ସମ୍ବଲପୁର

ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚାରାରୋପଣ

ଗୋଲାମୁଣ୍ଡା/କେଗାଁ,୧୫।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ତରଫରୁ ସ୍ଥାନୀୟ ଆଞ୍ଚଳକି ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମହାବିଦ୍ୟାଳୟ ସଭାପତି ଗୋବିନ୍ଦ ସାହୁ ମୁଖ୍ୟଅତିଥି ଭାବେ ଯୋଗଦାନ...

ସମ୍ବଲପୁର ଜିଲା ଚିଠି: ଶିଳାନ୍ୟାସରେ ସୀମିତ ଶୀତଳଭଣ୍ଡାର

ସମ୍ବଲପୁର ଜିଲା ସମେତ ପଶ୍ଚିମ ଓଡ଼ିଶାର ୧୦ଟି ଜିଲାର ଚାଷୀମାନଙ୍କ ଉତ୍ପାଦିତ ଶସ୍ୟ,ପନିପରିବା ତଥା ବଜାର ସୁବିଧା ପାଇଁ ଏକ ମଡର୍ନ ଟର୍ମିନାଲ ନିର୍ମାଣ ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ। ଏଥିପାଇଁ ଅନୁଦାନ ଘୋଷଣା କରାଯାଇଥିଲା। ୨୦୧୪ରେ ମୁଖ୍ୟମନ୍ତ୍ରୀ...

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ, ପ୍ରତି ସେକେଣ୍ଡରେ ୧ଲକ୍ଷ ୫୦ ହଜାର ୮୬୮ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଥିବା...

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଆହତ ହୋଇଛନ୍ତି । ମୃତକ ହେଲେ ଅର୍ଜୁନ ମୁଣ୍ଡା।...

ଜାତୀୟ ପ୍ରାଣୀ ରୋଗ୍‌ ନିରାକରନ୍‌ ସଚେତନତା କାଯ୍‌କରମ; ଦୁଇଗୁନା ହେବା ଚାଷୀକର ଆଏ: ପ୍ରଧାନମନ୍ତ୍ରୀ

ଚିପିଲିମା, ୧୨।୯ (ଡି.ଏନ୍‌.ଏ.): ରାଷ୍ଟ୍ରୀୟ ଫାଟୁଆ ବୃସେଲୀ ରୋଗ୍‌ର ନିରାକରନ୍‌ ଆରୁ କୃତ୍ରିମ ପ୍ରଜନନ୍‌ ଜରିଆରେ ଚାଷୀର ଆଏକେ ଦୁଇଗୁନା କରବାର ଲାଗି ଆଏଜ୍‌ ମଥୁରାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକାର୍‌ପନ୍‌ ଉଛବ୍‌ କରିଥିଲେ। ଇ ଉଧେ ସମ୍ବଲପୁର ଜିଲା...

ଝାରସୁଗୁଡ଼ାରୁ ଆଉ ୨ ସହରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା,୧୧।୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆଉ ୨ଟି ନୂଆ ସହରକୁ ବିମାନ ଉଡିବ। ଏ ନେଇ ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ବୁଧବାର...

ଚାଷୀଙ୍କୁ ପାତରଅନ୍ତର ନେଇ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

କୁଚିଣ୍ଡା,୧୧।୯(ଡି.ଏନ୍‌.ଏ.): ସମ୍ବଲପୁର ଜିଲ କୁଚିଣ୍ଡା ଉପଖଣ୍ଡସ୍ଥରୀୟ ମିଳିତ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦଡାକରା ଦିଆଯାଇଛି। ୨୦୧୮/୧୯ ବର୍ଷର ବାକିଥିବା ବୀମାରାଶି ଓ ଇନ୍‌ପୁଟ ସବ୍‌ସିଡିକୁ ନେଇ ସରକାରଙ୍କ ବୈମାତୃକ ମନୋଭାବ ତଥା କୁଚିଣ୍ଡା ଉପଖଣ୍ଡ...

ହୀରାକୁଦ ଡ୍ୟାମ୍‌:୨୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର,  ୧୧-୯ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମରୁ ମଙ୍ଗଳବାର ୨୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ ପ୍ରତି ସେକେଣ୍ଡରେ ୩ଲକ୍ଷ ୪୧ ହଜାର ୮୭୬ କ୍ୟୁସେକ ପାଣି ଡ୍ୟାମରୁ...

ସମ୍ବଲପୁରରେ ଏନ୍‌କାଉଣ୍ଟର୍‌: କୁଖ୍ୟାତ ଅପରାଧୀ ତ୍ରିଦେବ ଆହତ

ସମ୍ବଲପୁର,୧୦ା୯(ବ୍ୟୁରୋ): ସମ୍ବଲପୁର ପୋଲିସ ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ତ୍ରିଦେବ ବାଗ(୨୫) ମଙ୍ଗଳବାର ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି । ଆହତ ଅବସ୍ଥାରେ ତାଙ୍କୁ ଜିଲା ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ଜଣେ...

ହୀରାକୁଦ ଡ୍ୟାମ୍‌ରୁ ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର,୭ା୯(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଶନିବାର ୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ମିଳିଥିବା ରିପୋର୍ଟ ଅନୁସାରେ ସକାଳ ୯ଟା ପର୍ଯ୍ୟନ୍ତ ପ୍ରତି ସେକେଣ୍ଡରେ ୧ଲକ୍ଷ ୧୭ ହଜାର ୭୬୨ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି । ସେହିପରି...

ଅଧ୍ୟାପକଙ୍କୁ ହତ୍ୟା ଅଭିଯୋଗ: ପୋଲିସର ତଦନ୍ତ ଆରମ୍ଭ

ସମ୍ବଲପୁର,୬।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ମୁରା କଲେଜ ଅଧ୍ୟାପକ ହୃଦାନନ୍ଦ ପ୍ରଧାନଙ୍କୁ ହତ୍ୟା କରାଯାଇଥିବା ଶୁକ୍ରବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। କଲେଜ ନିକଟରେ ଏକ ଭଡ଼ା ଘରୁ ହୃଦାନନ୍ଦଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଉଦ୍ଧାର...

ପାଣିରେ ବୁଡ଼ି ଚାଷୀଙ୍କ ଜୀବନ ଗଲା

ସମ୍ବଲପୁର,୫।୯(ବ୍ୟୁରୋ) : ସମ୍ବଲପୁର ଜିଲା ମହୁଲପାଲି ଥାନା ଗଡ଼ମୁଣ୍ଡା ନିକଟ ଏକ ନାଳରୁ ଲଇକେରା ଥାନା ନାକଡିହି ଗ୍ରାମର ଚାଷୀ ମନୋଜ ଓରାମ(୪୫)ଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରିବାର ବର୍ଗ ଏବଂ ଗ୍ରାମବାସୀ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri