ସମ୍ବଲପୁର

ଗଙ୍ଗା ଯାତ୍ରାର ସହଯାତ୍ରୀ ଚିତ୍ତରଞ୍ଜନ ଭୋଇ, ଅସ୍ଥି ବିସର୍ଜନ ପାଇଁ ଯିବାକୁ ଚାହୁଁଥିଲେ ପଡ଼ନ୍ତି ଖୋଜା

ସମ୍ବଲପୁର,୧୬ା୧୧ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଚିତ୍ତରଞ୍ଜନ ଭୋଇ। ବୟସ ୫୯ ହେବ। ବୃତ୍ତିରେ ସେ ଜଣେ ବିଡି ମୁନ୍‌ସି। ହେଲେ ଧାର୍ମିକ…

11 months ago

ଫୁଟ୍‌ବଲରେ ନିଆଁ ଲଗାଇ ଖେଳିଲେ

ରେଢ଼ାଖୋଲ,୧୪ା୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଦୀପାବଳି ପାଳନର ଏକ ସ୍ବତନ୍ତ୍ରତା ରହିଛି। ଦୀପାବଳି ଅବସରରେ ରେଢ଼ାଖୋଲ ଯଦୁମଣି ପାଟଣା ଲକ୍ଷ୍ମୀପୂଜା କମିଟି ସଭ୍ୟମାନେ…

11 months ago

ଚୋରି କରି ବନ୍ଧା ହେଲେ ସ୍ତ୍ରୀ, ସ୍ବାମୀ

ପଡିଆବାହାଲ,୧୩ା୧୧(ରାଧାମୋହନ ଷଡ଼ଙ୍ଗୀ): ବିଭିନ୍ନ ଦୋକାନରୁ ଚୋରି ଅଭିଯୋଗରେ ସଦର ଥାନା ପୋଲିସ ସ୍ତ୍ରୀ, ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ମଧ୍ୟପ୍ରଦେଶ ରାଜ୍ୟ…

11 months ago

୨୧ରେ ରାଷ୍ଟ୍ରପତିଙ୍କ ୨ଦିନିଆ ସମ୍ବଲପୁର ଗସ୍ତ

ସମ୍ବଲପୁର,୧୧ା୧୧(ବି.ଶଙ୍କର): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆସନ୍ତା ୨୧ରେ ଦୁଇଦିନିଆ ସମ୍ବଲପୁର ଜିଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ୨୧ରେ ରାଷ୍ଟ୍ରପତି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ…

11 months ago

ମଙ୍ଗଳପୁର ଗ୍ରାମ୍ୟ ଜଙ୍ଗଲରେ ବାଘ ଆତଙ୍କ: ୭ଛେଳିକୁ ମାରିଲା

ରେଢ଼ାଖୋଲ,୧୦ା୧୧(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ଗିରିଶ୍ଚନ୍ଦ୍ରପୁର ରେଞ୍ଜ ଅଧୀନ ମଙ୍ଗଳପୁର ଗ୍ରାମ୍ୟ ଜଙ୍ଗଲରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ମଙ୍ଗଳପୁର ଗ୍ରାମରେ ଗୁରୁବାର ୭ଟି…

11 months ago

ପରମ୍ପରା ଉଜ୍ଜୀବିତ ରଖିଛନ୍ତି କୁମ୍ଭକାର

ସମ୍ବଲପୁର,୧୦ା୧୧(ଭବାନୀ ଶଙ୍କର ଭୋଇ): ଆସନ୍ତା ୧୨ ତାରିଖରେ ଦୀପାବଳି। ଭାରତୀୟ ପରମ୍ପରାରେ ଦୀପାବଳିରେ ପ୍ରତି ଘରେ ମାଟିଦୀପ ଜାଳିବାର ପରମ୍ପରା ରହିଛି। ସେଥିପାଇଁ ଏହି ପର୍ବ ଆସିଲେ…

11 months ago

ପ୍ରଶାସନର ଉଦାସୀନତା: ଶହୀଦଙ୍କ ମୂକସାକ୍ଷୀ କୁଦୋପାଲି ଅବହେଳିତ

ସମ୍ବଲପୁର,୯ା୧୧(ଭବାନୀ ଶଙ୍କର ଭୋଇ): ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କର ଉଲଗୁଲାନର ମୂକସାକ୍ଷୀ ହେଉଛି ସମ୍ବଲପୁରର କୁଦୋପାଲି ଘାଟି। ଇଂରେଜମାନଙ୍କ ଗୁଳିରେ ଗୋଟିଏ ଦିନରେ ପ୍ରାଣ…

11 months ago

ନାବାଳିକାଙ୍କୁ ଅପହରଣ, ବଳାତ୍କାର: ଅଭିଯୁକ୍ତ ଗିରଫ

ରେଢ଼ାଖୋଲ,୮।୧୧ (ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ନାବାଳକ (ଏବେ ସାବାଳକ)ଙ୍କୁ…

12 months ago

ସମ୍ବଲପୁରବାସୀ ଅବସର ବିନୋଦନରୁ ବଞ୍ଚିତ

ସମ୍ବଲପୁର,୬।୧୧(ଭବାନୀ ଶଙ୍କର ଭୋଇ): ବଡ଼ବଜାର ନିକଟରେ ରିଙ୍ଗ ରୋଡ଼ କଡ଼ରେ ରହିଛି ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ)ର ଗୌରୀ ଶଙ୍କର ପାର୍କ। ଏଠାରେ ଦୀର୍ଘଦିନ ହେବ ଷ୍ଟ୍ରିଟ…

12 months ago

ଗୋଡ଼ାଇ ଗୋଡ଼ାଇ କାମୁଡିଲା କୁକୁର

କୁଚିଣ୍ଡା,୩ା୧୧(ବିରଞ୍ଚି ଦର୍କା): ଗତ କିଛିଦିନ ହେବ ବାମରା ଅଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୬ଜଣ ଆହତ ହୋଇଥିବାବେଳେ ୨ଜଣ ଗୁରୁତର ଅଛନ୍ତି। ବୁଧବାର…

12 months ago