ସମ୍ବଲପୁର

‘ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ’

ଭୁବନେଶ୍ୱର/ସମ୍ବଲପୁର/,୮।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ଟି ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ସୁନ୍ଦରଗଡ଼, ପୁରୀ ଓ ତାଳଚେରରେ ମେଡିକାଲ କଲେଜ ସ୍ଥାପନ କରିବାକୁ ରାଜ୍ୟ ସରକାର ସ୍ଥିର କରିଥିବା ରବିବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ...

ପିତବାସପୁରରେ ବହପୁଛେ କିଡ଼୍‌ନୀ ରୋଗ୍‌: ଚେତି ଶୁଇଛେ ସୁଆସ୍‌ତିଅ ବିଭାଗ

କୋକସରା, ୮ା୭( ଡି.ଏନ୍‌.ଏ):  କୋକସରା ବ୍ଲକ ଲଡ଼ୁଗାଁ ପଁଚେତ୍‌ ପିତବାସପୁର ଗାଁରେ କିଡ଼୍‌ନୀ ରୋଗ୍‌ ବହପିବାରେ ଲାଗିଛେ। ଇ ରୋଗ୍‌ରେ ବଛ୍‌ରେ ଭିତରେ ଝନ୍‌କର ମୁରତୁ ହେଇଥିଲାବେଲେ କଟକ ବଡ଼ ମେଡିକାଲରେ ଝନେ ମୁରତୁ ସଂଗେ ଯୁଝୁଛନ୍‌। ସେନ୍‌ତା ୧୦ରୁ...

ଅନୁଭବୀ ଲୋକ ସଫଳ ନେତୃତ୍ୱ ନେଇପାରିବେ

ସୋନପୁର, ୮।୭(ନି.ପ୍ର) ପଶ୍ଚିମ ଓଡିଶା ବରିଷ୍ଠ ନାଗରିକଙ୍କ ସମାବେଶ ସୁବର୍ଣ୍ଣପୁର ଡିଆରଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆୟୋଜିତ ଏହି ସମାବେଶରେ ସମ୍ବଲପୁର, ବରଗଡ, ବୀରମହାରାଜପୁର, ପଦ୍ମପୁର, ବୌଦ୍ଧ ଓ ବଲାଙ୍ଗୀରର ବହୁ...

ବୁରୁଧ୍‌ ଉପରେ ୨ ଦିବ୍ୟାଙ୍ଗ ଝି’ର ବୋଝ୍‌

ଲୋଇସିଂହା, ୮।୭(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗାଁର ବୁରୁଧ୍‌ ଅମର ଭୋଇ(୯୦)। ମାଏକିନାର ମୁରତୁ ଉତାରୁ ଦୁଇ ଦିବ୍ୟାଙ୍ଗ ଝି’କେ ନେଇ ତାକର ସଁସାର। ଏହେଦେ ବୁରୁଧ୍‌ ଅମର ଜୀବନ୍‌ର ଶେଷ୍‌ ମୁଡ଼ସାକେ ପୁହୁଁଚି ସାରିଛନ୍‌। ଇଆଡ଼େ...

ଲୋପ ପାଇବାକୁ ବସିଲେଣି ଘରଚଟିଆ,ଚିନ୍ତାରେ ପରିବେଶବିତ୍‌

ଭବାନୀପାଟଣା,୭।୭(ଡି.ଏନ୍‌.ଏ.): ପ୍ରତ୍ୟେକ ଦିନ ଆମ ଚତୁଃପାର୍ଶ୍ୱରେ ଭିନ୍ନ ଭିନ୍ନ ପ୍ରକାର ପକ୍ଷୀ ଦେଖିଥାଉ। ଘରଚଟିଆ ସେଥିମଧ୍ୟରୁ ଅନ୍ୟତମ। ଏବେ ଘରଚଟିଆ ଧୀରେ ଧୀରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରୁ ଲୋପ ପାଇବାକୁ ବସିଲେଣି। ପାଗର ପରିବର୍ତ୍ତନ ସାଙ୍ଗକୁ ବିଭିନ୍ନ କାରଣରୁ...

ସ୍ବାଭାବିକ ବର୍ଷା, କୃଷି କାର୍ଯ୍ୟ ଆଗେଇଲା

ସୋନପୁର, ୭।୭(ନି.ପ୍ର.) ବିଳମ୍ବିତ ମୌସୁମୀ ଓ ସ୍ବଳ୍ପ ବୃଷ୍ଟିପାତ ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ଚଳିତ ଖରିଫ ଚାଷ ପ୍ରାରମ୍ଭିକ ଅବସ୍ଥାରେ ପ୍ରଭାବିତ ହୋଇଥିଲା। କିନ୍ତୁ କାଳବୈଶାଖୀ ଓ ଲଘୁଚାପ ଜନିତ ବର୍ଷା ଯୋଗୁଁ କୃଷି କାର୍ଯ୍ୟ ଏବେ ଆଗେଇ ଚାଲିଛି।...

ସୁସ୍ଥ ପରିବେଶ ପାଇଁ ବୃକ୍ଷରୋପଣ ଜରୁରି

ସୋନପୁର, ୭।୭(ନି.ପ୍ର) ସୁବର୍ଣ୍ଣପୁର ଜିଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ୭୦ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ମହୋତ୍ସବରେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ବୃକ୍ଷରୋପଣ ଓ ପରିବେଶର ସୁରକ୍ଷା ସମ୍ପର୍କରେ...

ଅଭିଯୋଗ ସତ୍ତ୍ୱେ ନୀରବ ରହିଲା ପୋଲିସ: ମରଣାନ୍ତକ ଆକ୍ରମଣକାରୀକୁ ଥାନାକୁ ଅଣାଗଲା ନାହିଁ

ବଡ଼ଗାଁ, ୭।୭ (ଡି.ଏନ.ଏ)-ବଡ଼ଗାଁ ଥାନା ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ଅଭିଯୋଗ ସତ୍ତ୍ବେ ଥାନାକୁ ନ ଆଣି ହାତବାନ୍ଧି ବସି ରହିବା ଭଳି ଘଟଣା ଦେଖିବାକୁ ମିଳିଛି। ପୋଲିସର ଏଭଳି କାର୍ଯ୍ୟଶୈଳୀକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।...

ସଙ୍କଟରେ ୫୦ବାଉଁଶ କାରିଗର ପରିବାରର ଜୀବନ ଜୀବିକା

ଲୋଇସିଂହା, ୭।୭(ଡି.ଏନ.ଏ.)  ପ୍ଲାଷ୍ଟିକର ବହୁଳ ବ୍ୟବହାରରେ ହଜି ଯାଉଛି ବାଉଁଶ ଶିଳ୍ପ। ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ମାହାରପାଲି ଗ୍ରାମର ମାହାରପଡାରେ ବାସ କରନ୍ତି ୫୦ ପରିବାର। ନିଜ କୌଳିକ ବୃତ୍ତିକୁ ଆଦରି ଦୀର୍ଘ ବର୍ଷ ହେଲା...

୧୨ ବର୍ଷ ହେଲା ଶିକୁଳିରେ ବନ୍ଧା ୨ ଭାଇ

କୋକସରା, ୭।୭(ଡି.ଏନ.ଏ.) ସମୟ ବଦଳିଛି। ତା’ସହିତ ତାଳ ଦେଇ ବଦଳିଛି ଲୋକଙ୍କ ଜୀବନ ଶୈଳୀ। ହେଲେ ଅନ୍ଧବିଶ୍ୱାସରୁ ଆଜି ବି ମଣିଷ ବାହାରି ପାରିନାହିଁ। ତା’ର ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଅଧୀନ ଖୁଣ୍ଟିଆ ପଞ୍ଚାୟତ...

ନର୍ଲା ନବୋଦୟ ବିଦ୍ୟାଳୟରୁ ଛାତ୍ର ନିଖୋଜ: ଥାନାରେ ମାମଲା ରୁଜୁ

ଭବାନୀପାଟଣା, ୬।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ର ସଞ୍ଜିତ ନାଏକ ଗତ ୧ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। ଥୁ.ରାମପୁର ବ୍ଲକ ଲୋହରାଯୋର ଗ୍ରାମର...

ନବବିବାହିତାଙ୍କ ଆତ୍ମହତ୍ୟା: ଯୌତୁକ ଯୋଗୁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ବାପା

ଭବାନୀପାଟଣା, ୬।୭(ଡି.ଏନ୍‌.ଏ.): ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଢ଼ା ଗ୍ରାମର ଜନୈକା ନବବିବାହିତା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାବିତ୍ରୀ ରଣା। ତେବେ ସାବିତ୍ରୀଙ୍କୁ ହତ୍ୟା କରାଯାଇଥିବା ବାପା ଭାଗ୍ୟବାନ ରଣା ସଦର ଥାନାରେ ଲିଖିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri