ସମ୍ବଲପୁର

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୬।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିତ୍ସା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିତ୍ସାଳୟ, ବ୍ଲକମାନକେ ଗୋଷ୍ଠୀ…

5 years ago

ଘର ଭାଙ୍ଗି ଧାନ ଖାଇଲା ହାତୀ

ଅମରପାଲି, ୨୫।୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଜାଲୋଏ ସେକ୍ସନ୍‌ ଅନ୍ତର୍ଗତ କୋଟସମଲାଇ ଗ୍ରାମ ପଞ୍ଚାୟତର ରିଝାଇପାଲି ଗ୍ରାମରେ ହାତୀ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି କରିଛି।…

5 years ago

ତିନି ବଖରା ଜଳିଗଲା

ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର ପୋଡି…

5 years ago

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ କଙ୍କ୍ରିଟ ଖସିଲା

ଲାଠୋର, ୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ କଙ୍କ୍ରିଟ ଟୁକୁଡା ଖସି ପଡିଛି। ଶନିବାର ସକାଳ ୭ଟାରେ କର୍ମଚାରୀମାନେ ହସପିଟାଲ…

5 years ago

ପରିତ୍ୟକ୍ତ ନାଳରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗୀର ଅଫିସ, ୨୫।୫: ବଲାଙ୍ଗୀର ସହର ଲକ୍ଷ୍ମୀଯୋର ନିକଟରେ ଥିବା ଏକ ପରିତ୍ୟକ୍ତ ନାଳରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ…

5 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗାଇଚରାଳିଙ୍କ ମୃତ୍ୟୁ

କେସିଙ୍ଗା, ୨୫।୫: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ସକାଳେ ଜଣେ ଗାଇଚରାଳିଙ୍କ ମୃତ୍ୟୁ ଘଟିଛି। ସେ…

5 years ago

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ…

5 years ago

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ:ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୫ା୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ…

5 years ago

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ ଗୋଷ୍ଠୀ…

5 years ago

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୫ା୫ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି…

5 years ago