ସମ୍ବଲପୁର

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ ହାତୀର ମୃତଦେହ ବ୍ୟବଚ୍ଛେଦ ପରେ ମାଟିରେ ପୋତି ଦିଆଯାଇଥିବା ନେଇ ବାମରା...

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ତାଙ୍କୁ ନିଲମ୍ବନ କରିଛନ୍ତି । ସୂଚନାଯୋଗ୍ୟ, ବୁଢ଼ାରଜା...

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ। ସାଇବର ଅପରାଧ, ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବା, ରାଜ୍ୟ ବାହାରକୁ ଆସୁଥିବା...

ସମ୍ବଲପୁରରେ ବନ୍ଦ ପାଳନ

ସମ୍ବଲପୁର,୫।୨(ବ୍ୟୁରୋ): ପଶ୍ଚିମ ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ସମ୍ବଲପୁର ଜିଲାରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘ ସମୁହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ନାଗରିକ...

ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ...

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି ଉଡ଼ାଣ କରିଛି । ଏହି ବିମାନ ଝାରସୁଗୁଡ଼ା ଭିଏସ୍‌ଏସ୍‌ ବିମାନ ବନ୍ଦରରୁ...

ଖରିଫ୍‌ ଧାନ ଶସ୍ୟବୀମା ପ୍ରଦାନ କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇବେ ଚାଷୀ

ଜମନକିରା,୩୦।୧(ଡି.ଏନ୍‌.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮ ମସିହାର ଖରିଫ୍‌ ଧାନଚାଷ ବୀମାରାଶି ପ୍ରଦାନ ନେଇ ଉଭୟ ପ୍ରଶାସନ ଓ ବୀମା କମ୍ପାନୀ ବିଭିନ୍ନ ସମୟରେ ଟାଳଟୁଳ ନୀତି ଅବଲମ୍ବନ କରିଆସୁଛନ୍ତି। ଫଳରେ ଚାଷୀମାନେ ଅନ୍ୟ ଉପାୟ ନ...

ଯାତ୍ରାମଣ୍ଡପ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ: କାମ ବନ୍ଦ ଲାଗି ବିଡିଓଙ୍କୁ ଦାବିପତ୍ର

ଜମନକିରା,୩୦।୧(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଛେମୁଣ୍ଡା ଗାଁରେ ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଆରମ୍ଭ ହୋଇଥିବା ଯାତ୍ରାମଣ୍ଡପକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏନେଇ ଗାଁର କିଛି ଲୋକ ଗୁରୁବାର ସ୍ଥାନୀୟ...

ବସ୍‌-ଟ୍ରାକ୍ଟର ଦୁର୍ଘଟଣାରେ ୨ ଶ୍ରମିକ ମୃତ୍ୟୁ ଘଟଣା: କାଗଜପତ୍ର ନ ଥିବାରୁ ଜରିମାନା ଆଦାୟ

ସମ୍ବଲପୁର,୨୭।୧(ବ୍ୟୁରୋ): ସମ୍ବଲପୁର ଜାତୀୟ ରାଜପଥ ୫୫ରେ ଯୁଯୁମୁରା ଥାନା ମୁଦେର ଗ୍ରାମ ନିକଟରେ ରବିବାର ପୂର୍ବାହ୍ନରେ ଏକ ଟ୍ରାକ୍ଟର ପଛରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ଏଥିରେ ଏକ କମ୍ପାନୀରେ କାମ କରୁଥିବା ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା...

ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ

ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ।...

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ...

ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri