ସମ୍ବଲପୁର

ସିମେଣ୍ଟ ଉଠି ବାହାରିଛି ଛଡ଼: ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ କାମ ନିମ୍ନମାନର ନେଇ ଅଭିଯୋଗ କଲେ ଅଞ୍ଚଳବାସୀ

ଜମନକିରା,୬।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବଡ଼ମାଳ ଛକ ପିଡବ୍ଲ୍ୟୁଡି ରାସ୍ତାରୁ କୁଚିଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗ (ଆର୍‌ଡି) ଗୁଣ୍ଡୁରୁଚୁଆଁକୁ ସଂଯୋଗ କରୁଥିବା ପୋଲ ନିମ୍ନମାନର ହୋଇଥିବା…

5 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ

ସମ୍ବଲପୁର, ୬।୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। ସମ୍ବଲପୁର…

5 years ago

ସମ୍ବଲପୁର ଜିଲାପାଳଙ୍କଠାରେ ଫେରାଦ ହେଲେ ପରୀକ୍ଷାରୁ ବାଦ୍‌ ପଡ଼ିଥିବା ଛାତ୍ରୀଛାତ୍ର

ସମ୍ବଲପୁର,୫।୩(ବ୍ୟୁରୋ):ସମ୍ବଲପୁର ଜିଲା ଧନୁପାଲି ଥାନା ଏକ ଅଣସ୍ବୀକୃତି ପ୍ରାପ୍ତ ଘରୋଇ କଲେଜର ଛାତ୍ରୀଛାତ୍ର ଯୁକ୍ତ ୨ କଳା ପରୀକ୍ଷା ଦେବାରୁ ବାଦ୍‌ ପଡ଼ିଥିଲେ। ଗୁରୁବାର ଛାତ୍ରୀଛାତ୍ରମାନେ ଏ…

5 years ago

ଭିମ୍‌ସାରରେ ସ୍ବାଇନଫ୍ଲୁ ରୋଗୀ

ସମ୍ବଲପୁର,୫ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍‌ସାରରେ ସୁନ୍ଦରଗଡ଼ର ଜଣେ ସ୍ବାଇନଫ୍ଲୁ ରୋଗୀ ଚିକିତ୍ସିତ ହେଉଛନ୍ତି। ତାଙ୍କୁ ସ୍ବତନ୍ତ୍ର ବିଭାଗରେ ଚିକିତ୍ସା କରାଯାଉଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିଛି।…

5 years ago

ଭିମ୍‌ସାରରେ କରୋନା ସନ୍ଦିଗ୍ଧ

ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଭିମ୍‌ସାରରେ ବୁଧବାର ଜଣେ କରୋନା ସନ୍ଦିଗ୍ଧ ରୋଗୀ ଭର୍ତ୍ତି ହୋଇଛନ୍ତି। କରୋନା ଚିକିତ୍ସା ପାଇଁ ତିଆରି କରାଯାଇଥିବା ସ୍ବତନ୍ତ୍ର କୋଠରିରେ ତାଙ୍କର…

5 years ago

ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର…

5 years ago

କେନାଲ କାମରେ ଅନିୟମିତତା: ବିରୋଧ କରି କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ଜମନକିରା,୩।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ (ଏମ୍‌ଆଇପି) ପକ୍ଷରୁ ଜମନକିରା ବ୍ଲକ୍‌ ସଦର ମହକୁମାର ମୁଖ୍ୟ କେନାଲ କାମକୁ ଖଇରଡିହି…

5 years ago

ବେଆଇନ୍‌ ମାଟି ଉଠାଣ: ୪ ଟ୍ରାକ୍ଟର, ୧ ଜେସିବିଠାରୁ ୩୦ ହଜାର ଜରିମାନା ଆଦାୟ

ଜମନକିରା, ୩।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ତହସିଲ ଅଧୀନ ଗୁଣ୍ଡୁରୁଚୁଆ ଗାଁ ନିକଟରୁ ସୋମବାର ବେଆଇନ ଭାବେ ମାଟି ଉଠାଣ କରୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ…

5 years ago

ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜମନକିରା,୨।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଛେମୁଣ୍ଡା ଗାଁର ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କ୍ଷମାନିଧି ନାଏକଙ୍କ ସ୍ତ୍ରୀ ପ୍ରେମଶୀଳା…

5 years ago

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ…

5 years ago