ସମ୍ବଲପୁର

ମୃତ୍ୟୁ ପରେ ସ୍ବର୍ଗଦ୍ୱାରରେ ସାହାରା ଶେଷବନ୍ଧୁ

ସମ୍ବଲପୁର,୧୦।୩(ଭବାନୀ ଶଙ୍କର ଭୋଇ): ଆତ୍ମୀୟସ୍ବଜନଙ୍କ ମୃତ୍ୟୁ ପରେ ପରିବାର ଲୋକେ ଶବ ସତ୍କାର ପାଇଁ ସମ୍ବଲପୁର ଦୁର୍ଗାପାଲିସ୍ଥିତ ସ୍ବର୍ଗଦ୍ୱାରରେ ପହଞ୍ଚି କାଠ, କିରୋସିନ ସହ ରୀତିନୀତି ପାଳନ ପାଇଁ ପୁରୋହିତ ଆଦି ଖୋଜିବାରେ ହଇରାଣ ହେଉଥିବା ଏକ ସାଧାରଣ ଘଟଣା।...

ସମ୍ବଲପୁର ଭାଜପାରେ ବଢ଼ୁଛି କନ୍ଦଳ

ସମ୍ବଲପୁର,୮ା୩(ପ୍ରମୋଦ ବହିଦାର):ଭାଜପା ଗଡ଼ ଭାବେ ପରିଚିତ ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏବେ ଅନ୍ତଃକନ୍ଦଳ ପଦାକୁ ଆସିଛି। ଦୁଇ ପ୍ରଭାରୀଙ୍କ ଉପସ୍ଥିତିରେ ବୁଧବାର ରାତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅପ୍ରତ୍ୟାଶିତ ଭାବେ ଏଭଳି ଏକ ସ୍ଥିତି ସୃଷ୍ଟି ହୋଇଥିବା ବିଷୟ ଗୁରୁବାର...

୩୦ବର୍ଷ ଦେଶ ସେବା କରି ଜନ୍ମମାଟିକୁ ଫେରିଲେ ସୈନିକ

କୋଲାବିରା,୫ା୩(ଚିନ୍ମୟ କୁମାର ବହିଦାର): ୩୦ବର୍ଷ ଧରି ଜଣେ ସୈନିକ ଭାବେ ଦେଶମାତୃକାର ସେବାରେ ନିଜକୁ ନିୟୋଜିତ କରି କୋଲାବିରା ବ୍ଲକ ସନ୍ୟାସିପାଲି ଗ୍ରାମର ଛବିଳ କୁମାର ବାଗ୍‌ ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି। ସୁବେଦାର ବାଗ୍‌ ଶ୍ରୀନଗରରୁ ଫେରିବା ପରେ ଦୁଲଦୁଲି...

ସାଇକେଲରେ ୨୦ ହଜାର କିଲୋମିଟର ଯାତ୍ରା କରି ଦେଢବର୍ଷ ପରେ ଫେରିଲେ

ସମ୍ବଲପୁର, ୪।୩ (ଭବାନୀଶଙ୍କର ଭୋଇ): ପରିବେଶ ସଚେତନତା ଲକ୍ଷ୍ୟ ରଖି ଦେଢବର୍ଷ ତଳେ ବରଗଡ ନୂଆଗଡରୁ ବାହାରିଥିବା ନନ୍ଦିଘୋଷ ଖମାରୀ ଏହା ଭିତରେ ୨୦ ହଜାର କିଲୋମିଟର ସାଇକେଲରେ ଯାତ୍ରା କରି ସାରିଛନ୍ତି। ତାଙ୍କର ସାଇକେଲ ଯାତ୍ରା ଭିତରେ ସେ...

ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଅଭାବନୀୟ ଘଟଣା: ଡାକ୍ତର-କର୍ମଚାରୀ ମାରପିଟ

ସମ୍ବଲପୁର,୩ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟର ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା କ୍ରମରେ ଦୁଇଜଣ ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏ ନେଇ ଉଭୟ ପକ୍ଷରୁ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ପୃଥକ୍‌...

ଜୁଏଲେରି ଦୋକାନ ମାଲିକଙ୍କୁ ଗୁଳି ମାଡ଼: ଧରାପଡ଼ିଲେ ମାଷ୍ଟରମାଇଣ୍ଡ

ସମ୍ବଲପୁର,୨୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଏକ ଜୁଏଲେରି ଦୋକାନ ମାଲିକଙ୍କୁ ଗୁଳିକରି ଲୁଟ୍‌ ଉଦ୍ୟମ ଘଟଣାରେ ପୋଲିସ ଗୁରୁବାର ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ମୁକେଶ ଭାମୁ ସୂଚନା ଦେଇ...

ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର

ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ...

ଆସନ ରେଢ଼ାଖୋଲ, ବସୁଛନ୍ତି ବାହାର ନେତା

ସମ୍ବଲପୁର,୨୮।୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାର ରେଢ଼ାଖୋଲ ବ୍ଲକ, ନାକଟିଦେଉଳ, ଯୁଯୋମୁରା ଓ ମାନେଶ୍ୱର ବ୍ଲକର ୭ଟି ପଞ୍ଚାୟତକୁ ନେଇ ଗଠିତ ରେଢ଼ାଖୋଲ ବିଧାନସଭା ନିର୍ବାଚନମଣ୍ଡଳୀ। ୨୦୦୦ ପରଠାରୁ ନିରବଚ୍ଛିନ୍ନ ଭାବେ ବିଜେଡି ଏହାକୁ ଅକ୍ତିଆର କରିଆସିଛି। ଆସନର ରେଢ଼ାଖୋଲର ହୋଇଥିବା...

ବାପାଙ୍କୁ ହତ୍ୟା କରି ଅଖାରେ ପୋତିଦେଲେ ପୁଅ!

ସମ୍ବଲପୁର,୨୭।୨: ପାରିବାରିକ ବିବାଦରୁ ବାପାଙ୍କୁ ହତ୍ୟା କଲେ ସୈତାନ ପୁଅ। ଏପରି ବୀଭତ୍ସ ହତ୍ୟାକାଣ୍ଡ ସମ୍ବଲପୁର ଜିଲାରେ ଘଟିଛି। ହତ୍ୟା କରି ଫେରାର ହୋଇଛି ପୁଅ। ସୂଚନା ଥାଉ କି, ଲିଙ୍ଗରାଜ କୁମୁରାଙ୍କ ଘର ହେଉଛି ସଦର ଥାନା ଘେନୁପାଲି...

୨୮ରେ ବାମରା ବନ୍ଦ

କୁଚିଣ୍ଡା,୨୭ା୨(ବିରଞ୍ଚି ଦର୍କା): ରାଜ୍ୟ ସରକାର ଓଡ଼ିଶାରେ ମୋଟ ୩୫ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା କରିଛନ୍ତି। ହେଲେ ପୂର୍ବ ଦାବି ଅନୁଯାୟୀ ସମ୍ବଲପୁର ଜିଲାର ବାମରା ଏଥିରୁ ବାଦ୍‌ ପଡିଛି। ଏଥିସହ ରେଳ ସମସ୍ୟା ନେଇ ଦୀର୍ଘ ଦିନରୁ...

ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କଲେ ୫-ଟି ଅଧ୍ୟକ୍ଷ: ୧୩,୪୨୩ ଛାତ୍ରୀଛାତ୍ରଙ୍କୁ ୧୩.୫ କୋଟି ପ୍ରଦାନ

ସମ୍ବଲପୁର,୨୬ା୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଓଡ଼ିଶା ସରକାରଙ୍କ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ମନ୍ଦଳିଆ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ନୂଆ-ଓ ଛାତ୍ରବୃତ୍ତି ବଣ୍ଟନ କରିଥିଲେ।...

ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ଜୀବନ ଗଲା

କୁଚିଣ୍ଡା,୨୧ା୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ମହୁଲପାଲି ନଦୀପଠାରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ ମହୁଲପାଲି ଗ୍ରାମର ଅନାମ ରୋହିଦାସ (୨୫)। ମଙ୍ଗଳବାର ଅପରାହ୍ନରେ ଏକ ଟ୍ରାକ୍ଟରରେ ମୃତ ଅନାମଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri