ସମ୍ବଲପୁର

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍‌...

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି, ଶାସନ, ଟାଉନ ଥାନା, ଧନୁପାଲି ଥାନା, କ୍ଷେତରାଜପୁର ଥାନା, ସଦର ଥାନା...

ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ

ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍‌ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍‌, ଯାତ୍ରୀ ସଂରକ୍ଷଣ କେନ୍ଦ୍ରଗୁଡିକ ବ୍ୟବହାର ନ ହୋଇ ବନ୍ଦ ରହିଛି । ଏଥିସହ ସିଗନାଲିଂ...

ସମ୍ବଲପୁରରେ ହେବ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର,୯ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରିବାକୁ ପ୍ରଶାସନ ସ୍ଥିର କରିଛି। ବିଭିନ୍ନ ମହଲରେ କିନ୍ତୁ ଏହାକୁ ବିରୋଧ କରାଯାଉଛି। ବୁର୍ଲା ଭିମ୍‌ସାରରେ କୋଭିଡ ମେଡିକାଲ ନିମାଣ କରିବାକୁ ଦାବି କରାଯାଇଥିଲା। ଏଥିପାଇଁ ପ୍ରଶାସନିକ ଅଧିକାରୀ...

ଅମାନିଆଙ୍କ ପାଇଁ କଠୋର

ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ ଜିଲାରେ ଅମାନିଆଙ୍କୁ ସାବାଡ କରିବା ପାଇଁ ପୋଲିସ ଓ ଜିଲା ପ୍ରଶାସନ କଠୋର...

୩ ଦୋକାନ ସିଲ୍‌, ୩୫ ବାଇକ୍‌ ଜବତ: ୨୨ ଜଣଙ୍କ ନାଁରେ ମାମଲା

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁର ମୁକାବିଲା ଲାଗି ସରକାର କଟକଣା ଜାରି କରିଛନ୍ତି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ନିୟମ ପାଳନ କରୁ ନ ଥିବା ସମ୍ବଲପୁରର ଅମାନିଆମାନଙ୍କୁ ପୋଲିସ ସାବାଡ କରିଛି ।...

ଆହତ ସମ୍ବରକୁ ଚିକିତ୍ସା କରାଇଲା ବନ ବିଭାଗ

ଧମା, ୭।୪ (ଡି.ଏନ.ଏ.) ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ୍‌ ଖିଣ୍ଡା ଗ୍ରାମର ଖଲିଆବନ୍ଧ ନିକଟରୁ ଧମା ବନ ବିଭାଗ ମଙ୍ଗଳବାର ସକାଳେ ଏକ ଆହତ ସମ୍ବରକୁ ଉଦ୍ଧାର କରାଯାଇଛି । ଲୋକଙ୍କଠାରୁ ଖବର ପାଇ ରେଞ୍ଜର ଆଲୋକ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ...

ସାନିଟାଇଜ ହେଲା ପରିବା ବଜାର

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସହରରେ ଅସ୍ଥାୟୀ ଭାବେ ପରିବା ବଜାର ବସୁଛି । ଏହାକୁ ପର୍ଯ୍ୟାୟକ୍ରମେ ମହାନଗର ନିଗମ ଓ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଉଛି । ସୋମବାର ବଜାର ବନ୍ଦ ହେବା ୧୧ଟା ପରେ ଏହି...

ହିଣ୍ଡାଲକୋ ପକ୍ଷରୁ କରୋନା ପ୍ରତିଷେଧକ ପାଇଁ ସାନିଟାଇଜ

ସମ୍ବଲପୁର, ୬।୪ (ବ୍ୟୁରୋ)- ହୀରାକୁଦ ହିଣ୍ଡାଲକୋ ପକ୍ଷରୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କ୍ରମରେ ହୀରାକୁଦସ୍ଥିତ କମ୍ପାନୀ ଭିତର ବାହାର, ଥାନା ପରିସର ପ୍ରଭୃତି ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଛି । ହିଣ୍ଡାଲକୋ...

୩୬୫ ପରିବାରକୁ ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୬।୪ (ବ୍ୟୁରୋ)- ବିଶ୍ୱବ୍ୟାପି କରୋନା ଭୂତାଣୁର ବିଭିଷିକାରେ ଭାରତ ମଧ୍ୟ କବଳିତ ହୋଇଛି । ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ ଡାଉନକୁ ସମସ୍ତେ ମାନି ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଦିତ୍ୟ...

ନିୟମ ମାନି ଘରେ ରହିବାକୁ ଛାତ୍ରୀଛାତ୍ରଙ୍କୁ କୁଳପତିଙ୍କ ପରାମର୍ଶ

ସମ୍ବଲପୁର, ୬।୪ (ବ୍ୟୁରୋ)- ସଂପ୍ରତି ଦେଶରେ କରୋନା କଟକଣା ଲାଗି ରହିଛି । ତେଣୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ମଧ୍ୟ ଅସୁବିଧା ଉପୁଜୁଛି । ଏହାକୁ ଦୃଷ୍ଟିରେ ରଖି ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସଓୟୁ) କୁଳପତି ପ୍ରଫେସର ଶ୍ରୀକାନ୍ତ ମହାପାତ୍ର ସ୍ନାତକୋତ୍ତର...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଉଟନ୍‌ କଲେଜ ଦେଲା ୨ଲକ୍ଷ ଟଙ୍କା

ସମ୍ବଲପୁର, ୬।୪ (ବ୍ୟୁରୋ)- କରୋନା ଭୂତାଣୁ ମୁକାବିଲା କରିବାକୁ ରାଜ୍ୟ ଓ ଦେଶରେ ତତ୍ପରତା ପ୍ରକାଶ ପାଇଛି । ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ରାଜ୍ୟ ସରକାରଙ୍କୁ କରୋନା ମୁକାବିଲା ପାଇଁ ଅର୍ଥ ପ୍ରଦାନ କରୁଛନ୍ତି । ଏହିକ୍ରମରେ ସମ୍ବଲପୁର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri