ସମ୍ବଲପୁର

୫ ହଜାର ପାଇଁ ଧରାପଡ଼ିଲେ

ସମ୍ବଲପୁର,୨୭।୮(ବ୍ୟୁରୋ): ସମ୍ବଲପୁର ଭିଜିଲାନ୍ସ ଟିମ୍‌ ହାତରେ ଶୁକ୍ରବାର ଧରାପଡିଛନ୍ତି ଚିପିଲିମା ମେଷ ପ୍ରଜନନ କେନ୍ଦ୍ରର କନିଷ୍ଠ କିରାଣି ନରସିଂହ ଗଡତିଆ। ତାଙ୍କଠାରୁ ୫ ହଜାର ଟଙ୍କା ଜବତ…

3 years ago

ସମ୍ବଲପୁର ଦୂରଦର୍ଶନ କେନ୍ଦ୍ର ବନ୍ଦ ପାଇଁ ଷଡ଼ଯନ୍ତ୍ର

ସମ୍ବଲପୁର,୨୫ା୮ (ବ୍ୟୁରୋ):ସମ୍ବଲପୁରଠାରେ ୧୯୭୮ରେ ସ୍ଥାପିତ ରାଜ୍ୟର ପ୍ରଥମ ତଥା ଦେଶର ଅଷ୍ଟମ ଦୂରଦର୍ଶନ କେନ୍ଦ୍ରକୁ ବନ୍ଦ କରିଦେବା ଲାଗି ଷଡ଼ଯନ୍ତ୍ର କରାଯାଉଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା…

3 years ago

ଗୁପ୍ତଯୁଗ ସଭ୍ୟତାର ସନ୍ଧାନ

ସମ୍ବଲପୁର,୧୮ା୮(ବ୍ୟୁରୋ):ସମ୍ବଲପୁର ଜିଲାରେ ଗୁପ୍ତଯୁଗୀୟ ସଭ୍ୟତାର ସନ୍ଧାନ ମିଳିଛି। ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ) ସ୍ନାତକୋତ୍ତର ଇତିହାସ ବିଭାଗ ଗବେଷଣାରୁ ଏହା ଜଣାପଡ଼ିଛି। ଜିଲାର ଯୁଯୁମୁରା ନିକଟ ବଡ଼ମାଳ ଓ…

3 years ago

ସ୍ବାଧୀନତା ଦିବସରେ ସମ୍ମାନିତ ହେଲେ ଛାତ୍ରୀ

ରେଢାଖୋଲ,୧୫।୮(ଡି.ଏନ.ଏ): ରେଢାଖୋଲ କଦମ୍ବପଡ଼ିଆରେ ୭୫ତମ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ। ଏହି…

3 years ago

ଆସିଲା କି ତୃତୀୟ ଲହର! ଭୀମସାର ୨ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ

ସମ୍ବଲପୁର ଅଫିସ,୧୪ା୮: ବୁର୍ଲା ବଡ଼ ଡାକ୍ତରଖାନାରେ ଦୁଇ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୮ ମାସର ଶିଶୁ ଥିବାବେଳେ ଆଉ ଜଣେ…

3 years ago

ଧରାପଡ଼ିଲା ବାଇକ୍‌ ଚୋରି ଗ୍ୟାଙ୍ଗ, ୩ ନାବାଳକଙ୍କ ସହ ୧୫ ଗିରଫ

ସମ୍ବଲପୁର,୧୩ା୮ (ବ୍ୟୁରୋ): ୨ ବର୍ଷ ଧରି ସମ୍ବଲପୁର ଜିଲାରେ ଚାଲିଥିବା ବାଇକ୍‌ ଚୋରି ର଼୍ୟାକେଟର ପର୍ଦ୍ଦାଫାଶ ହୋଇଛି। ବିଭିନ୍ନ ଥାନା ପୋଲିସ ୨୧ ବାଇକ୍‌ ସହ ଗୋଟିଏ…

3 years ago

ପ୍ରତାରଣା ପାଇଁ ଗଲେ ଜେଲ

କୁଚିଣ୍ଡା,୧୧ା୮(ଡି.ଏନ.ଏ.): ଯୁବତୀଙ୍କୁ ପ୍ରତାରଣା କରିବା ଅଭିଯୋଗରେ କୁଚିଣ୍ଡା ଥାନା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମହୁଲପାଲି ଥାନା ଭୁଲୁପଡା (ବାଉରୀଗୋଡା) ଗ୍ରାମର ବୃନ୍ଦାବନ…

3 years ago

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ ୬…

3 years ago

କଲେଜ ଛାତ୍ରୀଙ୍କୁ ବଳାତ୍କାର

ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧)…

3 years ago

ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦ ଫୁଟ୍‌…

3 years ago