ସମ୍ବଲପୁର

ଧର୍ମେନ୍ଦ୍ରଙ୍କୁ ଆଶୀର୍ବାଦ କଲେ ପୁରୀ ଶ୍ରୀମନ୍ଦିର ସେବାୟତ

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ରବିବାର ସନ୍ଧ୍ୟାରେ ସମ୍ବଲପୁରରେ ଭେଟିଥିଲେ। ସେବାୟତମାନେ ବିଭିନ୍ନ ମନ୍ତ୍ର ଉଚ୍ଚାରଣ ପୂର୍ବକ ଧର୍ମେନ୍ଦ୍ରଙ୍କ କାନ୍ଧରେ ବଡ଼ଠାକୁରଙ୍କ କରପଲ୍ଲବ,...

ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ

ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା...

ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍‌

ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ...

ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି

ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର ରାଜନୈତିକ ମାହୋଲରେ ଭିନ୍ନ ଏକ ଚିତ୍ର ଦେଖିବାକୁ ମିଳିଥିଲା। ପ୍ରତିଦିନ ବିଜେଡି ଭାଜପା...

ବାଘ ନେଇଗଲା ଜୀବନ: ଗାଁରେ ଭୟ

ସମ୍ବଲପୁର,୧୦।୫: ସମ୍ବଲପୁର ଜିଲା ନାକଟିଦେଉଳ ରେଞ୍ଜ ସାହେବୀ ପଞ୍ଚାୟତ ମାନକୁଣ୍ଡା ଜଙ୍ଗଲରେ ଏକ ଅଭାବନୀ ଘଟଣା ଘଟିଛି। ଏକ କଲରା ପତରିଆ ବାଘ ଆକ୍ରମଣରେ ସାଦ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସାଦଙ୍କ ଘର ଧଣ୍ଡମୁଣ୍ଡା ଗାଁରେ। ମୃତ୍ୟୁ...

ଅଖିମୁଠି ଅନୁକୂଳ କଲେ ପ୍ରଣବ

ସମ୍ବଲପୁର,୧୦ା୫: ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ପାରମ୍ପାରିକ ଚାଷୀ ବେଶରେ ସମ୍ବଲପୁର ଜିଲା ରେଙ୍ଗାଲି ଢୋରୋପାଣିରେ ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଅଖିମୁଠି ଅନୁକୂଳ କରିଛନ୍ତି । ଚାଷଜମିରେ ପୂଜାର୍ଚ୍ଚନା ସହ ଅଖିମୁଠି...

ଓଡ଼ିଶା ରାଜନୀତି ନିର୍ଣ୍ଣୟ କରିବ ସମ୍ବଲପୁର

ସମ୍ବଲପୁର,୧୦ା୫(ବି. ଶଙ୍କର):ପ୍ରଜାତନ୍ତ୍ରରେ କେହି କାହାକୁ ଭାଙ୍ଗେ ନାହିଁ। ଲୋକଙ୍କୁ ଠକିଲେ ଲୋକମାନେ ତାକୁ ଭାଙ୍ଗିଦିଅନ୍ତି। ତେଣୁ ଶାସକ ଦଳ ବିଜେଡି ମଧ୍ୟରେ ଡର ପଶି ଗଲାଣି। ଓଡ଼ିଆ ଲୋକମାନେ ଏଥର ବିଜେଡିକୁ ହରାଇ ଦଳକୁ ଭଙ୍ଗେଇ ଦେବେ। ବିଜେଡିକୁ ଭାଜପା...

ମହାନଦୀ ପ୍ରସଙ୍ଗରେ କୁମ୍ଭୀର କାନ୍ଦଣା ବନ୍ଦ କରୁ ଭାଜାପା: ବିଜେଡି

ସମ୍ବଲପୁର,୯ା୫(ପ୍ରମୋଦ ବହିଦାର): ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଥିବା ଭାଜପା ନେତାଙ୍କ ମିଛ ଧରାପଡିଛି। ମହାନଦୀ ଶୁଖିଲା ପଡିଛି, ଏଥିପାଇଁ ଦାୟୀ କିଏ। ସେ ସମ୍ପର୍କରେ ମୁହ ଖୋଲିବା ବଦଳରେ କେବଳ ନିର୍ବଚନ ସମୟରେ ଓଡ଼ିଶାରେ ଏହାକୁ ମିଛ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି। ଖବରକାଗଜରେ ଭାଜପାର...

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା ନେତାଙ୍କୁ ଦଳ ଏଠାରେ ଲଢ଼ିବାକୁ ବାଛିଛନ୍ତି। ଏହି ନିର୍ବାଚନରେ ହାଇ ଭୋଲ୍ଟେଜ୍‌ ଲଢ଼େଇ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ନାମାଙ୍କନ ସତ୍ୟପାଠରେ ପ୍ରଣବ ଉଲ୍ଲେଖ କରିଥିବା ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର ବେହେରା, ଯିଏ ଦୁଇଟି ଲୋକ ସଭା ଏବଂ ଦୁଇଟି ବିଧାନସଭା ଆସନରେ ନାମାଙ୍କନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri