ସମ୍ବଲପୁର

ଆତ୍ମହତ୍ୟା କରିଥିବା ଯୁବଚାଷୀଙ୍କ ଘରେ: ପହଞ୍ଚତ୍ଲେ କୃଷି ଉପନିର୍ଦ୍ଦେଶକ

ବଲାଙ୍ଗୀର ଅଫିସ, ୨୦ା୭ ବର୍ଷାଭାବରୁ ଚାଷ ଉଜୁଡି ଯିବାରୁ ବଲାଙ୍ଗୀର ସଦର ବ୍ଳକ ବରକାନୀ ଗଁାର ଯୁବଚାଷୀ ଭକ୍ତବନ୍ଧୁ ଦଣ୍ଡସେନା ବିଷପାନ କରି ଆତ୍ମହତ୍ୟା କରିଥିବା ଅଭିଯୋଗ…

5 years ago

ବଜ୍ରପାତରେ ୩ କୃଷି ଶ୍ରମିକ ଗୁରୁତର

ସରଣ୍ଡା,୨୦।୭(ଡି.ଏନ.ଏ) ବରଗଡ଼ ଜିଲାର ଅତାବିରା, ବରଗଡ଼ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା । ବଜ୍ରପାତରେ ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

5 years ago

ହୃଦରୋଗ ଚିକିତ୍ସା ପାଇଁ ୪୩ ଶିଶୁ ଭୁବନେଶ୍ୱର ଗଲେ

ବରଗଡ଼ ଅଫିସ୍‌,୨୦।୭ ବରଗଡ଼ ଜିଲାର ୪୩ଜଣ ଶିଶୁଙ୍କୁ ହୃଦରୋଗ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଶ୍ରୀ ସାଇ ଜନନୀ କ୍ୟାମ୍ପସକୁ ପ୍ରେରଣ କରାଯାଇଛି । ସେମାନଙ୍କ…

5 years ago

ଚିକିସତ୍ା ଲାଗି ଟଁକା ଅଭାବ୍‌:୩ ବଛର ହେଲା ଖଟେ ପଡ଼ିଛନ୍‌ ପକ୍ଷାଘାତ ରୁଗୀ

ଲାଠୋର, ୨୦ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ରୁକୁରାମ ତାଣ୍ଡି(୫୦)। ମାଏକିନା ନୃଜ୍ୟ, ଝି’ ଶିବାନୀ ଆର ପୁଓ ଲଲିତକେ ନେଇ…

5 years ago

ମାନବିକତା ଦେଖାଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ: ଏନ୍‌ଆରସିରେ ଭରତି ହେବେ ଚନ୍ଦ୍ରକାନ୍ତ

ଲୋଇସିଂହା,୨୦।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଆର ତାକର ପୁଓ ଚନ୍ଦ୍ରକାନ୍ତକୁଁ ବିଙ୍ଗ ହ୍ୟୁମାନ ଫାଉନଣ୍ଡେସନ ସାହାଯ୍‌ର ହାତ…

5 years ago

ଡେଙ୍ଗୁ ନିରାକରଣ ଚିନ୍ତା: ସଚେତନତା ଅଭିଯାନକୁ ବ୍ୟାପକ କରିବାକୁ ଗୁରୁତ୍ୱ

ସୋନପୁର,୧୯।୭(ନି.ପ୍ର.): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଡେଙ୍ଗୁ ନିରାକରଣ ମାସ ଉପଲକ୍ଷେ ଜିଲାସ୍ତରୀୟ ସଚେତନତା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଅଧ୍ୟକ୍ଷତା କରି ଜିଲାପାଳ…

5 years ago

କେସିଙ୍ଗା ବ୍ଲକରେ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଆରମ୍ଭ

କେସିଙ୍ଗା,୧୯।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ବିଭିନ୍ନ କ୍ରଷ୍ଟରେ ନିୟୋଜିତ ନକଲି ଶିକ୍ଷକଙ୍କ ଯାଞ୍ଚ ପ୍ରକ୍ରିୟା ଗୋଷ୍ଠୀ ଶିକ୍ଷାକେନ୍ଦ୍ର ପରିସରରେ ଶୁକ୍ରବାର ଆରମ୍ଭ ହୋଇଯାଇଛି । ଏହା…

5 years ago

ଚାଷ ପାଇଁ ପାଣି ନାହିଁ: ମେଗା ପ୍ରକଳ୍ପ ଅଫିସ୍‌ରେ ତାଲା ପକାଇଲେ ଚାଷୀ

ଘଣ୍ଟାପଡା, ୧୯।୭ (ଡି.ଏନ.ଏ): ଅନିୟମିତ ବର୍ଷା ଯୋଗୁ ଘଣ୍ଟାପଡା ଅଞ୍ଚଳରେ ଧାନଚାଷ ଉଜୁଡିବାକୁ ବସିଲାଣି । ଆଷାଢ଼ ମାସ ସରି ଶ୍ରାବଣ ହେଲା, ବର୍ଷାର ନାଁ ଗନ୍ଧ…

5 years ago

ଘଣ୍ଟାପଡ଼ା ମେଗା ପଏଣ୍ଟରେ ତାଲା ପକାଇଲେ ଚାଷୀ

ଘଣ୍ଟାପଡ଼ା,୧୯।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ତମ୍ବାସିନା(ଘଣ୍ଟାପଡ଼ା)ରେ ସରକାରଙ୍କ ପକ୍ଷରୁ ଚାଷୀମାନଙ୍କ ଉନ୍ନତି ପାଇଁ ଏକ ମେଗା ପଏଣ୍ଟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଏଲ୍‌ଏନ୍‌ଟି କମ୍ପାନୀକୁ…

5 years ago

ଆର୍ଥିକ ଅନଟନ : ନାତିକୁ ବିକିଲେ ଆଈ

ସୋନପୁର,୧୯ା୭(ନି.ପ୍ର.): ଆର୍ଥିକ ଅନଟନ ଯୋଗୁ ଆଈ ନିଜର ୧ ବର୍ଷର ନାତିକୁ ଝିଅଠାରୁ ଅଲଗା କରି ଅନ୍ୟତ୍ର ବିକ୍ରି କରିବାକୁ ପଛାଇ ନାହାନ୍ତି। ସୁବର୍ଣ୍ଣପୁର ଜିଲା ବିନିକା…

5 years ago