ସମ୍ବଲପୁର

ରବିଧାନ କିଣା ଦାବି: ଏକକାଳୀନ ୪ଟି ଜାଗାରେ ରାସ୍ତାରୋକୋ

ନୂଆପଡା ଅଫିସ,୧୭ା୬: ବର୍ତ୍ତମାନ ବର୍ଷାଋତୁ ପାଖେଇ ଆସୁଥିବାବେଳେ କାଳବୈଶାଖୀ ବର୍ଷାରେ ଭିଜି ମଣ୍ଡିରେ ପଡ଼ିଥିବା ଧାନ ସବୁ ଗଜା ହେବାରେ ଲାଗିଥିବାବେଳେ ମିଲର୍ସମାନେ କଟନି ଛଟନିଦାବିରେ ମଣ୍ଡିରୁ ଧାନ ଉଠାଉନାହାନ୍ତି । ଏଭଳି ସ୍ଥିତିରେ ମଣ୍ଡିଗୁଡିକରେ ହଜାର ହଜାର ବସ୍ତା...

ଯୁବତୀଙ୍କୁ ଗଣବଳାତ୍କାର ଘଟଣା: ଗିରଫ ୨ ମୁଖ୍ୟ ଅଭିଯୁକ୍ତ ଜେଲଗଲେ

ସୋନପୁର,୧୭।୬(ନି.ପ୍ର.): ସୁବର୍ଣ୍ଣପୁର ସହରର ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ବିଚାରପତି ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର କରିବାରୁ ସେମାନଙ୍କୁ ସୋନପୁର ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି...

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ

ବଲାଙ୍ଗୀର ଅଫିସ, ୧୭।୬: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ସୋମବାରଠାରୁ ୪ ଦିନିଆ ଜିଲାପାଳ କାର୍ଯ୍ୟାଳୟ ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଜିଲା ଓକିଲ ସଂଘ ସଭାପତି ପ୍ରମୋଦ କୁମାର ତ୍ରିପାଠୀଙ୍କ...

ନଗର କଂଗ୍ରେସ ତରଫରୁ ଜିଲାପାଳଙ୍କ ଅଫିସ ଘେରାଉ

ବଲାଙ୍ଗୀର ଅଫିସ, ୧୭।୬: ଅଘୋଷିତ ବିଜୁଳି କାଟ, ପିଇବା ପାଣି ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ସମାଧାନ ଦାବିରେ ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ନଗର ସଭାପତି ବୁଲୁ ଦାନୀଙ୍କ ସଂଯୋଜନାରେ...

ମଣ୍ଡିରେ ପଡିଛି ୩ ହଜାର ବସ୍ତା ଧାନ

ମନମୁଣ୍ଡା, ୧୭।୬ (ଡି.ଏନ.ଏ)    ବୌଦ୍ଧ ଜିଲା ମନମୁଣ୍ଡା ମଣ୍ଡିରୁ ଧାନ ଉଠୁନାହିଁ । ଫଳରେ ଏଠାରେ ୩ ହଜାର ବସ୍ତା ଧାନ ପଡି ରହିଛି । କାଳବୈଶାଖୀ ବର୍ଷା ଭୟ ରହୁଥିବାରୁ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି । କିଛି...

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍‌

ବଲାଙ୍ଗୀର ଅଫିସ, ୧୭ା୬:  ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ସୀତାରାମ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ...

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬:  ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଗୁଡ଼ିକରେ ଉଭୟ ଧାନ ସଂଗ୍ରହ ଓ ଉଠାଣ...

ବସ୍‌ ଧକ୍କାରେ ଜଣେ ମୃତ:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ,୧୬।୬(ସ୍ବ.ପ୍ର.):କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଭତ୍ରାଗୁଡା ଛକଠାରେ ରବିବାର ଏକ ଘରୋଇ ବସ୍‌ ଧକ୍କାରେ ଜଣେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଭତ୍ରାଗୁଡା ଗ୍ରାମର ହେମରାଜ ପୂଝାରୀ (୪୫) । ଏହାକୁ ନେଇ ଅଞ୍ଚଳରେ ଚାପା...

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ ମୁଖ୍ୟ ସଂରକ୍ଷକ ଏ ନେଇ ପ୍ରସ୍ତାବ ମାଗିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମରେ...

ଢିଲାମେଲା ପଡ଼ିଛେ କେଁଦୁପତର ଫଡି

ବାମରା,୧୬।୬ (ସ୍ବ.ପ୍ର.):  ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଁଚେତ୍‌ ରେଙ୍ଗାଲବେଡ଼ାର କେଁଦୁପତର ଫଡିରେ କେଁଦୁପତର ଖୁଲାମେଲା ପଡ଼ିଛେ। ପଶ୍ଚିମ ଓଡ଼ିଶାରେ ସବୁଜ ହୀରା ହିସାବେ କେଁଦୁପତର ନଁା କରିଛେ। ହେଲେ ଫଡି ଘରେ ଥିବାର ଲାଖ୍‌ ଲାଖ୍‌ ଟଁକାର...

ପଁଚେତ୍‌ରେ ତାଲା ପକାଲେ ଗଁ।ବାସୀ: ପିଇଲା ପାଏନ୍‌ରୁ ବଁଚିତ୍‌ ୬ ହଜାର ଲୋକ୍‌

ସିନାପାଲି, ୧୬।୬ (ଡି.ଏନ.ଏ):  ମୁଡ଼ଫଟା ଖରା ତାତିର ଏହେଦେ ପଶ୍ଚିମ ଓଡ଼ିଶା ଜଲୁଛେ କହେଲେ କିଛି କମ୍‌ ନାଇଁହୁଏ। ଲୋକ ଗରମ, ଗୁଲଗୁଲିରେ ଅଥାଥାଲି ହେଇଯାଉଛନ୍‌। ଏନ୍‌ତାଥି ଫେର ଅନେକ ଜାଗାରେ ଲୋକ ପାଏନ୍‌ ସମସିଆରେ ଯୁଝୁଛନ୍‌। ଇଆଡ଼େ ସରକାର...

ଦିନୁଦିନ୍‌କେ ଫିକାପଡୁଛେ ରଜ ମଉଜ

ଭବାନୀପାଟଣା,୧୬।୬(ଡି.ଏନ୍‌.ଏ):  ଓଡ଼ିଶାରେ ବାରମାସେ ତେର ପରବ୍‌ ପାଲନ ହେସି। ଏନ୍‌ତା କି ଆମର ପରବ୍‌ ପରବାନୀ ଧରମ୍‌ ଆର ପଉରାନିକ୍‌ କଥାବସ୍ତୁ ଉପରେ ରହିଛେ। ଇ ସବୁ ଲୁକ୍‌କୁ ଖୁସି ଦେବାର ସଂଗେ ଶିକ୍ଷା ବି ଦେସି। ରଜପରବ୍‌ ଏନ୍‌ତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri