ରାୟଗଡା ଅଫିସ, ୮।୧୦: ରାୟଗଡା ସହରରେ ବିଜୟା ଦଶମୀ ପୂଜା ପାରମ୍ପରିକ ରୀତିନୀତିରେ ଚାଲିଛି। ରାୟଗଡା ବ୍ରାହ୍ମଣ ସାହିରେ ଅତି ଆଡ଼ମ୍ବରରେ ଦଶହରା ପୂଜା ଚାଲିଛି। ସକାଳୁ ପ୍ରଥମେ ମଙ୍ଗଳ ଆଳତି ପରେ ଦ୍ୱାରପୂଜା ସହ ହୋମ ଯଜ୍ଞ କରାଯାଇଛି।...
ରାୟଗଡା ଅଫିସ, ୮।୧୦-ଜେକେ କାଗଜ କାଳ ପକ୍ଷରୁ ଦୁର୍ଗାପୂଜା ପାଳନ କରାଯାଉଛି। ଦଶମୀରେ ମା’ଙ୍କ ଦର୍ଶନ କରିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ୫ଜଣ ପୁରୋହିତଙ୍କ ଦ୍ୱାରା ପୂଜା କାର୍ଯ୍ୟ କରାଯାଉଛି। ସ୍ଥାନୀୟ ଅଞ୍ଚଳରେ ଏକ ଭକ୍ତିମୟ ପରିବେଶ...
Archives
Model This Week
ପିଲାଙ୍କ ଧରିତ୍ରୀ