ସମ୍ବଲପୁର

ଝଡ଼ ତୋଫାନରେ ଭାଙ୍ଗିଲା କଲ୍ୟାଣ ମଣ୍ଡପ କାନ୍ଥ

ପଡ଼ିଆବାହାଲ,୫ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ଅଧୀନ ଡ଼ଙ୍ଗରପଡା ପଞ୍ଚାୟତର ଲିଟିମୁଣ୍ଡା ଗ୍ରାମରେ ଝଡ଼ ତୋଫାନରେ ଏକ ନିର୍ମାଣାଧୀନ କଲ୍ୟାଣ ମଣ୍ଡପ କାନ୍ଥ ସମ୍ପୂର୍ଣ୍ଣ ଭାଙ୍ଗି…

1 year ago

ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ସମ୍ବଲପୁର, ୪ା୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଧମା ରେଞ୍ଜ ଡକରା ଗ୍ରାମରେ ଏକ ଦନ୍ତା ହାତୀ ଦଳିଦେବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯଜ୍ଞସିନି ବାରିକ…

1 year ago

ହାଇୱାକୁ ପଛପଟୁ ଧକ୍କା ଦେଲା ଅଟୋ: ଚାଲିଗଲା ୩ ଭଉଣୀଭାଇଙ୍କ ଜୀବନ

ସମ୍ବଲପୁର,୪।୬(ବ୍ୟୁରୋ): ସମ୍ବଲପୁର-ରାଉରକେଲା ୧୦ ନମ୍ବର ରାଜ୍ୟ ରାଜପଥ ବିଜୁ ଏକ୍ସପ୍ରେସ ୱେର ପ୍ରଧାନପାଲି ଏଲ୍‌ଆଣ୍ଡଟି ଟୋଲ୍‌ ପ୍ଲାଜା ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ପରିବାରର…

1 year ago

ଅନ୍ୟଜମିକୁ ନିଜର ଦର୍ଶାଇ କରାଯାଇଛି ଫସଲ ବୀମା, ଥାନାରେ ମାମଲା, ପୋଲିସର ତନାଘନା

ଲାଠୋର,୩ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧିନ ବେନ୍ଦେର ଗ୍ରାମର ଶେଷଦେବ ପଧାନଙ୍କ ଜମିକୁ ନିଜର ଦର୍ଶାଇ କେତେଜଣ ଫସଲ ବୀମା କରିଛନ୍ତି। ପ୍ରକୃତ ଜମି ମାଲିକ…

1 year ago

ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହେଉଛି।…

1 year ago

ଶିଶୁ ମୃତ୍ୟୁ: ନିଶା ସେବନକାରୀ ମହିଳାଙ୍କ କ୍ଷେତ୍ରରେ ୫ ଗୁଣା ଅଧିକ

ସମ୍ବଲପୁର,୨ା୬(ବ୍ୟୁରୋ): ମାତୃତ୍ୱ ଲାଭ କରିବା ପ୍ରତ୍ୟେକ ମହିଳାଙ୍କ ସ୍ବପ୍ନ ରହିଥାଏ। ହେଲେ ବିଭିନ୍ନ କାରଣରୁ କେତେକ ଶିଶୁ ଜନ୍ମ ପୂର୍ବରୁ କିମ୍ବା ଜନ୍ମହେବା ମାତ୍ରେ ମୃତ୍ୟୁବରଣ କରନ୍ତି।…

1 year ago

ଟ୍ରକ୍‌ ସହ ବାଇକ ଧକ୍କା: ଜଣଙ୍କ ଜୀବନ ଗଲା

ଜମନକିରା,୩୦।୫: ଜମନକିରା ଥାନା ଗୌଡପାଳି ଫାଣ୍ଡି ଅନ୍ତର୍ଗତ ରାଜରାସ୍ତା ୫୩ରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛିି। ଟ୍ରକ୍‌ ସହ ଏକ ବାଇକ୍‌ ମୁହାଁମୁହିଁ ଧକ୍କା ହେବା…

1 year ago

ଶୁଖୁଛି ନଦୀଧାର

କୁଚିଣ୍ଡା,୨୯ା୫(ଡି.ଏନ.ଏ.): ଗ୍ରୀଷ୍ମ ପ୍ରବାହ ବଢି ଚାଲିଥିବା ବେଳେ କୁଚିଣ୍ଡା ଏନ୍‌ଏସିରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଖର୍ଲା ନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ କୁଚିଣ୍ଡା ସହରକୁ ଠିକ୍‌…

1 year ago

ରାସ୍ତା ମରାମତି କଲେ ଗ୍ରାମବାସୀ

କୁଚିଣ୍ଡା,୨୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅର୍ଡାବାହାଲ ପଞ୍ଚାୟତର ନାଗଡିହି-ଜୟପୁରଗଡ ଭାୟା ଲସରାଟାଙ୍ଗର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ନେଇ ଗ୍ରାମବାସୀ ପଞ୍ଚାୟତରୁ ବ୍ଲକ ଓ ଜିଲା ପର୍ଯ୍ୟନ୍ତ…

1 year ago

ସରୁନି ପରୀକ୍ଷା, ପୋଲିସ କରିଛି ଅପେକ୍ଷା

ସମ୍ବଲପୁର,୨୮ା୫(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡାଥାନା ଅଞ୍ଚଲରେ ଜଣେ ବଳାତ୍କାର ଅଭିଯୁକ୍ତ ଅଧ୍ୟାପକ ସଞ୍ଜିତ ନାୟକ ବୁର୍ଲା ଭିମସାରରେ ଆଶ୍ରିତ ହୋଇଛନ୍ତି। ପ୍ରାୟ ୧୫ ଦିନ ହେବ ସେ…

1 year ago