ସମ୍ବଲପୁର

ମହିଳାଙ୍କୁ ଗଣବଳାତ୍କାର ଘଟଣା: ୪ ଅଭିଯୁକ୍ତ ଗିରଫ

ସମ୍ବଲପୁର,୯।୧୨(ବ୍ୟୁରୋ) : ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଧୀନରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ହୋଇଥିବା ଗଣବଳାତ୍କାର ମାମଲାରେ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା ଆଜି ଅର୍ଥାତ୍‌ ସୋମବାର କରାଯିବ। ପୀଡ଼ିତାଙ୍କୁ ନ୍ୟାୟ ଦେବା...

ବାଧକ ସାଜିଛି ଗଛ: ଧିମେଇ ଯାଉଛି ରାସ୍ତା କାମ

ଜମନକିରା,୮।୧୨(ଡି.ଏନ୍‌.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ ଗୃହ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଜମନକିରା ୫୩ ନଂ. ରାଜପଥ ଷଣ୍ଢପଥର-ଫାଶୀମାଳ ଏବଂ ଜମନକିରା ମୁଖଛକ -ବଡ଼ମାଳ ପର୍ଯ୍ୟନ୍ତ ନିର୍ମାଣାଧୀନ ଥିବା ରାସ୍ତା ମଝିରେ ଗଛଗୁଡ଼ିକ ଥିବାରୁ ରାସ୍ତାକାମ ବାଧାପ୍ରାପ୍ତ ହେଉଛି।...

ଜିଲା ନିର୍ମାଣ ଶ୍ରମିକ ସଂଘ ପକ୍ଷରୁ ରାସ୍ତାରୋକୋ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟରେ ଜିଲା ନିର୍ମାଣ ସଂଘ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର ରାସ୍ତାରୋକୋ କରାଯାଇଛି। ଶତାଧିକ ମହିଳା ପୁରୁଷ ଶ୍ରମିକ ଉଥାପଡ଼-ଜେଛକ ରାସ୍ତାରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ଏକ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଆର୍‌ଡି ଜେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ବଲପୁର,୬।୧୨(ବ୍ୟୁରୋ): ସମ୍ବଲପୁର ଜିଲା ରେଢ଼ାଖୋଲ ବ୍ଲକ ଆର୍‌ଡି ଜେଇ ଶ୍ୟାମସାଗର ସାଏଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଲା ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।...

ଦିବ୍ୟାଙ୍ଗ ପୁଓର ଚିକିଛା ଲାଗି ଟଁକା ଅଭାବ: ଗରିବ୍‌ ମା’ବାପ୍‌ ହଟହଟା, ପରଶାସନ ଚୁପ୍‌

  ଧମା, ୬।୧୨ (ଡି.ଏନ.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ଇଥିର ଲାଭ ନାଇଁ ପାଏବାର। ଏନ୍‌ତାଥି ନିଜର ଦିବ୍ୟାଙ୍ଗ ଛୁଆପିଲାକର ଚିକିଛା,...

ଗଞ୍ଜେଇ ବୋଝେଇ କାର ଦୁର୍ଘଟଣାଗ୍ରସ୍ତ, ଜଣେ ଗିରଫ

ସୋନପୁର,୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ବିଭିନ୍ନ ରାସ୍ତା ଦେଇ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଆନ୍ତଃରାଜ୍ୟ ଗଞ୍ଜେଇ ବ୍ୟବସାୟୀମାନେ ପୋଲିସ ଓ ଅବକାରୀ ବିଭାଗର ଅଖିରେ ଧୁଳି ଦେଇ ନକଲି ନମ୍ବର ପ୍ଲେଟ ଲଗାଇ ଭିଆଇପି...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ଡିଲେଶ୍ୱରୀ

ସମ୍ବଲପୁର,୩ା୧୨(ବ୍ୟୁରୋ)- କେନ୍ଦ୍ର ସରକାର ଭିନେ ଭିନେ ସରକାରୀ ଯୋଜନାରେ ଦୁରନୀତି ବଁଦ୍‌ କରବାକେ ସାରାଦେଶରେ ଆଧାର କାର୍ଡ ଲାଗୁକରିଛନ୍‌। ସରକାରୀ ଯୋଜନାରେ ସେବା ପାଇବାର ଲାଗି ହେଲେ ଆଧାର କାର୍ଡ ନିହାତି ଜରୁରୀ କରାଯାଇଛେ। ହେଲେ ସରକାରୀ ଯୋଜନାରେ ଆଧାର...

ରେଢାଖୋଲ ଉପଖଣ୍ଡରେ ଖୋଲିଲା ମଣ୍ଡି

ରେଢାକୋଲ/ନାକଟିଦେଉଳ, ୩।୧୨(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡରେ ସୋମବାର ମଣ୍ଡି ଖୋଲିଛି। ଉପଖଣ୍ଡରେ ଥିବା ୧୬ଟି ମଣ୍ଡି ମଧ୍ୟରୁ ୧୧ଟି ମଣ୍ଡିରେ ଧାନ କିଣା ଯିବାକୁ ନିଷ୍ପତ୍ତି ହୋଇଥିଲା। ସୋମବାର ପ୍ରଥମ ଦିନରେ ୨୪ଜଣ ଚାଷୀଙ୍କଠାରୁ ୨୧୧୭ ବସ୍ତା ଧାନ...

ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର,୨।୧୨(ବ୍ୟୁରୋ): ସମ୍ବଲପୁର ଜିଲା ବାମରା ବନଖଣ୍ଡ ମହୁଲମୁଣ୍ଡା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି । ସେହି ଗ୍ରାମର ସୁନୀଲ ଏକ୍କା (୪୫) ସୋମବାର ଭୋର୍‌ ସମୟରେ ଘରକୁ ଫେରୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଫଳରେ...

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: ୩ ଦିନିଆ ବନ୍ଦ ପାଳନ ଆରମ୍ଭ

ସମ୍ବଲପୁର,୨୮।୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଜାରି ରହିଥିବାବେଳେ ଗୁରୁବାର ଠାରୁ ୩ ଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ଓ କାର୍ଯ୍ୟାଳୟ, ସେହିପରି...

ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ସେ ସମୀକ୍ଷା କରିଛନ୍ତି। ନିରାମୟ କେନ୍ଦ୍ର...

ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ

ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା ସମୟରେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା। ପରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri