ସମ୍ବଲପୁର

ଏନ୍‌ଏସି ସୁଇପରଙ୍କୁ ମିଳୁନାହିଁ ମାସିକ ମଜୁରି, ସୁଇପର ସଂଘ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଭବାନୀପାଟଣା,୭।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ଏନ୍‌ଏସି ଆଉଟସୋର୍ସିଂ କମ୍ପାନୀ କାର୍ଯ୍ୟରେ ନିୟୋଜିତ କରିଥିବା ସୁଇପର କର୍ମଚାରୀଙ୍କୁ ଦରମା ମିଳୁ ନ ଥିବା ଓ ଇପିଏଫ ଆକାଉଣ୍ଟରେ ଟଙ୍କା ଜମା କରୁ ନ ଥିବା ଅଭିଯୋଗ ହୋଇଛି। ସୁଇପରମାନେ ଏଭଳି ଅଭିଯୋଗ...

ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ

ବିଜେପୁର,୭।୬(ଡି.ଏନ୍‌.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ ନ ଥିବାବେଳେ ଶୁକ୍ରବାର ବିଜେପୁର ଥାନା ଅନ୍ତର୍ଗତ ଲାଉମୁଣ୍ଡା ଗ୍ରାମରେ ୩ଯୁବକ ଫାଙ୍କା...

ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ

ବୌଦ୍ଧ,୭ା୬(ସ୍ବ.ପ୍ର.): ବୌଦ୍ଧ ସହର ନିକଟବର୍ତ୍ତୀ ମୁରୁଷୁଣ୍ଡି ପଞ୍ଚାୟତର ସରଣ୍ଡା ଗ୍ରାମରେ ପିତାଙ୍କୁ ହତ୍ୟା ଅଭିଯୋଗରେ ପୁଅ ଅଟକ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ସଦାଶିବ ପାତ୍ର (୪୫) ପ୍ରଚୁର ମଦ୍ୟପାନ କରି ଘରକୁ ଫେରିବା...

କାଲ ହେଲା ଖରାଦିନିଆଁ ଧୁକାଗରେଲ: ଭଂଗା କୁରିଆରେ ୭ ଅସାହା ଜୀବନ୍‌

ନୂଆପଡା ଅଫିସ/କୋମନା,୭ା୬- କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖ, ନିଆଁ ସିମାନକୁ ପକାଘର ଯୁଗେଇ ଦେବାର ଲାଗି ଅନେକ ପରକାର ଆବାସ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଉଦାସୀନତା ଲାଗି ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ...

ଡ୍ରେନ୍‌ ଭିତରେ ପାଏନ୍‌ ପାଇପ୍‌, ରୋଗ୍‌ ଆଶଁକା

ମନମୁଣ୍ଡା, ୭।୬ (ଡି.ଏନ.ଏ): ବୌଦ୍ଧ ଜିଲା ମନମୁଣ୍ଡାକେ ବହୁତ ବଛର ହେଲା ପାଇପ୍‌ ପାଏନ୍‌ ଯୁଗାବାର ବେବସ୍‌ତା ହେଇଛେ। ହେଲେ କମ୍‌ ପାଓ୍ବାରର ମୋଟର ଲାଗି ସହରକେ ଠିକ୍‌ ହିସାବେ ପାଏନ୍‌ ସପ୍ଲାଏ ନାଇଁ ହେଇପାରବାର। ସେନ୍‌ତା ଫିଲଟର ବେବସ୍‌ତା...

କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ: ପାତ୍ରପାଲି ଚାମ୍ପିୟନ

ଅମରପାଲି, ୬।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇଠାରେ ଚାଲିଥିବା ଅଷ୍ଟମ କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଉଲୁଣ୍ଡାକୁ ୨-୦ରେ ହରାଇ ପାତ୍ରପାଲି ଚାମ୍ପିୟନ ହୋଇଛି। ଗୁରୁବାର ଖେଳାଯାଇଥିବା ପ୍ରଥମ ଫର୍ମାଟରେ ପାତ୍ରପାଲି ପ୍ରଥମେ ବ୍ୟାଟିଂ...

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କର୍ଲାମୁଣ୍ଡା ବିଡିଓଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଶତାଧିକ ଶ୍ରମିକ...

ପୋଖରୀ କାମରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ଘେରାଉ

କୋକସରା,୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଦ୍ମ ସାରର ପୋଖରୀ ପଙ୍କ ଉଦ୍ଧାର ଓ ମାଟି କାମ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଦ୍ୱାରା ଚାଲିଛି । କିନ୍ତୁ ପୋଖରୀ ପଙ୍କ ଉଦ୍ଧାର କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ...

କାର ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ୩ ଯାତ୍ରୀ

ଜହ୍ନାପଙ୍କ, ୬।୬ (ଡି.ଏନ.ଏ): ବୌଦ୍ଧ-ବଲାଙ୍ଗୀର ଜାତୀୟ ରାଜପଥ ନଂ. ୫୭ର ଜହ୍ନାପଙ୍କ ଫାଣ୍ଡି ନିକଟରେ ଗୁରୁବାର ସକାଳ ପ୍ରାୟ ୭ଟା ବେଳେ ଏକ କାର (ନଂ.ଓଡି୧୭ଏଚ/୬୬୭୭) ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି କାର୍‌ ଭିତରେ ଥିବା ୩ଜଣ ଯାତ୍ରୀ...

ବରପାଲି ଶୀତଳଷଷ୍ଠୀ ଯାତ୍ରା: କପିଳେଶ୍ୱରଙ୍କ ବରାନୁଗମନ

ବରପାଲି, ୬।୬ (ଡି.ଏନ.ଏ): ବରପାଲି ଶୀତଳଷଷ୍ଠୀ ଯାତ୍ରାର ଚତୁର୍ଥ ଦିବସରେ ବାବା କପିଳେଶ୍ୱର ଓ ମାତା ପାର୍ବତୀଙ୍କ ଶୁଭବିବାହ ପାଇଁ ଗୁରୁବାର ସକାଳେ ଗଣ୍ଠିଆଳ ଫିଟା ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ଭଣ୍ଡାରଗୃହରୁ ବାହାରି କପିଳେଶ୍ୱର ନଗରରେ ପହଞ୍ଚିଥିଲା। ସେଠାରେ ବିଗତ...

ଉନ୍ନୟନ କାର୍ଯ୍ୟ ଜାରି ରହିବ: ଟୁକୁନୀ

ଗୁଡ଼ଭେଲା, ୬ା୬(ଡ଼ି.ଏନ.ଏ.): ରାଜ୍ୟ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତିମନ୍ତ୍ରୀ ଟୁକୁନୀ ସାହୁଙ୍କୁ ବଲାଙ୍ଗୀର ଜିଲା ତୁଷୁରା ସହରବାସୀଙ୍କ ପକ୍ଷରୁ ଗୁରୁବାର ବିପୁଳ ସମ୍ବର୍ଦ୍ଧନା ସହ ସ୍ବାଗତ କରାଯାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟାରେ ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ...

ରାସ୍ତା କାମ ନିମ୍ନ ମାନର ଯୋଗୁ ସରକାରୀ ଯନ୍ତ୍ରୀଙ୍କୁ ଉଠ୍‌ବସ କରାଇଲେ ପାଟଣାଗଡ଼ ବିଧାୟକ, ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୬।୬: ପାଟଣାଗଡ଼ର ନବନିର୍ବାଚିତ ବିଜେଡି ବିଧାୟକ ସରୋଜ ମେହେର ଜଣେ ସରକାରୀ ଯନ୍ତ୍ରୀଙ୍କୁ ଲୋକଙ୍କ ସମ୍ମୁଖରେ ଉଠ୍‌ବସ୍‌ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରଚାର ହେବା ପରେ ଚର୍ଚ୍ଚାର ବିଷୟ ପାଲଟିଛି। ବେଲପଡ଼ା-ମଣ୍ଡଳ ରାସ୍ତା କାମ ନିମ୍ନମାନର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri