ସମ୍ବଲପୁର

ବାମରାରେ ରେଳରୋକୋ: ଆରପିଏଫ୍‌ ପକ୍ଷରୁ କୁଚିଣ୍ଡା ବିଧାୟକଙ୍କୁ ସମନ

ସମ୍ବଲପୁର,୧୬।୧୦ (ବ୍ୟୁରୋ): ଫସଲ ବୀମା ଓ ବିଭିନ୍ନ ଦାବି ନେଇ ବାମରା ଷ୍ଟେଶନରେ ଚାଷୀମାନେ ରେଳରୋକୋ କରିଥିଲେ । ଏହାକୁ ନେଇ ବାମରା ରେଳ ଷ୍ଟେଶନ ଆର୍‌ପିଏଫ ପକ୍ଷରୁ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ୯ଜଣଙ୍କ ନାମରେ ନୋଟିସ...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପାଇବା ପରେ ଶେଷଦେବଙ୍କ ସହାୟତା ପାଇଁ ପହଞ୍ଚିଲା ବ୍ଲକ ପ୍ରଶାସନ

ସମ୍ବଲପୁର/ରେଙ୍ଗାଲି, ୧୬।୧୦(ବ୍ୟୁରୋ/ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ବ୍ରାହ୍ମଣୀପାଲି ହାଡଗୁଡ଼ିଆ ପଡ଼ାର ଶେଷଦେବ ରୋହିଦାସଙ୍କ ପରିବାର ଦୁଃଖକଷ୍ଟରେ ଚଲୁଥିବା ବେଳେ ଦିବ୍ୟାଙ୍ଗ ଝିଅ କେଶରୀ ରୋହିଦାସ (୨୩), ସୁନୀତା ରୋହିଦାସ (୧୮), ପୁଅ ସୁଶୀଲ ରୋହିଦାସ (୨୦)ଙ୍କ ଚିକିତ୍ସା ପାଇଁ...

ଆମେରିକା ଯାତ୍ରା କଲେ ଜିଲାପାଳ ଶୁଭମ ସକସେନା : ଅନ୍ତର୍ଜାତୀୟ ସମ୍ମିଳନୀରେ ଦେବେ ଯୋଗ

ସମ୍ବଲପୁର,୧୬।୧୦(ବ୍ୟୁରୋ): ସମ୍ବଲପୁର ଜିଲାପାଳ ଶୁଭମ ସକ୍‌ସେନା ଆମେରିକାର ନାସଭିଲ୍ଲେ ଆଣ୍ଡ୍‌ ହଷ୍ଟେନଠାରେ ଇଣ୍ଟରନ୍ୟାଶନାଲ ସିଟି/ କଣ୍ଟ୍ରି ମ୍ୟାନେଜର୍ସ ଆସୋସିଏଶନ୍‌ (ଆଇସିଏମ୍‌ଏ)ର ସମ୍ମିଳନୀରେ ଯୋଗଦେବାକୁ ଯାତ୍ରା କରିଛନ୍ତି । ୧୦୫ତମ ଏହି ସମ୍ମିଳନୀ ୧୪ ତାରିଖଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ।...

୮୬ ଛାତ୍ରୀଛାତ୍ରଙ୍କ ଦିନକର ମଧ୍ୟାହ୍ନଭୋଜନ ହେରଫେର, ପ୍ରଧାନ ଶିକ୍ଷକ ନିଲମ୍ବିତ

ରେଢାଖୋଲ,୧୫।୧୦(ଡି.ଏନ.ଏ.):ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ନିଲମ୍ବନ ହୋଇଛନ୍ତି। ୮୬ ଜଣ ଛାତ୍ରୀଛାତ୍ରଙ୍କ ଗୋଟିଏ ଦିନର ମଧ୍ୟାହ୍ନ ଭୋଜନ ହେରଫେର କରିଥିବା ଅଭିଯୋଗରେ ସମ୍ବଲପୁର ଜିଲା ଶିକ୍ଷାଧିକାରୀ ତାଙ୍କୁ ନିଲମ୍ବନ...

ଦଦ୍‌ରା କୁରିଆରେ ବିତୁଛେ ଜୀବନ୍‌

ସମ୍ବଲପୁର,୧୩ା୧୦(ବ୍ୟୁରୋ)- ପରିବାରର ଦୁଖ୍‌ କହେଲେ ନାଇଁସରେ। ଦୁଇବେଲା ଖାଏବାକେ ମିଲବାରଟା ଭିଡ଼ ହେଇଯାଉଛେ। ମୁଡ଼ ରଖବାର ଲାଗି ଛାତ୍‌ଟେ ନାଁଇଁନ। କୁଟୁମବସିଆ ଗୁଟେ ଦଦ୍‌ରା କୁରିଆରେ ୩ ଦିବ୍ୟାଙ୍ଗ ଛୁଆକୁ ଧରି ରହୁଛନ୍‌। ଛୁଆପିଲାକର ଉଷୋକଷା କରବାକେ ହାତେ ଅଦ୍‌ଲେ...

ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୮ ଘଣ୍ଟାପରେ ନିଖୋଜ ପିଙ୍କିଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀରେ ଭାସିଯାଇ ଗତ ରବିବାରଠାରୁ ନିଖୋଜଥିବା ପିଙ୍କି ବିଶ୍ୱକର୍ମା(୧୪)ଙ୍କ ମୃତଦେହ ୭୮ ଘଣ୍ଟାପରେ ମମହାନଦୀ ଦ୍ୱିତୀୟ ସେତୁ ନିକଟରୁ ବୁଧବାର ଉଦ୍ଧାର କରାଯାଇଛି । ସୂଚନାଯୋଗ୍ୟ, ରବିବାର ମହାନଦୀକୁ ଗାଧୋଇବାକୁ ଯାଇ ୬ ଯୁବତୀ...

ମାନେଶ୍ୱର ରାବଣ ପୋଡ଼ି: ରାମଙ୍କ ବଦଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

ସମ୍ବଲପୁର,୯।୧୦ (ବ୍ୟୁରୋ): ସମ୍ବଲପୁର ସହର ଉପକଣ୍ଠ ସାର୍ବଜନୀନ ଦୁର୍ଗାପୂଜା ଧୁମ୍‌ଧାମ୍‌ରେ ପାଳନ ହୋଇଥିଲା। ମଙ୍ଗଳବାର ସନ୍ଧ୍ୟାରେ ରାବଣ ପୋଡି ପାଇଁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ସରିଥିଲା । ରୀତିନୀତି ଅନୁସାରେ ରାମ, ଲକ୍ଷ୍ମଣ ଶୋଭାଯାତ୍ରାରେ ଆସି ରାବଣ ଦେହରେ ଅଗ୍ନି...

ମହାନଦୀରେ ଯୁବତୀ ଭାସିଯିବା ଘଟଣା: ୭୨ ଘଣ୍ଟା ପରେ ବି ମିଳିନି ପତ୍ତା

ସମ୍ବଲପୁର,୯ା୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ମାତ୍ର କ୍ଷେତରାଜପୁର ଥାନା ବଙ୍ଗଳାପଡ଼ାର ପିଙ୍କି ବିଶ୍ୱକର୍ମା(୧୪)ଙ୍କର ୭୨ ଘଣ୍ଟାପରେ ବି କୌଣସି ପତ୍ତା...

ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ଚୋରା କେନ୍ଦୁପତ୍ର ଜବତ

ରେଢ଼ାଖୋଲ,୮।୧୦(ଡି.ଏନ୍‌.ଏ.): ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ମଙ୍ଗଳବାର ଅପରାହ୍ନରେ ରେଢ଼ାଖୋଲ ରେଳବାଇ ପୋଲିସ ଚଢ଼ାଉ କରି ଚାଲାଣ ହେଉଥିବା ୧୮ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି। ତେବେ ଏ ଘଟଣାରେ କାହାକୁ ଗିରଫ କରାଯାଇ ନ ଥିବା ସୂଚନା ମିଳିଛି। ଜବତ...

ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୬ ଯୁବତୀ : ୫ ଉଦ୍ଧାର, ଜଣେ ନିଖୋଜ

ସମ୍ବଲପୁର,୬।୧୦(ବ୍ୟୁରୋ): ସମ୍ବଲପୁର ଦେଇ ବହିଯାଇଥିବା ମହାନଦୀକୁ ଗାାଧୋଇବାକୁ ଯାଇ ରବିବାର ୬ ଯୁବତୀ ନଦୀରେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନିଖୋଜ ଅଛନ୍ତି। ନିଖୋଜ ଯୁବତୀ ହେଲେ ସ୍ଥାନୀୟ ଧୁବାପଡାର ପିଙ୍କି ବିଶ୍ୱକର୍ମା...

ବିଦ୍ୟୁତ ଆଘାତରେ ଜଣଙ୍କ ଜୀବନ ଗଲା

ସମ୍ବଲପୁର, ୬।୧୦(ବ୍ୟୁରୋ)- ସମ୍ବଲପୁର ଜିଲା ଯୁଯୁମୁରା ଥାନା ଧଦୁଲୁମୁଣ୍ଡା ଗ୍ରାମର ପଦ୍ମନାଭ ବିଶ୍ୱାଳଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଜିଲା ସଦର ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ...

ପର୍ଯ୍ୟଟକଙ୍କ ପାଇଁ ୧୫ରୁ ଖୋଲିବ ଦେବ୍ରିଗଡ଼

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା ଦେବ୍ରିଗଡ଼ ଅଭୟାରଣ୍ୟ ଅକ୍ଟୋବର ୧୫ରୁ ଖୋଲିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଦିନ ପାଇଁ ଏହା ୪ ମାସ ହେବ ବନ୍ଦ ରହିଥିଲା। ଦିନ ସମୟରେ ଆସୁଥିବା ପର୍ଯ୍ୟଟକମାନେ ଏଣିକି ମୁଖ୍ୟ ଗେଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri