ସମ୍ବଲପୁର

ଅବ୍ୟବସ୍ଥା ଘେରରେ ଭୀମ ଭୋଇ ସାମର୍ଥ୍ୟ ଶିବିର

କର୍ଲାମୁଣ୍ଡା,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପ୍ରଶାସନର ଅବହେଳା ଯୋଗୁ ୫୦ରୁ ଊର୍ଦ୍ଧ୍ୱ ଭିନ୍ନକ୍ଷମ ବ୍ୟକ୍ତି ଅନ୍‌ଲାଇନ ପଞ୍ଜୀକୃତ କରି ନ ପାରି ହଇରାଣ ହୋଇଥିବା ଦେଖିବାକୁ...

ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍‌

ଜମନକିରା, ୨୬। ୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା କେନ୍ଦ୍ରରୁ ୩ ଜଣ ଦୁର୍ବୃତ୍ତ ବନ୍ଧୁନ ମୁନରେ ୩୬ ହଜାର ଟଙ୍କା, ୩...

୫ ମାସ ହେଲା ଅକାମୀ ହୋଇ ପଡ଼ିଛି କେସିଙ୍ଗା ରେଳଷ୍ଟେଶନର ନୂତନ କାର୍ଯ୍ୟାଳୟ, ଗେଟ୍‌: ଗମନାଗମନରେ ସମସ୍ୟା

କେସିଙ୍ଗା, ୨୬।୭ (ଡି.ଏନ୍‌.ଏ.): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ନୂତନ ମୁଖ୍ୟ କାର୍ଯ୍ୟାଳୟ ଓ କମ୍ପ୍ୟୁଟର ଗୃହ ଆଜକୁ ୫ମାସ ହେବ ଅକାମୀହୋଇ ପଡ଼ିରହିଛି । ଗତ ୨୦୧୬-୧୭ ଆର୍ଥତ୍କ ବର୍ଷରେ କେସିଙ୍ଗା ରେଳ ଷ୍ଟେଶନରେ...

ମଦ ପିଇ ମା’ଙ୍କ ଜୀବନଗଲା, ପୁଅ ଗୁରୁତର

ବଡ଼ଗାଁ,୨୬।୭(ଡି.ଏନ୍‌.ଏ.): ରାଜ୍ୟରେ ମଦ ବିକ୍ରେତାଙ୍କୁ ପୁରସ୍କୃତ କରାଯିବା ପ୍ରସଙ୍ଗ ନେଇ ନବୀନ ସରକାରଙ୍କୁ ବିରୋଧୀ ସମାଲୋଚନା କରିଥିବାବେଳେ ମଦ ବିରୋଧୀ ସଂଗଠନ, ଗାଁ ଗହଳିର ମହିଳାମାନେ ଆନ୍ଦୋଳନ କରିଆସୁଛନ୍ତି। ତଥାପି ଲୋକେ ସଚେନତନ ହେଉନାହାନ୍ତି। ଫଳରେ ମଦ ଯୋଗୁ ଅନେକ...

ବିଭିନ୍ନ ଦାବି ନେଇ କୋଶଲ ସେନାର ସ୍ମାରକପତ୍ର ପ୍ରଦାନ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲା କୋଶଲ ସେନା ପକ୍ଷରୁ ଶୁକ୍ରବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି । ବରଗଡ଼ ଧନୁଯାତ୍ରାରେ ସମ୍ବଲପୁରୀ ଭାଷା ବ୍ୟବହାର, କୋଶଲାଞ୍ଚଳକୁ ମରୁଡ଼ି ଘୋଷଣା, ସମ୍ବଲପୁରୀ /କୋଶଲୀ ଭାଷାକୁ ସମ୍ବିଧାନର ଅଷ୍ଟମ ସୂଚୀରେ ସାମିଲ ଆଦି...

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨୬।୭: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକ ଖଗେଶ୍ବର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ବେହେରାଙ୍କ ବୁଡେନସ୍ଥିତ ଅଫିସ,...

ଭତାରୁ ବଁଚିତ୍‌ ୧୫ ହକ୍‌ଦାର ହିତାଧିକାରୀ

କୋମନା,୨୬ା୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଲିମାଟି ଗଁାର ୧୫ରୁ ଅଧ୍‌କା ହକ୍‌ଦାର ବୁଢ଼ାବୁଢ଼ି, ଭିନ୍ନକ୍ଷମ ଭତା ପାଏବାରୁ ବଁଚିତ୍‌ ହେଇଥିବାର ଅଭିଯୋଗ ହେଇଛେ। ହିତାଧିକାରୀମାନେ ପଁଚେତ୍‌ରୁ ବ୍ଲକ ତକ୍‌ ଦରକାରୀ କାଗଜପତର ସଂଗେ ଭତାର ଲାଗି...

ଅଧାପନ୍ତରିଆ ମେହେରୁଣି ପୋଲ: ଆପ୍ରୋଚ୍‌ ବୁଲାଣି ରାସ୍ତା ନେଲାଣି ୨୦ ଜୀବନ

ମନମୁଣ୍ଡା, ୨୫।୭ (ଡି.ଏନ.ଏ) ବହୁ ପୁରାତନ ମେହେରୁଣି ପୋଲ ଦୁର୍ବଳ ହୋଇ ପଡିଥିବାରୁ ମନମୁଣ୍ଡାରେ ଏକ ନୂତନ ପୋଲ ନିର୍ମାଣ କାମ ଆରମ୍ଭ କରାଯାଇଛି । ଏହି କାମ ଗତ ୨୦୧୭ ଫେବୃୟାରୀ ୧୫ରୁ ଆରମ୍ଭ ହୋଇଥିଲା ଏବଂ ଏହା...

ବର୍ଷା ନାହିଁ, ଜଳିଗଲାଣି ଧାନ ଗଛ

ପଦ୍ମପୁର, ୨୫।୭ (ଡି.ଏନ.ଏ): ଧାରା ଶ୍ରାବଣରେ ବର୍ଷାର ଦେଖାନାହିଁ । ନିଖୋଜ ହୋଇଯାଇଛି ମୌସୁମୀ । ଆକାଶରେ ମେଘ ଗର୍ଜୁଛି ହେଲେ ବରଷୁ ନାହିଁ । ଦିନରେ ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ଏଭଳି ପାଗ...

ମଦ ବିରୋଧରେ ତାତିଲେ ମହିଳା

ଲୋଇସିଂହା,୨୫।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମର ମହିଳାମାନେ ସଟ୍ଟା ଏବଂ ମଦ ବିରୋଧୀ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଗୁରୁବାର ବୁର୍ଡା-ସୋନପୁର ରାସ୍ତାରେ ଥିବା ସରକାରୀ ସ୍ବୀକୃତିପ୍ରାପ୍ତ ଦେଶୀମଦ ବିକ୍ରୟ ଶାଖା(ଭାଟି)ଉପରେ ଚଢାଉ କରି ବିକ୍ରି ପାଇଁ...

ନୂଆଗାଁ ବ୍ଲକରେ ଆବଶ୍ୟକଠାରୁ ୮୦ ପ୍ରତିଶତ କମ୍‌ ବର୍ଷା

ନୂଆଗାଁ, ୨୫।୭ (ଡି.ଏନ.ଏ.)-ଶ୍ରାବଣରେ ବର୍ଷା ନାହିଁ। ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍‌। ଚାଷୀଙ୍କୁ କେବଳ ଭଗବାନ ଭରଷା କହିଲେ କିଛି ଅତ୍ୟୁକ୍ତି ହେବନାହିଁ। ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକରେ ଆବଶ୍ୟକତା ଠାରୁ ୮୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ଫଳରେ...

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ରାଉରକେଲା ଅଫିସ,୨୫।୭: ରାଉରକେଲା ଲାଠିକଟା ପୋଲିସ ବୁଧବାର ଜଣେ ଅପରାଧିଙ୍କୁ ଏନକାଉଣ୍ଟର କରିଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ମାଝି(୩୩)ଗୁରୁତର ଆହତ ହୋଇଛନ୍ତି। ସୁନିଲର ଡାହାଣ ଗୋଡରେ ଗୁଳି ବାଜିଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସ୍ଥାନୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri