ସମ୍ବଲପୁର

ଦଦ୍‌ରା କୁରିଆରେ ବିତୁଛେ ଜୀବନ୍‌

ସମ୍ବଲପୁର,୧୩ା୧୦(ବ୍ୟୁରୋ)- ପରିବାରର ଦୁଖ୍‌ କହେଲେ ନାଇଁସରେ। ଦୁଇବେଲା ଖାଏବାକେ ମିଲବାରଟା ଭିଡ଼ ହେଇଯାଉଛେ। ମୁଡ଼ ରଖବାର ଲାଗି ଛାତ୍‌ଟେ ନାଁଇଁନ। କୁଟୁମବସିଆ ଗୁଟେ ଦଦ୍‌ରା କୁରିଆରେ ୩…

5 years ago

ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୮ ଘଣ୍ଟାପରେ ନିଖୋଜ ପିଙ୍କିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀରେ ଭାସିଯାଇ ଗତ ରବିବାରଠାରୁ ନିଖୋଜଥିବା ପିଙ୍କି ବିଶ୍ୱକର୍ମା(୧୪)ଙ୍କ ମୃତଦେହ ୭୮ ଘଣ୍ଟାପରେ ମମହାନଦୀ ଦ୍ୱିତୀୟ ସେତୁ ନିକଟରୁ ବୁଧବାର ଉଦ୍ଧାର…

5 years ago

ମାନେଶ୍ୱର ରାବଣ ପୋଡ଼ି: ରାମଙ୍କ ବଦଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

ସମ୍ବଲପୁର,୯।୧୦ (ବ୍ୟୁରୋ): ସମ୍ବଲପୁର ସହର ଉପକଣ୍ଠ ସାର୍ବଜନୀନ ଦୁର୍ଗାପୂଜା ଧୁମ୍‌ଧାମ୍‌ରେ ପାଳନ ହୋଇଥିଲା। ମଙ୍ଗଳବାର ସନ୍ଧ୍ୟାରେ ରାବଣ ପୋଡି ପାଇଁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ସରିଥିଲା ।…

5 years ago

ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୨ ଘଣ୍ଟା ପରେ ବି ମିଳିନି ପତ୍ତା

ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ମାତ୍ର କ୍ଷେତରାଜପୁର…

5 years ago

ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ଚୋରା କେନ୍ଦୁପତ୍ର ଜବତ

ରେଢ଼ାଖୋଲ,୮।୧୦(ଡି.ଏନ୍‌.ଏ.): ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ମଙ୍ଗଳବାର ଅପରାହ୍ନରେ ରେଢ଼ାଖୋଲ ରେଳବାଇ ପୋଲିସ ଚଢ଼ାଉ କରି ଚାଲାଣ ହେଉଥିବା ୧୮ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି। ତେବେ ଏ…

5 years ago

ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୬ ଯୁବତୀ : ୫ ଉଦ୍ଧାର, ଜଣେ ନିଖୋଜ

ସମ୍ବଲପୁର,୬।୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ…

5 years ago

ବିଦ୍ୟୁତ ଆଘାତରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର, ୬।୧୦(ବ୍ୟୁରୋ)- ସମ୍ବଲପୁର ଜିଲା ଯୁଯୁମୁରା ଥାନା ଧଦୁଲୁମୁଣ୍ଡା ଗ୍ରାମର ପଦ୍ମନାଭ ବିଶ୍ୱାଳଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଜିଲା ସଦର ଡାକ୍ତରଖାନାରେ ଡାକ୍ତର ତାଙ୍କୁ…

5 years ago

ପର୍ଯ୍ୟଟକଙ୍କ ପାଇଁ ୧୫ରୁ ଖୋଲିବ ଦେବ୍ରିଗଡ଼

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା ଦେବ୍ରିଗଡ଼ ଅଭୟାରଣ୍ୟ ଅକ୍ଟୋବର ୧୫ରୁ ଖୋଲିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଦିନ ପାଇଁ ଏହା ୪ ମାସ ହେବ…

5 years ago

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଇ

ସମ୍ବଲପୁର, ୨୮।୯(ବ୍ୟୁରୋ): ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀ ଶନିବାର ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏହି ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ…

5 years ago

ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜମନକିରା, ୨୭।୯(ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ କୁଇଲାରିଯୋର ରାଜରାସ୍ତା ୨୦୦ କଡ଼ରୁ ଶନିବାର ଭୋର୍‌ ସମୟରେ ଜଣେ ଯୁବକଙ୍କ ମୃତଦେହକୁ କୁଚୁଣ୍ଡା…

5 years ago