ସମ୍ବଲପୁର

ଟ୍ରାକ୍ଟର ଚାପାରେ ଛାତ୍ର ମୃତ, ଉତ୍ତେଜନା

ଲୋଇସିଂହା, ୧୨।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ଅନ୍ତର୍ଗତ ବିନ୍ଧାପାଲି ଗାଁରେ ଟ୍ରାକ୍ଟର ଚାପାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ ଜିଲା ଗାଇସିଲାଟ ବ୍ଲକ ଭୂତିବାହାଲ ଗ୍ରାମର ନାଗର ଜୁଏଡଙ୍କ...

ପାଟ୍ରୋଲିଂ ବେଳେ ଟ୍ରକ୍‌ ସହ କେନ୍ଦୁପତ୍ର ଜବତ, ଚାଳକ ଫେରାର

ଜମନକିରା, ୧୨।୭: ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନ ବଡ଼ରମା ବନଖଣ୍ଡ ବନବିଭାଗ ପକ୍ଷରୁ ଷଣ୍ଢପଥରଠାରୁ କଦଳୀପାଳ ମଧ୍ୟରେ ପାଟ୍ରୋଲିଂ ଚାଲିଥିବା ବେଳେ ଏକ ୪୦୭ ଟ୍ରକ୍‌ ସହ କେନ୍ଦୁପତ୍ର ଜବତ କରାଯାଇଛି। ତେବେ ଚାଳକଜଣକ...

ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: କଳାହାଣ୍ଡିରେ ବନ୍ଦ ହେବ ୧୮ ପ୍ରାଥମିକ ସ୍କୁଲ

ଭବାନୀପାଟଣା,୧୨।୭(ଡି.ଏନ୍‌.ଏ.): ରାଜ୍ୟ ସରକାର ଦଶ ଜଣରୁ କମ୍‌ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ବନ୍ଦ କରି ନିକଟସ୍ଥ ସ୍କୁଲଗୁଡିକରେ ନାମ ଲେଖାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଦେଓଗାଁ ଆଡିସନାଲ ତହସିଲଦାର

ବଲାଙ୍ଗୀର ଅଫିସ, ୧୨।୭: ବଲାଙ୍ଗୀର ଜିଲା ଦେଓଗାଁ ତହସିଲର ଆଡିସନାଲ ତହସିଲଦାର ରାଜେନ୍ଦ୍ର ଚୈଧୁରୀ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବଲାଙ୍ଗୀର ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉକରି ତାଙ୍କୁ ଧରିଛନ୍ତି। ରାଜେନ୍ଦ୍ରଙ୍କ ନିକଟରୁ...

ସରକାରୀ ଯୋଜନା ଦିଗହରା: ଭଙ୍ଗା କୁଡ଼ିଆରେ ବିତୁଛି ଦୃଷ୍ଟିହୀନ ଦମ୍ପତି ଚୈତନ୍ୟ-ଅଞ୍ଜନାଙ୍କ ଜୀବନ, ଆଦରିଛନ୍ତି ଭିକ୍ଷାବୃତ୍ତି

ଭବାନୀପାଟଣା, ୧୨।୭(ଡି.ଏନ୍‌.ଏ.): ପ୍ରତି ଗରିବ ପରିବାରକୁ ପକ୍କା ଘର ଯୋଗାଇ ଦେବା ଲାଗି ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାମ କରୁଛି। ହେଲେ ପ୍ରକୃତ ହିତାଧିକାରୀଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ପଞ୍ଚାୟତ ଅନ୍ତର୍ଗତ...

ଶ୍ରୀମନ୍ଦିର ବାହୁଡୁଛନ୍ତି ଶ୍ରୀ ଶ୍ରୀ ଦଧିବାମନ: ପ୍ରବଳ ଗୁଳୁଗୁଳି ସତ୍ତ୍ୱେ ଛୁଟିଛି ଭକ୍ତଙ୍କ ସୁଅ

ଭଟଲି,୧୨ା୭(ଡି.ଏନ.ଏ.): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ଧାମଠାରେ ପ୍ରସିଦ୍ଧ ବାହୁଡ଼ାଯାତ୍ରା ଲକ୍ଷାଧିକ ଭକ୍ତଙ୍କ ଗହଣରେ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଜଗତର ନାଥ ମହାପ୍ରଭୁ ଦଧିବାମନ ଗୁଣ୍ଡିଚା ମନ୍ଦିରସ୍ଥ ଜନ୍ମବେଦି(ଆଡ଼ପମଣ୍ଡପ) ଛାଡ଼ି ରଥାରୁଢ଼...

ଚିକିତ୍ସା ଲାଗି କଟକ ଶିଶୁ ଭବନ ଗଲେ ଚିନ୍ମୟୀ

କେସିଙ୍ଗା,୧୨।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଚିକିତ୍ସା ଅଧ୍‌କାରୀକଁର ନିରଦେଶରେ ଚିନ୍ମୟୀକୁଁ ଉଚ ଚିକିସତ୍ା ଲାଗି କଟକ ଶିଶୁ ଭବନକେ ଗୁରୁବାର ପଠାଯାଇଛେ। କେସିଙ୍ଗା ସହର ଓ୍ବାର୍ଡ ନଂ.୩ରେ ରହୁଥିବାର ବିନୋଦ ବିଶି(୨୬) ଆର ମାଏକିନା ପିରବତୀ ବିଶି(୨୩)କଁର ଗୁଟେ ବଲି ଝି’...

ସାତ୍‌ସପନ ହେଇଛେ ଆବାସ ଯୋଜନା: ସହଦେବକେ ସାହା ପରହର ପରଛି

ବିଜେପୁର, ୧୨।୭ (ଡି.ଏନ.ଏ): ଖରା, ବରଷା, ଶୀତନୁ ରକ୍ଷା ପାଏବାର ଲାଗି ଗରିବ ଦୁଖିକୁ କେନ୍ଦ୍ର ପ୍ରଧାନମନ୍ତ୍ରୀ ଆବାସ ଆର ରାଏଜ ସରକାର ମୋ କୁଡିଆ ଯୋଜନାଥି ପକାଘର ଯୁଗେଇ ଦେଉଛନ୍‌। ହେଲେ ପରିଚାଲନାରେ ଭୁଲଭଟକା ଲାଗି ଅନେକ ହକ୍‌ଦାର...

ବାସନ୍ତୀର ଚିକିତ୍ସା ଲାଗି ହାତ୍‌ ବଢ଼ାଲା ଯୁବକ ସଂଘଚାଁଦା କରି ଡାକ୍‌ତରଖାନା ପଠାଲେ

ମୁରିବାହାଲ, ୧୨।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଁଚେତ୍‌ର ଜାମୁଟ ଗଁାର ପ୍ରଦୀପ ଲୁହାକଁର ଝି’ ବାସନ୍ତୀ ଲୁହା(୨୨)। ସେ ଅନେକ ବଛର ହେଲା ମାନସିକ୍‌ ରୋଗ୍‌ରେ ପୀଡ଼ିତ ଅଛନ୍‌। ଇଆଡ଼େ ପରିବାରଟା ଦଲିତ ଆର ନିହାତି...

ଦିବ୍ୟାଙ୍ଗ ପୁଷ୍ପାଞ୍ଜଳିକେ ଘାରୁଛେ ପାଠ୍‌ପଢ଼ା ଚିନ୍‌ତା:ସ୍କୁଲ ଯିବାରେ ଭଂଗା ଟ୍ରାଇସାଇକେଲ ବାଧକ୍‌

ଲୋଇସିଂହା,୧୨।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସଦରର ପୁଷ୍ପାଞ୍ଜଳି ବେହେରା(୧୬)। ସେ ଜନ୍‌ମୁ ଦିବ୍ୟାଙ୍ଗ, ଚାଲବୁଲ କରି ନାଇଁପାରବାର। ଏହେଦେ ସେ ଥାନୀୟ ବାଳିକା ହାଇସ୍କୁଲରେ ନବମ ଶ୍ରେଣୀରେ ପଢ଼ୁଛନ୍‌। ହେଲେ ତାହାକୁ ମିଲିଥିବାର ଟ୍ରାଇସାଏକେଲଟା ଏହେଦେ ଅଦରବା ହେଇଗଲାନ। ଯେନ୍‌ଥିରଲାଗି...

କାମରେ ଆସୁନି ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ

ମନମୁଣ୍ଡା, ୧୧।୭ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତ ହାତୀପାଲିଠାରେ ଥିବା ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଏବେ କାମରେ ଲାଗୁନି । ଫଳରେ ଲୋକମାନେ ପାନୀୟ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି । ସୂଚନା ଅନୁସାରେ, ୨୦୧୮ ମସିହାରେ ଗ୍ରାମ୍ୟ...

ନିମ୍ନମାନର ରାସ୍ତାକାମ, ବନ୍ଦ କଲେ ଗ୍ରାମବାସୀ

ଅମରପାଲି, ୧୧।୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ଛକଠାରୁ ରେଢ଼ାଖୋଲ- ବୀରମହାରାଜପୁର ସୀମାବର୍ତ୍ତୀ ଅମରପାଲି ପର୍ଯ୍ୟନ୍ତ ହେଉଥିବା ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଗୁରୁବାର ଅମରପାଲି ଗ୍ରାମବାସୀ କାମକୁ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି । ବିଭାଗୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri