ସମ୍ବଲପୁର

୯୦ ବାଉଁଶ କାରିଗର ପରିବାର ପ୍ରଭାବିତ

ସମ୍ବଲପୁର,୧୭ା୪(ବ୍ୟୁରୋ): ମହାମାରୀ କରୋନା ଯୋଗୁ ସରକାରଙ୍କ କଟକଣା ଓ ଲକ୍‌ ଡାଉନ୍‌ ଘୋଷଣା ଅନେକ ଲୋକଙ୍କ ହାତରୁ ରୋଜଗାର ଛଡାଇ ନେଇଛି । ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି ବୁଣାକାର, ଶିଳ୍ପୀ, ଦିନମଜୁରିଆ, ବାଉଶଁ କାରିଗର ଭଳି କାରିଗର ପରିବାର...

ବିକଳ୍ପ ସ୍ଥାନରେ ନିରନ୍ତର ସ୍ବାସ୍ଥ୍ୟସେବା ମିଳିବ

ସମ୍ବଲପୁର,୧୭ା୪(ବ୍ୟୁରୋ)-ଜିଲା ସଦରଡାକ୍ତରଖାନାରେ କୋଭିଡ-୧୯ ମେଡିକାଲ ନିର୍ମାଣ କାମ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରୋଗୀମାନଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ଜିଲା ସଦର ଡାକ୍ତରଖାନା ଉପରେ ନିର୍ଭର କରୁଥିବା ରୋଗୀମାନଙ୍କ କୌଣସି ସମସ୍ୟା ହେବ ନାହିଁ । ବିକଳ୍ପ ସ୍ଥାନରେ...

ହଜାରେ ଟଙ୍କା ପାଇଁ ରାତି ଅନିଦ୍ରା

ସମ୍ବଲପୁର, ୧୬।୪ (ବ୍ୟୁରୋ)- କରୋନା କଟକଣା ଲକ୍‌ ଡାଉନ ପରେ ଏହାର ପ୍ରଭାବ ସିଧାସଳଖ ଖଟିଖିଆ, ଦିନ ମଜୁରିଆ ଓ ଗରିବ ଶ୍ରେଣୀ ଲୋକଙ୍କ ଉପରେ ପଡିଛି। ରୋଜଗାର ନ ଥିବାରୁ ସେମାନୁ ରାଜ୍ୟ ଓ କେନ୍ଦ୍ର ସରକାର ପର୍ଯ୍ୟାୟ...

ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ ମାଧ୍ୟମ ବୋଲି ସରକାର ଘୋଷଣା କରି ପାଳନ କରିବାକୁ ସମସ୍ତଙ୍କୁ କଡା...

କୋଇଲା କ୍ଷେତ୍ରରେ ଏମସିଏଲ୍‌ର ସାନିଟାଇଜେସନ୍‌ କାର୍ଯ୍ୟ

ସମ୍ବଲପୁର, ୧୬।୪ (ବ୍ୟୁରୋ): କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି। ଏହି କ୍ରମରେ କୋଭିଡ- ୧୯କୁ ପ୍ରତିରୋଧ କରିବା ଲକ୍ଷ୍ୟରେ ଓଡିଶାର ବିଭିନ୍ନ କୋଇଲା କ୍ଷେତ୍ରର ଆବାସିକ କଲୋନୀ ଓ...

ବାମରାରେ ସାନିଟାଇଜ ଜାରି

ବାମରା, ୧୬।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବର୍ତ୍ତମାନ ଚାରିଆଡେ ସାନିଟାଇଜ ପ୍ରକ୍ରିୟା ଜାରି ରହଛି। ଏହିକ୍ରମରେ ସମ୍ବଲପୁର ଜିଲା ବାମରା ବ୍ଲକ ସଦର ମହକୁମା ଓ କେଶାଇବାହାଲଠାରେ ମଧ୍ୟ ସାନିଟାଇଜ ଚାଲିଛି। ବାମରା ଅଗ୍ନିଶମ ବିଭାଗ...

 ହୋମ୍‌ କ୍ୱାରାଣ୍ଟାଇନରେ ରହିଲେ କେଭିକେ ଅଧିକାରୀ

ଚିପିଲିମା,୧୫ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ଧନକଉଡା ବ୍ଲକ୍‌ ବସନ୍ତପୁର ପଞ୍ଚାୟତରେ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) କାର୍ଯ୍ୟାଳୟ ରହିଛି। ଲକ୍‌ଡାଉନ ସମୟରେ କେଭିକେର ୩ଜଣ ଅଧିକାରୀ ଭୁବନେଶ୍ବରରେ ରହିଯାଇଥିଲେ। ହେଲେ ମଙ୍ଗଳବାର ସେମାନେ ନିଜସ୍ବ ଯାନରେ ଭୁବନେଶ୍ବରରୁ ଆସି ଚିପିଲିମାସ୍ଥିତ ନିଜ...

ବିଧାୟକ ପ୍ରାର୍ଥୀ ସମର ପ୍ରଧାନଙ୍କ ପରଲୋକ

ରେଢାଖୋଲ,୧୫।୪(ଡି.ଏନ.ଏ.): ୨୦୧୯ ସାଧାରଣ ନିର୍ବାଚନରେ ରେଢାଖୋଲ ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଭାଜପା ଯୁବନେତା ତଥା ଆଇନଜୀବୀ ସମର କୁମାର ପ୍ରଧାନ(୪୪) ଆଉ ନାହାନ୍ତି। ମଙ୍ଗଳବାର ରାତି ୨ଟାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ନିର୍ମାଣାଧୀନ କୋଭିଡ ମେଡିକାଲରେ ୫-ଟି ସଚିବ

ସମ୍ବଲପୁର, ୧୫।୪ (ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧୀନ କୋଭିଡ-୧୯ ମେଡିକାଲକୁ ବୁଧବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ମେଡିକାଲ ପରିସରରେ ଆଇସିୟୁ , ଆଇସୋଲେଶନ କକ୍ଷ ଓ ନମୁନା ସଂଗ୍ରହ କେନ୍ଦ୍ର...

ବ୍ୟବସ୍ଥା ନ କରି କେବଳ ମିଛ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରାଯାଉଛି। ଏଣୁ ଏଠାରେ ରୋଗୀ ସେବା ବନ୍ଦ କରି ଦିଆଯାଇଛି। ଅଇଁଠାପାଲି ଓ ଡା. ଜନାର୍ଦ୍ଦନ ପୂଜାରୀ ମାତୃମଙ୍ଗଳ କେନ୍ଦ୍ରରେ ବିକଳ୍ପ ବ୍ୟବସ୍ଥା କରାଯାଇଛି ବୋଲି ଖୋଦ୍‌ ଜିଲା...

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ଲକ୍ଷ ପ୍ରଦାନ

ସମ୍ବଲପୁର, ୧୫।୪ (ବ୍ୟୁରୋ): କରୋନା ମୁକାବିଲା ଲାଗି ପ୍ରତ୍ୟେକ ସ୍ତରରେ ଉଦ୍ୟମ ଜାରି ରହିଛି । ସମ୍ବଲପୁର ଅଶୋକ ଜଲାନ ଫାଉଣ୍ଡେସନ ପକ୍ଷରୁ କରୋନା ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।...

କୋଭିଡ ମେଡିକାଲ ନିର୍ମାଣକୁ ବିରୋଧ କରି ରୁଜୁ ମାମଲା ଖାରଜ

ସମ୍ବଲପୁର, ୧୫।୪ (ବ୍ୟୁରୋ)- ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ- ୧୯ ମେଡିକାଲ ନିର୍ମାଣ କରାଯାଉଛି। ଏହାକୁ ବିରୋଧ କରି ମିଶନ ଭିମ୍‌ସାର ତରଫରୁ ଓଡିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା। ଏହାକୁ ବିଚାର କରି ବୁଧବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri