ରାୟଗଡା

ବିବାହ କରିବାକୁ ମନା କରିବାରୁ ପ୍ରେମିକାଙ୍କୁ ହତ୍ୟା କଲେ ପ୍ରେମିକ

ବିଷମକଟକ, ୧୧।୬(ପ୍ରସନ୍ନ କୁମାର ପଣ୍ଡା): ପ୍ରେମ ସମ୍ପର୍କକୁ ନେଇ ଯୁବତୀଙ୍କୁ ଘରୁଡାକି ନେଇ ହତ୍ୟା। ହତ୍ୟାକରି ଗୁଣୁପୁର ଥାନାରେ ଆତ୍ମ ସମର୍ପଣ କଲେ ଅଭିଯୁକ୍ତ। କାଲି ଅପରାହ୍ନ ସମୟରେ ଯୁବତୀଙ୍କୁ ଫନ କରି ଡାକିଥିଲେ ଯୁବକ। ପରେ ତାଙ୍କୁ ହତ୍ୟାକରି...

ଝାଡ଼ାବାନ୍ତିରେ ଜଣେ ମୃତ,୩ ଡାକ୍ତରଖାନାରେ ଭର୍ତ୍ତି

ବିଷମକଟକ,୧୦ା୬(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗ୍ରାମରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମୃତକ ଜଣକ ହେଲେ ଗୋପାଳ କାଣ୍ଡାମାକା(୨୮)। ୪ ଜଣଙ୍କ...

୨୦୧୯ରେ ସ୍ବାଧୀନ, ଏଥର କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟରଙ୍କ ସମର୍ଥନ

ରାୟଗଡ଼ା,୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ସାଧାରଣ ନିର୍ବାଚନରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଥିବାରୁ ପ୍ରଥମ ଥର ପାଇଁ ଓଡ଼ିଶାରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ତେବେ କୋରାପୁଟ ଲୋକ ସଭା ଆସନରେ କିନ୍ତୁ ଭାଜପା ବିଫଳ ହୋଇଛି। ଏଠାରେ ୬ଟି...

ପ୍ରାର୍ଥୀ ଚୟନରେ ବଦଳିଗଲା ବିଜେଡି ଅଙ୍କ

ରାୟଗଡ଼ା, ୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡିକୁ ପ୍ରତ୍ୟାଖ୍ୟାନ କରି ଓଡ଼ିଶାବାସୀ ଭାଜପାକୁ ସମର୍ଥନ କରିଛନ୍ତି। ହେଲେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ...

ମାମୁ ଘରକୁ ଆସି ଜଳ ପ୍ରପାତରେ ବୁଡି ଯୁବକ ମୃତ: ୬ ଘଣ୍ଟା ଖୋଜାଖୋଜି ପରେ ମୃତ ଦେହ ଉଦ୍ଧାର

ବିଷମ କଟକ ୬।୭(ପ୍ରସନ୍ନ କୁମାର ପଣ୍ଡା): ଜଳ ପ୍ରପାତରେ ଅଘଟଣ । ପାଣିରେ ବୁଡି ଜଣେ ଯୁବକ ମୃତ। ଏଭଳି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ନିୟମଗିରିର ଉପର ଗଦଗଦା ଜଳ...

ଓଡ଼ିଶାରୁ ପୁଣି ଏକମାତ୍ର ଭରସା ସପ୍ତଗିରି

ରାୟଗଡ଼ା,୬।୬(ଆଶିଷ ରଞ୍ଜନ ପଣ୍ଡା)ଓଡ଼ିଶାର ୨୧ ଲୋକ ସଭା ଆସନ ମଧ୍ୟରୁ ୨୦ ଆସନରେ ଭାଜପା ବିଜୟୀ ହୋଇଛି। ରାଜ୍ୟ ରାଜନୀତିରେ ବ୍ୟାପକ ପରିବର୍ତ୍ତନ ହୋଇଥିଲେ ମଧ୍ୟ କୋରାପୁଟ ଲୋକ ସଭା ଆସନକୁ ବଜାୟ ରଖି ଦ୍ୱିତୀୟ ଥର ଏମ୍‌ପି ହୋଇଛନ୍ତି...

୭ ଡକାୟତି ମାମଲାର ପର୍ଦ୍ଦାଫାଶ: ଧରାପଡ଼ିଲେ ୩ ଅଭିଯୁକ୍ତ

ରାୟଗଡ଼ା,୫।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଶେଷଖାଲ ଥାନା ପୋଲିସ ୭ଟି ଡକାୟତି ମାମଲାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ପୋଲିସ ୩ଜଣଙ୍କୁ ଗିରଫ କରିବା ସହିତ ତାଙ୍କଠାରୁ ୨୧୨ ଗ୍ରାମ ସୁନା, ୪ଟି ମୋବାଇଲ ଫୋନ ଏବଂ ଗୋଟିଏ...

ବିଷମକଟକରେ ବିଜେଡି ଆଗୁଆ

ବିଷମକଟକ,୪।୬: ରାୟଗଡାର ବିଷମକଟକ ବିଧାନସଭା ଆସନରେ ବିଜେଡି ଆଗୁଆ ଅଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ଜଗନ୍ନାଥ ନୁଣ୍ଡୁରୁକା ୧୪୩୬୯, ବିଜେଡ଼ିର ଜଗନ୍ନାଥ ସାରାକା ୨୫୭୦୫, କଂଗ୍ରେସର ନୀଳମାଧ ହିକକାଙ୍କୁ ୨୪୧୧୬ ଖଣ୍ଡ ଭୋଟ ମିଳିଛି। ଏପର୍ଯ୍ୟନ୍ତ ବିଜେଡି...

ବସ୍‌ଷ୍ଟାଣ୍ଡରେ ଜଳିଗଲା ୪ ବସ୍‌

ବିଷମକଟକ,୧ା୬(ବିଭୂତି ଭୂଷଣ ନାୟକ): ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ଟି ବସ୍‌ ରହିଥିଲା। ସେଥିରୁ ୪ଟି ବସ୍‌ ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ଦମକଳ ବାହିନୀ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗାଁର ଡମ୍ବରୁଧର ମାଝିଙ୍କ ସ୍ତ୍ରୀ ହୋଇକା (୩୫)।...

ଆଦିବାସୀଙ୍କୁ ମିଳୁନି ମହୁଲର ଉଚିତ ମୂଲ୍ୟ

ରାୟଗଡ଼ା,୧୭।୫(ଆଶିଷ ରଞ୍ଜନ ପଣ୍ଡା): ଜଙ୍ଗଲଜାତ ଦ୍ରବ୍ୟ ମହୁଲ ପାଇଁ ରାୟଗଡ଼ା ଜିଲାର ରହିଛି ସ୍ବତନ୍ତ୍ର ପରିଚୟ। ହେଲେ ମହୁଲ କ୍ରୟ ଉପରେ କୌଣସି ବିଭାଗର ନିୟନ୍ତ୍ରଣ ରହୁ ନ ଥିବାରୁ ଦଲାଲଙ୍କ ହାବୁଡ଼ରେ ପଡ଼ି ଉଚିତ ମୂଲ୍ୟ ପାଉନାହାନ୍ତି ଆଦିବାସୀ।...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଉପରସାଜା ଗ୍ରାମର ଯୋଗେଶ ମିଣିଆକା(୨୫) ଏବଂ ଆଉ ଜଣଙ୍କର ପରିଚୟ ମିଳିନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri