ସମ୍ବଲପୁର

ବେଆଇନ୍‌ ମାଟି ଉଠାଣ: ୪ ଟ୍ରାକ୍ଟର, ୧ ଜେସିବିଠାରୁ ୩୦ ହଜାର ଜରିମାନା ଆଦାୟ

ଜମନକିରା, ୩।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ତହସିଲ ଅଧୀନ ଗୁଣ୍ଡୁରୁଚୁଆ ଗାଁ ନିକଟରୁ ସୋମବାର ବେଆଇନ ଭାବେ ମାଟି ଉଠାଣ କରୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ବେଳେ ୪ଟି ଟ୍ରାକ୍ଟର (ଓଡି ୧୫କେ...

ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜମନକିରା,୨।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଛେମୁଣ୍ଡା ଗାଁର ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ସେ ହେଲେ କ୍ଷମାନିଧି ନାଏକଙ୍କ ସ୍ତ୍ରୀ ପ୍ରେମଶୀଳା ନାଏକ (୫୩)। ତେବେ ପ୍ରେମଶୀଳା ଦେହରେ କିରୋସିନ ଢ଼ାଳି ସକାଳେ ଆତ୍ମହତ୍ୟା...

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ ଆଇସୋଲେସନ୍‌ ବ୍ୟବସ୍ଥାରେ ରଖାଯାଇ ସ୍ବତନ୍ତ୍ର ଚିକିତ୍ସା କରାଯାଉଛି। ଏଥିପାଇଁ ଡା. ସୁଦର୍ଶନ...

କୋରିଆରୁ ଫେରିଥିବା ଯୁବକ ଭୀମସାରରେ ଭର୍ତ୍ତି: କରୋନା ଭାଇରସ୍‌ ସନ୍ଦେହ

ସମ୍ବଲପୁର, ୨୬।୨(ବ୍ୟୁରୋ): ବୁର୍ଲା ଭିମସାର ମେଡିକାଲରେ କରୋନା ଭାଇରସ୍‌ ସନ୍ଦେହରେ ଜଣେ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ଼ ଜିଲା ହେମଗିରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ଉକ୍ତ ଯୁବକ କୋରିଆରେ ଚାକିରି କରୁଥିଲେ। ତେବେ ଗତ କିଛି ଦିନ ହେବ ସେ...

ହାତୀ ଆତଙ୍କ: ପୁଣି ଭାଙ୍ଗିଲା ୪ ଘର

ଜମନକିରା,୧୫।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ରେଞ୍ଜ ଖର୍ସନମାଲ ଗାଁରେ ଗତ ୨ ତାରିଖ ବିଳମ୍ବିତ ରାତିରେ ଗୋଟିଏ ଦନ୍ତାହାତୀ ଆତଙ୍କରାଜ ଚଳାଇ ୧୦ ଜଣଙ୍କ ଘର ଭାଙ୍ଗିବା ସହ ବାଡ଼ିବଗିଚା  ନଷ୍ଟ...

ପୁରୁଣାକୁ ଅଣଦେଖା

ଚଳିତ ରେଳ ବଜେଟରେ ସମ୍ବଲପୁର ଜିଲାକୁ ମିଳିଥିବା ଅନୁଦାନ ଆଶାନୁରୂପକ ନୁହେଁ। ଦାବି ଓ ଆବଶ୍ୟକତାଠାରୁ କମ୍‌ ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି । ସମ୍ବଲପୁର ରେଳମଣ୍ଡଳ ଅଧୀନରେ ଅନେକ ପ୍ରକଳ୍ପ ଘୋଷଣା କରାଯାଇଛି। ହେଲେ ପୁରୁଣା...

ଅନ୍ୟ କୋର୍ଟକୁ ମାମଲା ସ୍ଥାନାନ୍ତର ନିଷ୍ପତ୍ତି

ସମ୍ବଲପୁର,୧୫।୨ (ବ୍ୟୁରୋ): ପଶ୍ଚିମ ଓଡିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ଚାଲି ଆସୁଥିବା ଆନ୍ଦୋଳନର ସମାଧାନ ହୋଇପାରୁନାହିଁ । ହେଲେ ରାଜ୍ୟ ସରକାର କୋର୍ଟରେ ଗଡୁଥିବା ମାମଲାଗୁଡିକ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶନାମା ଜାରି...

ତଲାବିରା କୋଇଲା ଖଣି ବିବାଦ: ବଳପୂର୍ବକ ଆନ୍ଦୋଳନକାରୀଙ୍କୁ ଘଉଡ଼ାଇଲା ପୋଲିସ

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ତଲାବିରା କୋଇଲା ଖଣି ୧ ଓ ୨ରେ ବିବାଦ ଲାଗି ରହିଛି । କୋଇଲା ଖଣିରେ ଅଞ୍ଚଳବାସୀ ଆନ୍ଦୋଳନରେ ବସିଥିବା ବେଳେ ଗୁରୁବାର ସକାଳ ୮ଟାରେ ପୋଲିସ ପହଞ୍ଚିଥିଲା। ପରେ ବଳପୂର୍ବକ...

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍‌: ଅଭିଯୋଗ ପରେ ନୂତନ ପ୍ରଶ୍ନପତ୍ର ସେଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍‌ ହୋଇଛି। କେମେଷ୍ଟ୍ରି (ରସାୟନ ବିଜ୍ଞାନ) ଓ ଜୁଲୋଜି (ପ୍ରାଣୀ ବିଜ୍ଞାନ) ବିଷୟର ପ୍ରଶ୍ନପତ୍ର ଗୁରୁବାର ଲିକ୍‌ ହୋଇଥିବା ଅଭିଯୋଗ ହୋଇଛି। ହେଲେ ବିଶ୍ୱବିଦ୍ୟାଳୟ ପକ୍ଷରୁ କେମେଷ୍ଟ୍ରି ପେପର୍‌...

ଭିସୁଟରେ ରାଗିଂ ଅଭିଯୋଗ: ଭିଡିଓ ଭାଇରାଲ କରି ଅଭିଯୋଗ କଲେ ପ୍ରଥମ ବର୍ଷ ଛାତ୍ର

ସମ୍ବଲପୁର, ୧୩।୨(ବ୍ୟୁରୋ)- ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟୀକ ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଜଣେ ପ୍ରଥମ ବର୍ଷ  ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ର ଭିଡିଓ ଭାଇରାଲ କରି ଏହି ଅଭିଯୋଗ ଆଣିଛନ୍ତି । ଅଭିଯୋଗ କ୍ରମେ ବୁଧବାର ଅପରାହ୍ନ...

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ଦୁଇ ଗରିବ୍‌ ପରିବାର

  ଜମନକିରା, ୧୧।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଅନେକ୍‌ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍‌ରେ ଦରକାରୀ କାଗଜପତର ଧରି ପଁଚେତ୍‌ନୁ ବ୍ଲକ...

ଅଜାତିରେ ଖାଇ ଅଜେତ୍‌ ହେଇଥିଲେ: ଖଁଦ୍‌ ଦେବାକେ ମନାକଲେ ଜାତିଭାଇ

  ଚିପିଲିମା, ୧୧।୨ (ଡି.ଏନ୍‌.ଏ.)- ବିଗିଅଁାନ ଯୁଗ୍‌ରେ ବି ଅନେକ ଜାତି, ଧରମ୍‌, ସମାଜର ଲୋକ୍‌ ଅଁଧ୍‌ ବିଶୁଆସରେ ବଁାଧି ହେଇ ରହିଛନ୍‌। ଆଏଜ୍‌ ବି ଅନେକ ଲୋକ୍‌ ଫୁକାଝରା, ଗୁନିଗାରେଡ଼ି, ସାମାଜି ବାସଁଦ୍‌ ଲେଖେଁ ଅଁଧ୍‌ ବିଶୁଆସରେ ବିଶାସ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri