା ଗୌଡ଼ ଗତ ୬ ତାରିଖରେ କୌଣସି କାରଣରୁ ଘରୁ ପଳାଇ ଯାଇଥିଲେ। ଏହାପରେ ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ...

ରାୟଗଡ଼ାକୁ ୩ ସ୍ବର୍ଣ୍ଣ, ୧ ରୌପ୍ୟ

ରାୟଗଡା ଅଫିସ,୩୦ା୫: ପଶ୍ଚିମବଙ୍ଗର ହାୱଡାଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ରାୟଗଡ଼ାର ଶହୀଦ ଲକ୍ଷ୍ମଣ ନାୟକ ଜିମ୍‌ର ଲିପ୍‌ସା ଖୋସଲା(୧୩) ୫୩ ବର୍ଗରେ ଭାଗ ନେଇ ୮୫ କେଜି ଭାରୋତ୍ତଳନ କରି ପ୍ରଥମ ସ୍ଥାନ ଅଧିକାର କରି ସ୍ବର୍ଣ୍ଣ...

ଭାରତୀୟ ଟିମ୍‌ରେ ଗୁଣପୁରର ଦୁଇ ଖେଳାଳି

ଗୁଣପୁର,୩୦ା୫(ଡି.ଏନ୍‌.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍‌ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ ହେଲେ ଜିଆଇଇଟି ବିଶ୍ୱବିଦ୍ୟାଳୟର ବି.ଟେକ୍‌(କୃଷି ବୈଷୟିକ ବିଭାଗ) ତୃତୀୟ ବର୍ଷର ଛାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri