ସମ୍ବଲପୁର

ଆଶ୍ରୟ ଆଳରେ ଆଶ୍ରମରୁ ୬୦ ହଜାର ଟଙ୍କାରେ ନାବାଳିକା ବିକ୍ରି: ପ୍ରତାରଣା ଦେଇ ଖସି ପଳାଇଲେ ସ୍ବାମୀ

ବରଗଡ଼ ଅଫିସ୍‌,୩।୭: ବରଗଡ଼ ଜିଲାର ଏକ ଆଶ୍ରମରେ ଜଣେ ଅସହାୟା ନାବାଳିକାଙ୍କୁ ଆଶ୍ରୟ ଦେବା ଆଳରେ ତାଙ୍କୁ ୬୦ହଜାର ଟଙ୍କାରେ ବିକିଦେବା ଏବଂ ପରେ ନାବାଳିକାଙ୍କୁ ବିବାହ କରିଥିବା ସ୍ବାମୀ ତାଙ୍କୁ ଛାଡ଼ି ପଳାଇଛନ୍ତି। ପ୍ରତାରଣା ଦେଇ ଖସି ପଳାଇଥିବା...

ଆକାଉଣ୍ଟ ହ୍ୟାକ୍‌ କରି ଆକାଶ ମୋଟର୍ସର ନିର୍ଦ୍ଦେଶକଙ୍କଠାରୁ ନେଇଗଲେ ୧୮ଲକ୍ଷ

ବରଗଡ଼ ଅଫିସ୍‌,୩।୭: ବରଗଡ଼ସ୍ଥିତ ଆକାଶ ମୋଟର୍ସର ନିର୍ଦ୍ଦେଶକ ଆକାଶ କୁମାର ଅଗ୍ରୱାଲଙ୍କ ୨ଟି ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌କରି ଦୁର୍ବୃତ୍ତମାନେ ୧୮ଲକ୍ଷ ଟଙ୍କା ନେଇଯାଇଛନ୍ତି। ଏହି ଘଟଣା ଏବେ ଉକ୍ତ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ପ୍ରକାଶ ଯେ, ଆକାଶଙ୍କର...

ସରକାରୀ ସୁବିଧାରୁ ବଁଚିତ୍‌ କେଁଦୁପତର ବଁଧାଲି

ସିନାପାଲି, ୩।୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଥିବାର ଅଭିଯୋଗ ହେଉଛେ। ଇ କାମ୍‌ ଲାଗି ସେମାନେ ମାସାଧିକ୍‌ ଘରଦୁଆର ଛାଡ଼ି ରହୁଥିଲାବେଲେ ଫଡିରେ...

ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ କନ୍ଦର୍ପ

କେସିଙ୍ଗା, ୩।୭ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ କେନ୍‌ଠାନେ ଭୂମିହୀନ ଘରଡିହ ପାଉଛେ ତ ଘର ନାଇଁ, ଆର କିଏ ଘର ପାଏଲେ କିସ୍‌ତି ଟଁକା...

କିଡ଼୍‌ନୀ ରୋଗ୍‌ରେ ରୁଜ୍‌ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ

ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍‌ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍‌ନୀ ରୋଗ୍‌ରେ ଆକ୍‌ରଁାତ ହେଇ ଦୁଇ କିଡ଼୍‌ନୀ ହରେଇଥିଲେ। ପୁଓର ଏନ୍‌ତା ଦୁଖ୍‌ ଦେଖି ମା’ ରେଖା...

ବଶିଷ୍ଠକୁଁ ଉଧାର କଲା ଡାକ୍‌ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍‌ତରଖାନାରେ ଭରତି

ଲୋଇସିଂହା,୩।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ଅଛନ୍‌। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ। ଇ ବାବ୍‌ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା।...

କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା

ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି । ହେଲେ ନୂଆପଡ଼ା ଜିଲା ସଦର ମହକୁମାଠାରୁ ୮୦ କି.ମି. ଦୂର...

୫୩ ନଂ. ଜାତୀୟ ରାଜପଥରେ ଗର୍ତ୍ତ

ସରଣ୍ଡା, ୨।୭(ଡି.ଏନ୍‌.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ ଓସାର ଏବଂ ୫ରୁ ୬ଫୁଟ ଗଭୀର ହୋଇଥିବା ଯୋଗୁ ଅଘଟଣ ଘଟିବାର ସମ୍ଭାବନା...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ ବନଛୋରଙ୍କ ଘରେ ଚଢ଼ାଉ କରାଯାଇଛି। ପଦ୍ମପୁର କଲେଜ ଛକସ୍ଥିତ ଶିକ୍ଷକ ବନଛୋରଙ୍କ ବାସଭବନ...

ପଁଚେତ୍‌ର ସମସିଆ ବାବ୍‌ଦେ ବିଡିଓକୁଁ ଦାବିପତର

ଜାମଟିକ୍ରା, ୨।୭ (ଡି.ଏନ୍‌.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍‌ର ପାଖାପାଖି ୭୦ ଭାଗ୍‌ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ ଇ ପଁଚେତ୍‌ ଗଠିତ୍‌। ଇ ପଁଚେତ୍‌ରେ ସବୁବେଲେ ଭିନେ ଭିନେ ସମସିଆ...

ଚିକିସତ୍ା ଲାଗି ଟଁକା ଅଭାବ୍‌: ଭାଏଗ୍‌କେ ଆଦ୍‌ରି ପଡ଼ିରହିଛନ୍‌ ସୂଯର୍‌ୟମଣି

ଟିକ୍ରାପଡା, ୨ ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍‌ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ ଗୁଟେ ବାଇକ ଦୁରଘଟନାର ଶିକାର ହେଲାରୁ ତାକର ନଲଗୁଡ଼ର ହାଡ଼ ଭାଂଗିଗଲା। ଏନ୍‌ତାଥି...

୬୧ଅଭିଯୋଗର ଶୁଣାଣି କଲେ ଜିଲାପାଳ

ସୋନପୁର,୧।୭(ନି.ପ୍ର.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ବନ୍ଦ ଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଜନଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ସୁବର୍ଣ୍ଣପୁର ଜିଲାପାଳଙ୍କ ପ୍ରକୋଷ୍ଠରେ ଆୟୋଜିତ ଶିବିରରେ ଜିଲାପାଳ ମଧୁସୂଦନ ମିଶ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri