ସମ୍ବଲପୁର

ଆପ୍‌ନେ ଆର ବଡ଼ପୁଓ ଆରପାରେ: ଦୁରଦିନ୍‌ରେ ନିସାହା ବିଧବା ଅମ୍ବିକା

ଲୋଇସିଂହା,୩୦।୫(ଡି.ଏନ.ଏ)-  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ସଦର ଗାଁର ଅମ୍ବିକା ବାଗ(୭୦)। ଆପ୍‌ନେ ଅନେକ ଦିନୁ ଅରପାରକେ ଚାଲିଯାଇଥିଲାବେଲେ ବଛର କେତେଟା ଉତାରୁ ପୁଓ ବି ଆରପାରକେ ଚାଲିଯାଇଛନ୍‌। ପରିବାରର ଏନ୍‌ତା ଦୁଖଦ୍‌ ପରିସ୍ଥିତିରେ ସେ ଭାଂଗି...

କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ

କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍‌ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି। ଏହି ଅବସରରେ ସମବାୟ ସମିତି ସଭାପତି ଗୋବର୍ଦ୍ଧନ ଭୋଇ, ସମ୍ପାଦକ ଭବାନୀଶଙ୍କର ସାହୁ,...

ମଦଦୋକାନ ଉଚ୍ଛେଦ ନେଇ ତେଜିଲେ ମହିଳା, କାର୍ଯ୍ୟାନୁଷ୍ଠାନ ନିଆ ନ ଗଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମରର ବେଆଇନ ମଦଦୋକାନଗୁଡିକୁ ଉଚ୍ଛେଦ ଦାବିରେ ମହିଳାମାନେ ଭବାନୀପାଟଣା ଅବକାରୀ ଅଧ୍ୟୀକ୍ଷକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସ୍ବୟଂସହାୟକ ଗୋଷ୍ଠୀର ପ୍ରାୟ ୫୦ଜଣ ମହିଳା ଦାବିପତ୍ର ପ୍ରଦାନ କରିଥିଲେ। ପତ୍ରରେ...

ଟ୍ରକ୍‌ ଧକ୍କାରେ ପରିବାରର ୩ ଜଣଙ୍କ ଜୀବନ ଗଲା : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

ବେଲପାହାଡ଼,୨୯।୫(ଡ଼ି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅଧୀନ ଗୌଡପଡା ନିକଟସ୍ଥ ଜାତୀୟ ରାଜପଥ ୪୯ରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏଥରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକମାନେ ହେଲେ କୁଡାଲୋ ଗାଁର...

ଜିଲାପାଳକଁର ନିରଦେଶକେ ବେଖାତିର: ଘରଭଂଗା ସାହାଯ୍‌ରୁ ବଁଚିତ ଅସାହା ପରିବାର

ବିନିକା,୨୯ା୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ କୁହିବାହାଲ ଗଁାର ହିରଣ୍ୟ ନାୟକକଁର ଗଲା ବରଷା ଦିନେ ଭାଂଗି ଯାଇଥିଲା। ସେ ଘରଭଂଗା ସାହାଯ୍‌ ପାଏବାର ବାବ୍‌ଦେ ମେଘଲା ରାଜସ୍ବ ନିରୀକ୍ଷକ, ବିନିକା ତହସିଲଦାରକୁଁ ଗୁହାରି କରି ନିରାଶ ହେଇଥିବାର...

ଥୁଆମୁଳ ରାମପୁର ବ୍ଲକରେ ସ୍ବାସ୍ଥ୍ୟ ସେବା ଅପହଁଚ୍‌: ଭଗବାନ ଭରସାରେ ଅଂଚଲର ରୁଗୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): ପାହାଡ଼ ଜଂଗଲ ଘେରା କଳାହାଣ୍ଡି ଜିଲାର ଥୁଆମୁଳ ରାମପୁର ବ୍ଲକରେ ପାଖାପାଖି ୭୫ ଭାଗ ଆଦିବାସୀ ଲୋକ୍‌ ବାସ କରୁଛନ୍‌। ବ୍ଲକର ଅନେକ ଗାଁବାସୀ ଆଏଜ୍‌ ବି ମଉଲିକ ସୁବିଧା ସୁଯୋଗରୁ ବଁଚିତ ହେଇ ରହିଛନ୍‌। ଇ ଅଂଚଲ...

ଶିଶୁବଳି ସନ୍ଦେହରେ ଉତ୍ତେଜନା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପି ଅଫିସ ଘେରିଲେ

ବଲାଙ୍ଗୀର ଅଫିସ, ୨୮ା୫: ବଲାଙ୍ଗୀର ସହର ଚିମିନିଭାଟିପଡା-ଲକ୍ଷ୍ମୀନଗରପଡା ପାଖ ଲକ୍ଷ୍ମୀଯୋର ଭିତରୁ ଗତ ଶୁକ୍ରବାର ରାତିରେ ଜଣେ ନିଖୋଜ ୫ ବର୍ଷର ଶିଶୁର ମୃତଦେହ ମିଳିଥିଲା । ଏହି ଘଟଣାକୁ ପରବର୍ତ୍ତୀ ସମୟରେ ବଳି ସନ୍ଦେହ କରାଯାଇଥିଲା । ସେହି...

ବିପଦ୍‌ ଅବସ୍‌ତାରେ ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର

କେସିଙ୍ଗା, ୨୮।୫ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବାର ବାଲସି ସ୍ବାସ୍ଥ୍ୟସେବା କେନ୍ଦ୍ର ବହୁତ ବଛର ହେଲା ବିପଦ ଅବସ୍‌ତାରେ ପଡ଼ିରହିଛେ। ସୂଚନା ଅନ୍‌ସାରେ ଇ ସ୍ବାସ୍ଥ୍ୟସେବା କେନ୍ଦ୍ରରର ଥାପନା ୧୯୮୫...

ବାପ୍‌ କିଡ଼୍‌ନୀ ରୁଗୀ, ଝି’ ହୁରୁଦ୍‌ରୋଗ୍‌ରେ ପୀଡ଼ିତ: ଚିକିସତ୍ା ସାହାଯ୍‌ ଲାଗି ଜିଲାପାଲକୁଁ ଗୁହାରି

ବରଗଡ଼ ଅଫିସ୍‌,୨୮।୫-ବରଗଡ଼ ଜିଲା ବରଡୋଲ ପଁଚେତ ଅଧୀନ ପିପିଲିପାଲି ବନ୍ଧପାଲି ଗଁ।ର ରାଜେଶ ରାଓ। ସେ ଝନେ ନିହାତି ଗରିବ୍‌, କୁଲି ମଜୁରି କରି ନିଜର କୁଟୁମ ପୁଷୁଛନ୍‌। ପରିବାର କହେଲେ ମାଏକିନା, ତିନ୍‌ ଝି’ ବିନ୍ଦୁ, ଡଲି, ସୀତା...

ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା

ଉଲୁଣ୍ଡା, ୨୭ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ସଦର ଥନାପତି ପଡାରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ପରିବାରର ୫ ବଖରା ଘର ପୋଡି ପାଉଁଶ ହୋଇଯାଇଛି। ବିପନ୍ନମାନେ ହେଲେ ପଡାର ଚମ୍ପେଶ୍ୱର ଥନାପତି ଏବଂ ଆଲୋକ ଦେହେରି।...

ଏନଏଚ ୩୫୩ ପାଇଁ ଅର୍ଥନୈତିକ ଅବରୋଧ୮ ଘଣ୍ଟା ପରେ ଓହରିଲା

ନୂଆପଡା ଅଫିସ,୨୭ା୫: ସରକାର ଦିନକୁ ୩୦ କି.ମି. ଜାତୀୟ ରାଜପଥ ନିର୍ମାଣ କରୁଥିବା କହୁଥିବା ବେଳେ ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ଜାତୀୟ ରାଜପଥ ୩୫୩ କାମ (୬୫ କି.ମି.) ଆଜକୁ ୫ ବର୍ଷ ହେବ ଶେଷ ହେବାର...

କେସାପାଲି-ଭାଲିଆକଟା ରାସ୍ତା କାମରେ ଅନିୟମିତତା

ସମ୍ବଲପୁର,୨୫ା୫ (ବ୍ୟୁରୋ): ଗ୍ରାମାଞ୍ଚଳରେ ଗମନା ଗମନ ସୁବିଧା ପାଇଁ ସରକାର ରାସ୍ତା ନିର୍ମାଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜକୋଷରୁ ଟଙ୍କା ଦେଉଛନ୍ତି । ହେଲେ ଯେଉଁ ବିଭାଗ ମାଧ୍ୟମରେ କାମ ହେଉଛି ସେହି ବିଭାଗର ଅଧିକାରୀ ହିଁ ଠିକାଦାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri