ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହିଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲା ନାକଟୀଦେଉଳ ଥାନା...
ହୃଦ୍ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍ ସମୟରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ...
ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ...
ଉପର ମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର ସମ୍ବଲପୁର,୨୬ା୮(ପ୍ରମୋଦ ବହିଦାର):ଉପର ମୁଣ୍ଡରେ ବର୍ଷା ଜାରିରହିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଜଳଭଣ୍ଡାରର ଅଧିକ ୬ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ ଏହି ୬ଟି ଗେଟ୍କୁ ମିଶାଇ ବର୍ତ୍ତମାନ...
ଲ୍ୟାମ୍ପସ ଏମ୍ଡିଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା ଜମନକିରା,୨୪ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ ଲ୍ୟାମ୍ପସ ଏମ୍ଡି ହରେକୃଷ୍ଣ ରାଉତ (୪୦)ଙ୍କୁ ଗାଳିଗୁଲଜ କରି ମାଡ଼ ମାରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ବିଞ୍ଜିପାଲି ଗାଁର ସଞ୍ଜୟ ପଟେଲ (୪୫)।...
ବଢୁଛି ଜଳସ୍ତର: ହୀରାକୁଦ ଡ୍ୟାମ୍ର ଆଉ ୮ ଗେଟ୍ ଖୋଲିଲା ସମ୍ବଲପୁର,୪।୮: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍ ଜଳସ୍ତର ବଢିବାରେ ଲାଗିଛି। ଫଳରେ ଶନିବାର ହୀରାକୁଦ ଡ୍ୟାମ୍ର ଆଉ ୮ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ଡ୍ୟାମ୍ର ୧୪ଟି ଗେଟ୍ରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏନେଇ ତଳିଆ ଅଞ୍ଚଳର...
ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଜୀବନ ଗଲା, ଜଣେ ଗୁରୁତର କୁଚିଣ୍ଡା,୨୪ା୮: ସମ୍ବଲପୁର ଜିଲା କୁଚିଣ୍ଡାରେ ଶ୍ୱାସରୁଦ୍ଧ ହୋଇ ଶନିବାର ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଳୁଥିବା ବେଳେ ଏହି ଅଘଟଣ ଘଟିଛି। ଯମନକିରା ଥାନା ପୁକୁଡ଼ା ଗାଁରେ ୪...
ବ୍ରିଜ୍ ଉପରେ ସାଇକେଲ ରଖି ମହାନଦୀକୁ ଡେଇଁପଡ଼ିଲେ ଛାତ୍ରୀ ସମ୍ବଲପୁର,୨୪ା୮: ସମ୍ବଲପୁର ଜିଲାର ଚାଉଁରପୁର ବ୍ରିଜ୍ ଉପରୁ ଜଣେ ଛାତ୍ରୀ ଶନିବାର ମହାନଦୀକୁ ଡେଇଁପଡ଼ିଛନ୍ତି। ଛାତ୍ରୀ ଜଣକ ବ୍ରିଜ୍ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଛନ୍ତି। ପ୍ରାତଃ ଭ୍ରମଣରେ କିଛି ଲୋକ ଆସିଥିବା ବେଳେ ଏହା ଦେଖି ଅଗ୍ନିଶମ...
ହୀରାକୁଦ ଡ୍ୟାମ୍ରେ ବଢୁଛି ଜଳସ୍ତର: ଖୋଲିଲା ୬ ଗେଟ୍ ସମ୍ବଲପୁର୨୨।୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର...
ସମ୍ବଲପୁରରେ ଭାରତ ବନ୍ଦର ପ୍ରଭାବ: ଘଣ୍ଟାଏ ଅଟକିଲା ଇଣ୍ଟରସିଟି ଏକ୍ସପ୍ରେସ ସମ୍ବଲପୁର,୨୧।୮(ପ୍ରମୋଦ ବହିଦାର): ଏସସି-ଏସଟି ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଅଖିଳ ଭାରତୀୟ ଏସସି-ଏସଟି ମିଳିତ ସମନ୍ବୟ ସମିତି ଆହ୍ବାନରେ ସଂରକ୍ଷଣ ବଚାଓ ସଂଘର୍ଷ କମିଟି, ଭୀମ ଆର୍ମି ସମେତ ବିଭିନ୍ନ ଦଳିତ ସଂଗଠନ ବୁଧବାର ୧୨ ଘଣ୍ଟା ଭାରତ...
ଲାଞ୍ଚ ନେଇ ଧରାପଡିଲେ ଆର୍ଆଇ-ଅମିନ ସମ୍ବଲପୁର,୨୦।୮(ପ୍ରମୋଦ ବହିଦାର): ଏକ ଜମି ମାପ ଓ କାଗଜପତ୍ର ପ୍ରସ୍ତୁତ ପାଇଁ ହିତାଧିକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେଶାଇବାହାଲ ମହିଳା ରାଜସ୍ବ ନୀରିକ୍ଷକ(ଆର୍ଆଇ) ଓ ଅମିନ। ସାଲୋହି ଗ୍ରାମର ଶିବ...
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରୋହିତଙ୍କ ପ୍ରଶଂସା ସମ୍ବଲପୁର,୧୯ା୮(ଭବାନୀ ଶଙ୍କର ଭୋଇ): ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ଅଚାନକ ସମ୍ବଲପୁର ସଦର ତହସିଲ କାର୍ଯ୍ୟାଳୟରେ ପହଞ୍ଚି ସ୍ଥିତି ପରଖିଥିଲେ। ମନ୍ତ୍ରୀଙ୍କ ଆକସ୍ମିକ ପରିଦର୍ଶନ କାର୍ଯ୍ୟକ୍ରମକୁ ତାଙ୍କର ସମର୍ଥକ ଓ ଜନସାଧାରଣ ସାମାଜିକ ଗଣମାଧ୍ୟମରେ...