ସମ୍ବଲପୁର

ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ଗିରଫ ୨ ମୁଖ୍ୟ ଅଭିଯୁକ୍ତ ଜେଲଗଲେ

ସୋନପୁର,୧୭।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ବିଚାରପତି ଅଭିଯୁକ୍ତଙ୍କ…

5 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୧୭।୬: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ସୋମବାରଠାରୁ ୪ ଦିନିଆ ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ…

5 years ago

ନଗର କଂଗ୍ରେସ ତରଫରୁ ଜିଲାପାଳଙ୍କ ଅଫିସ ଘେରାଉ

ବଲାଙ୍ଗୀର ଅଫିସ, ୧୭।୬: ଅଘୋଷିତ ବିଜୁଳି କାଟ, ପିଇବା ପାଣି ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ସମାଧାନ ଦାବିରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର…

5 years ago

ମଣ୍ଡିରେ ପଡିଛି ୩ ହଜାର ବସ୍ତା ଧାନ

ମନମୁଣ୍ଡା, ୧୭।୬ (ଡି.ଏନ.ଏ)    ବୌଦ୍ଧ ଜିଲା ମନମୁଣ୍ଡା ମଣ୍ଡିରୁ ଧାନ ଉଠୁନାହିଁ । ଫଳରେ ଏଠାରେ ୩ ହଜାର ବସ୍ତା ଧାନ ପଡି ରହିଛି ।…

5 years ago

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍‌

ବଲାଙ୍ଗୀର ଅଫିସ, ୧୭ା୬:  ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ସୀତାରାମ ଗୁରୁତର…

5 years ago

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬:  ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି…

5 years ago

ବସ୍‌ ଧକ୍କାରେ ଜଣେ ମୃତ:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ,୧୬।୬(ସ୍ବ.ପ୍ର.):କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଭତ୍ରାଗୁଡା ଛକଠାରେ ରବିବାର ଏକ ଘରୋଇ ବସ୍‌ ଧକ୍କାରେ ଜଣେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଭତ୍ରାଗୁଡା…

5 years ago

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ…

5 years ago

ଢିଲାମେଲା ପଡ଼ିଛେ କେଁଦୁପତର ଫଡି

ବାମରା,୧୬।୬ (ସ୍ବ.ପ୍ର.):  ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଁଚେତ୍‌ ରେଙ୍ଗାଲବେଡ଼ାର କେଁଦୁପତର ଫଡିରେ କେଁଦୁପତର ଖୁଲାମେଲା ପଡ଼ିଛେ। ପଶ୍ଚିମ ଓଡ଼ିଶାରେ ସବୁଜ ହୀରା ହିସାବେ କେଁଦୁପତର…

5 years ago

ପଁଚେତ୍‌ରେ ତାଲା ପକାଲେ ଗଁ।ବାସୀ: ପିଇଲା ପାଏନ୍‌ରୁ ବଁଚିତ୍‌ ୬ ହଜାର ଲୋକ୍‌

ସିନାପାଲି, ୧୬।୬ (ଡି.ଏନ.ଏ):  ମୁଡ଼ଫଟା ଖରା ତାତିର ଏହେଦେ ପଶ୍ଚିମ ଓଡ଼ିଶା ଜଲୁଛେ କହେଲେ କିଛି କମ୍‌ ନାଇଁହୁଏ। ଲୋକ ଗରମ, ଗୁଲଗୁଲିରେ ଅଥାଥାଲି ହେଇଯାଉଛନ୍‌। ଏନ୍‌ତାଥି…

5 years ago