ସମ୍ବଲପୁର

ଭିସୁଟ୍‌ରେ ଆନ୍ଦୋଳନ ମହଙ୍ଗା ପଡ଼ିଲା: ଅଧ୍ୟାପକ ବହିଷ୍କୃତ,୨ ନିଲମ୍ବିତ; ୧୫ ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ସମ୍ବଲପୁର,୧୧।୮(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ଆନ୍ଦୋଳନ ଚଳାଇଥିବା ଅଧ୍ୟାପକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତିଙ୍କ କାର୍ଯ୍ୟାଳୟର…

5 years ago

୧୪ରେ ହୀରାକୁଦରୁ ଛଡ଼ାଯିବ ପ୍ରଥମ ବନ୍ୟାଜଳ, ସତର୍କ ସୂଚନା ଜାରି

ସମ୍ବଲପୁର,୧୦ା୮(ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ ଅଗଷ୍ଟ ୧୪ରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡାଯିବ। ଏନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ସ୍ଥିର ହୋଇଛି। ଚିଠି…

5 years ago

ବର୍ଷା ପାଇଁ ଇନ୍ଦ୍ରପୂଜା କଲେ ତରବୋଡ ଗ୍ରାମବାସୀ

ନୂଆପଡା ଅଫିସ/ତରବୋଡ,୪।୮(ଡି.ଏନ.ଏ.)ନୂଆପଡା ଜିଲାରେ ଲାଗ ଲାଗ ମରୁଡି ପରିସ୍ଥିତି ଉପୁଜୁଛି । ଗତବର୍ଷ ଭଳି ଏଥର ମଧ୍ୟ ଜିଲାବ୍ୟାପି ମରୁଡି ସ୍ଥିତି ଆସିଥିବାବେଳେ ଚାଷୀକୂଳ ଇତସ୍ତତଃ ହୋଇପଡିଛନ୍ତି…

5 years ago

ପଡ଼ିରହିଛି କୁଢ଼କୁଢ଼ ଆବର୍ଜନା, କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା

ଜମନକିରା,୩।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦରମହକୁମାର ଚାରିଆଡ଼େ ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଥିବାବେଳେ ପଞ୍ଚାୟତ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରତିକାର ବ୍ୟବସ୍ଥା…

5 years ago

ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍‌ ଜବତ

ଜମନକିରା, ୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ ଚାଳକଙ୍କ…

5 years ago

ଶାଳଗଣ୍ଡି ସହ ପିକ୍‌ଅପ୍‌ ଜବତ, ୩ ଗିରଫ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନଖଣ୍ଡସ୍ଥ ବଡ଼ରମା ରେଞ୍ଜ କାଣିବନ୍ଧଲି ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଏକ ପିକ୍‌ଅପ୍‌ ସହ ୬ ଖଣ୍ଡ…

5 years ago

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାସ୍ଥିତ ମୁଖ୍ୟ ଛକ ଦେଇ ଯାଇଥିବା ଭୋଜପୁର ରାସ୍ତା କଡ଼ରେ ୨ ବର୍ଷରୁ ଅଧିକ ହେବ ଏକ ବିଦ୍ୟୁତ୍‌…

5 years ago

ଶ୍ରେଣୀଗୃହ ବିପଦସଙ୍କୁଳ, ଭୟଭୀତ ଅବସ୍ଥାରେ ଛାତ୍ରୀଛାତ୍ର

ଜମନକିରା,୩୧।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତ ସରେଇ ଗାଁସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶେଣୀଗୃହ ଅତ୍ୟନ୍ତ ଶୋଚନୀୟ ହୋଇ ପଡ଼ିଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବ୍ୟାହତ…

5 years ago

ବଡ଼ଭାଇଙ୍କ ଭୁଜାଲି ଚୋଟରେ ସାନଭାଇଙ୍କ ଜୀବନଗଲା

ଅତାବିରା,୩୧।୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟାଙ୍ଗରପାଲି ପଞ୍ଚାୟତର ତଲାକଟା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଅଜୟ ଲାକ୍ରା…

5 years ago

ପଡ଼ିଆ ପଡ଼ିଛି ଚାଷଜମି: ବର୍ଷା ପାଇଁ କଟଙ୍ଗପାଣି ପଞ୍ଚାୟତରେ ଇନ୍ଦ୍ରପୂଜା

ଜମନକିରା, ୨୯ା୭ (ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ କଟଙ୍ଗପାଣି ପଞ୍ଚାୟତରେ ସୋମବାର ଜଳ ବର୍ଷା ପାଇଁ ସ୍ଥାନୀୟ ଭୂତେଲ ଟୁଙ୍ଗରୀଠାରେ ୫ ଗାଁର ଗ୍ରାମବାସୀ ମିଶି…

5 years ago