ସମ୍ବଲପୁର

ସଫେଇ ସହଯୋଗ: ଫନୀ ପ୍ରଭାବିତ ପୁରୀକୁ ଗଲେ ଏସ୍‌ଏମ୍‌ସି କର୍ମଚାରୀ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ୩୨ ଜଣ (ଏସ୍‌ଏମ୍‌ସି) ସଫେଇ କର୍ମଚାରୀ ବୁଧବାର ପୁରୀକୁ ଯାଇଛନ୍ତି। ବାତ୍ୟା ଫନୀରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ପୁରୀକୁ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ସେମାନେ ସମ୍ବଲପୁରରୁ ପୁରୀ ଅଭିମୁଖେ ବାହାରିଛନ୍ତି। ପୁରୀ ପ୍ରଶାସନକୁ...

ବରଗଡ଼ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୧୨।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳୁ ବରଗଡ଼ ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ସେ ହେଲେ ଟଙ୍କଧର ମେହେର। ମେହେରଙ୍କ ବରଗଡ଼ ବାଲାଜୀ ସିଟି କୋଠାଘର ସମେତ ସର୍ଗିବାହାଲ...

ସମ୍ପୂର୍ଣ୍ଣାଙ୍କୁ ଗ୍ରହଣ କଲେ ବାଙ୍ଗାଲୋରର ଦମ୍ପତି

ସୋନପୁର,୧୨।୬(ନି.ପ୍ର.)ସୁବର୍ଣ୍ଣପୁରର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର(ସା)ରେ ରହୁଥିବା ଶିଶୁ କନ୍ୟା(ସମ୍ପୂର୍ଣ୍ଣା)ଙ୍କୁ ବାଙ୍ଗାଲୋରରେ ରହୁଥିବା ଦମ୍ପତି ମଙ୍ଗଳବାର ଗ୍ରହଣ କରିଛନ୍ତି। ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ହିମାଂଶୁ ଭୂଷଣ ନାୟକ ସମ୍ପୃକ୍ତ ଆଇଟି ଇଞ୍ଜିନିୟର ଦମ୍ପତିଙ୍କୁ ପ୍ରଦାନ...

ନାବାଲକ ଉପରେ ୫ ପରାନୀ କୁଟ୍‌ମର ବୋଝ୍‌: ଗୁପ୍‌ଚୁପ୍‌ ବିକି ପାଠ୍‌ ପଢ଼ୁଛନ୍‌ ଦେବାନନ୍ଦ

ଭବାନୀପାଟଣା,୧୨।୬(ଡି.ଏନ୍‌.ଏ.): ବଁଚ୍‌ବାର ଲାଗି ହେଲେ ଯୁଝ୍‌ବାକେ ପଡ଼ବା। ସେଟା କୁଟୁମ ପୁଷ୍‌ବାର ଲାଗି ହେଉ କି ପେଟ ପାଲବାର ଲାଗି ହେଉ। ମୁନୁଷ୍‌ କେନ୍‌ନେ ଗୁପ୍‌ଚୁପ୍‌ ବିକି ନିଜର ପଁାଚ୍‌ ପରାନୀ କୁଟୁମ ପୁଷୁଛେ ତ ଆର କିଏ ଗୁପ୍‌ଚୁପ୍‌...

ପାଏନ୍‌ ସମସିଆ ସଂଗେ ଯୁଝୁଛନ୍‌ ୨ ଗାଁବାସୀ

ମନମୁଣ୍ଡା, ୧୨।୬ (ଡି.ଏନ୍‌.ଏ): ବୌଦ୍ଧ ଜିଲା ମନମୁଣ୍ଡା ପଁଚେତ୍‌ର ମହୁଲବାହାଲି ଆର କଲତାପାଲି ଗଁାରେ ପାଏନ୍‌ ସଁକଟ ଦେଖାଦେଇଛେ। ଇ ଗଁାର ଲୋକ୍‌ ବରଷା ପାଏନ୍‌ ଭରସାରେ ଚାଷ୍‌ବାସ କରୁଛନ୍‌, ହେଲେ ଅନେକ ସମିଆରେ ଚାଷ୍‌ବାସ ମର୍‌ଡିରେ ମାଡ଼ ଖାଉଛେ।...

ଭତାରୁ ବଁଚିତ୍‌ ୭୦ ବଛ୍‌ରିଆ ଲୋଚନା

ଖପ୍ରାଖୋଲ,୧୨।୬(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ ଆର ମଦୁବାବୁ ପେନସନ ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ହକ୍‌ଦାର ହିତାଧିକାରୀ ଭତାର ଲାଗି ଆବେଦନ କରି...

ଲୋପ୍‌ ପାଉଛେ ଯଁତାର ବେଭାର:ଦିହିପା ସମସିଆରେ ଛଁଦି ହେଉଛନ୍‌ ମହିଲା

ଲାଠୋର, ୧୨ା୬ (ଡି.ଏନ୍‌.ଏ): ଆଜିର ମୁନୁଷ ନିଜକେ ଆଧୁନିକତା ଭିତରେ ହଜେଇ ଦେଇଛେ। ଯୁଗର ସଂଗେ ତାଲ ଦେଇ ଆଗ୍‌କେ ବଢ଼ୁଛେ। ନିଜର ସୁଖ୍‌ ସୁବିଧାର ଲାଗି ନୂଅଁା ନୂଅଁା ଯନ୍ତ୍ରପାତିର ବେଭାର କରୁଛେ। ଯେନ୍‌ଥିରଲାଗି ପୁରନାକାଲିଆ ଘରୁଆ ଉପକରନ୍‌...

ପଞ୍ଚାୟତ ଗଠନର ଅଢେଇ ବର୍ଷ ପୁରିଲା, ଉନ୍ନୟନ କାର୍ଯ୍ୟ ଶୂନ: ମାନିଗୁଡା ପଞ୍ଚାୟତବାସୀ ବିିଡିଓଙ୍କ ଦ୍ୱାରସ୍ଥ

ନୂଆପଡା ଅଫିସ,୧୧ା୬: ନୂଆପଡ଼ା ଜିଲା କୋମନା ବ୍ଲକ ମାନିଗୁଡା ଗ୍ରାମପଞ୍ଚାୟତଗଠନର ଆଜକୁ ଅଢେଇ ବର୍ଷ ଗଡିଯିବ ହେଲେ କୌଣସି ଉନ୍ନୟନ କାର୍ଯ୍ୟ ହୋଇ ନ ଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି । ଏହାକୁ ନେଇ ପଞ୍ଚାୟତ ସରପଞ୍ଚ,...

ପଞ୍ଚାୟତ ସମିତି ବୈଠକ: ଅଧାରୁ ଉଠି ଚାଲିଗଲେ ସମିତି ସଭ୍ୟାସଭ୍ୟ, ସରପଞ୍ଚ

କୋକସରା,୧୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭାଗୃହଠାରେ ନିର୍ବାଚନ ଆଚରଣବିଧି ଉଠିବା ପରେ ମଙ୍ଗଳବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍‌ ଅଧ୍ୟକ୍ଷା ସବ୍ୟାରାଣି ବାଗଙ୍କ ଅଧ୍ୟକ୍ଷତାରେ ବୈଠକରେ ନବନିର୍ବାଚିତ ଧର୍ମଗଡ଼ ବିଧାୟକ ମୌଷଧି ବାଗ ପ୍ରଥମ...

କଲମପୁର ମଣ୍ଡିରେ ଅବ୍ୟବସ୍ଥା, ଚାଷୀଙ୍କ ରାସ୍ତାରୋକୋ

ଭବାନୀପାଟଣା/କଲମପୁର,୧୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ମଣ୍ଡିରେ ଅବ୍ୟବସ୍ଥା ଦେଖାଦେଇଛି। ଚାଷୀମାନେ ମଣ୍ଡିକୁ ଧାନ ଆଣି ଯଗି ବସିଥିବା ରହିଥିବାବେଳେ ମିଲର୍ସମାନେ ମଣ୍ଡିକୁ ଅଖାବସ୍ତା ଓ ଟ୍ରକ ପର୍ଯ୍ୟାପ୍ତ ପରିମାଣରେ ପଠାଇ ପାରୁ ନ ଥିବାରୁ ଧାନ ଉଠାଣ ସେହି ଅନୁପାତରେ...

ଘରୋଇ କଳହ: ଦାଦାପୁଅ ଖଣ୍ଡା ଚୋଟରେ ବଡ଼ବାପା ପୁଅ ଗୁରୁତର

ପାଟଣାଗଡ଼,୧୧।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ସାନବାବେଯୁରୀ ଗ୍ରାମରେ ସୋମବାର ରାତିରେ ଘରୋଇ କଳହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଦାଦା ପୁଅ ଖଣ୍ଡା ଚୋଟରେ ବଡ଼ବାପା ପୁଅ ଗୁରୁତର ହୋଇଛନ୍ତି। ଗୁରତର ଜଣକ...

ବାରଣ୍ଡାରେ ଶୋଇଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡ କାଟି ନେଇଗଲେ ଦୁର୍ବୃତ୍ତ

ସମ୍ବଲପୁର,୧୧।୬(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ତିଲେଇମାଲ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ରାତିରେ ବାରଣ୍ଡାରେ ମଶାରି ଟାଙ୍ଗି ଶୋଇଥିବା ଜଣେ ବ୍ୟକ୍ତିଙ୍କ ମୁଣ୍ଡ କାଟି ଦୁର୍ବୃତ୍ତମାନେ ନେଇଯାଇଥିବା ଜଣାପଡିଛି। ସେ ହେଲେ ସତ୍ୟନାରାୟଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri