ସମ୍ବଲପୁର

ବିଜେପୁରରୁ ଜିତିଲେ ମୁଖ୍ୟମନ୍ତ୍ରୀ

ବିଜେପୁର, ୨୪-୫ (ଡି.ଏନ.ଏ):ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନଭା ନିର୍ବାଚନ ମଣ୍ଡଳୀରୁ ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ସନତ କୁମାର ଗଡତିୟାଙ୍କୁ ୫୬, ୫୩୩ ଖଣ୍ଡ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ କରି ହ୍ୟାଟ୍ରିକ କରିଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ...

ନିରଞ୍ଜନ, ପଦ୍ମନାଭଙ୍କ ହ୍ୟାଟ୍ରିକ୍‌ ବିଜୟ

ସୋନପୁର,୨୪-୫(ନି.ପ୍ର.):ସୁବର୍ଣ୍ଣପୁର ଜିଲା ବିଜେଡିର ଦୁର୍ଗ ବୋଲି ପୁଣି ଥରେ ସାବ୍ୟସ୍ତ ହୋଇଛି। ସାଧାରଣ ନିର୍ବାଚନରେ ଦଳ କମାଲ କରିଛି। ମୋଦି ହାୱା ଏଠାରେ ଭାଜପାକୁ ବିଜୟୀ କରି ପାରିନି। ଜଳସମ୍ପଦ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁରରୁ...

ଝାରସୁଗୁଡ଼ାରେ ନବ, ବ୍ରଜରାଜନଗରରେ କିଶୋର ଆଗୁଆ

ଲଖନପୁର,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗରେ ଅଛନ୍ତି। ନବ ୪୧୫୨୫ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଦୀନେଶ ଜୈନ ୨୪୩୫୮ ଭୋଟ ପାଇଛନ୍ତି। ସେହିପରି...

ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଘାସିରାମ ମାଝି ୧୯୦୬୦ ଭୋଟ ପାଇଛନ୍ତି।...

କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦ ଭୋଟରେ ଆଗୁଆ ରହିଛନ୍ତି। ସେହିପରି ୧୧ ରାଉଣ୍ଡ ଗଣତି ସୁଦ୍ଧା ବୌଦ୍ଧ ବିଧାନସଭା...

ଲୋଇସିଂହା ବିଧାନସଭାରେ ଭାଜପା ଆଗୁଆ

ଲୋଇସିଂହା,୨୩।୫: ଲୋଇସିଂହା ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ଆଗରେ ଅଛନ୍ତି। ମୁକେଶ ୧୯୪୧୦ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରଦୀପ କୁମାର ବେହେରା ୧୪୩୦୮ ଭୋଟ ପାଇଛନ୍ତି।

ଅତାବିରା ବିଧାନସଭାରେ ସ୍ନେହାଙ୍ଗିନୀ ଛୁରିଆ ଆଗୁଆ

ଅତାବିରା,୨୩।୫: ଅତାବିରା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଗରେ ଅଛନ୍ତି। ସ୍ନେହାଙ୍ଗିନୀ ୧୭୮୧୪ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ଭାଜପା ପ୍ରତିଦ୍ୱନ୍ଦ୍ୱୀ ୧୩୧୦୯ ଭୋଟ ପାଇଛନ୍ତି।

ରଘୁନାଥପାଲି ବିଧାନସଭାରେ ବିଜେଡି ଆଗୁଆ

ରାଉରକେଲା,୨୩।୫: ରଘୁନାଥପାଲି ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ତରାଇ ଆଗରେ ଅଛନ୍ତି। କିଶୋର ୧୧୪୬୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜଗବନ୍ଧୁ ବେହେରା ୯୮୦୨ ଭୋଟ ପାଇଛନ୍ତି।

ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସୁରେଶ ୨୬୦୫୮ ଭୋଟ ପାଇଥିବାବେଳେ ୨୫୭୨୪ ଭୋଟ ପାଇଛନ୍ତି।

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୨୦୧୫୪ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୧୪୫୭୬ ଭୋଟ ପାଇଛନ୍ତି।

ଷ୍ଟ୍ରଙ୍ଗ ରୁମ୍‌ରେ ନିଆଁ, ଭୋଟ ଗଣତି ସାମୟିକ ସ୍ଥଗିତ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ମାଦ୍ରିକାଲ ଭବନଠାରେ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି କେନ୍ଦ୍ର ନିକଟ ଷ୍ଟ୍ରଙ୍ଗ ରୁମ୍‌ରେ ଗୁରୁବାର ଅପରାହ୍ନ ୧ଟାରେ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଫଳରେ ଭୋଟ ଗଣତି ସାମୟିକ ଭାବେ ସ୍ଥଗିତ ରହିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri