ସମ୍ବଲପୁର

ମାଲକାନଗିରି: ତୃତୀୟ ରାଉଣ୍ଡରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ ତୃତୀୟ ରାଉଣ୍ଡ ଗଣତିରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ତୃତୀୟ ରାଉଣ୍ଡ ସୁଦ୍ଧା ଆଦିତ୍ୟ ମାଢ଼ି ୪୦୯୬ ଭୋଟ୍‌ ପାଇଥିବା ବେଳେ ବିଜେଡିର ମୁକୁନ୍ଦ ସୋଢ଼ି ୩୧୨୧ ଏବଂ କଂଗ୍ରେସର...

ପଦ୍ମପୁର ବିଧାନସଭା: ଭାଜପା ଆଗରେ

ପଦ୍ମପୁର,୨୩।୫: ପଦ୍ମପୁର ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପ୍ରଦୀପ ୯୦୦୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ବିଜୟ ରଞ୍ଜନ ସିଂ ବରିହା ୮୧୨୭ ଭୋଟ...

ଧର୍ମଗଡ଼ ବିଧାନସଭା: ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଧର୍ମଗଡ଼ ବିଧାନସଭା ଆସନରୁ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ମୌଷଦୀ ବାଗ ଆଗୁଆ ରହିଛନ୍ତି। ମୌଷଦୀ ୧୫୩୮ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଦିଗମ୍ବର ଧୁରିଆ ୯୬୩ ଖଣ୍ଡ ଭୋଟ ପାଇଛନ୍ତି।

ଅଷ୍ଟମ ରାଉଣ୍ଡ ସୁଦ୍ଧା ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ଲଖନପୁର,୨୩।୫: ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ଅଛନ୍ତି। କିଶୋର ୧୭୧୯୧ ଭୋଟ ପାଇଥିବାବେଳେ ଭାଜପାର ରାଧାରାଣୀ ପଣ୍ଡା ୧୪୦୭୦ ଭୋଟ ପାଇଛନ୍ତି।

ଭବାନୀପାଟଣା ବିଧାନସଭା: ଭାଜପା ଆଗୁଆ

ଭବାନୀପାଟଣା,୨୩।୫: ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ପ୍ରଦୀପ୍ତ କୁମାର ନାୟକ ଆଗୁଆ ରହିଛନ୍ତି। ପ୍ରଦୀପ୍ତ ୧୨୪୬୫ ଖଣ୍ଡ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଦୁଷ୍ମନ୍ତ ନାୟକ ୧୦୧୦୭ ଭୋଟ ପାଇଛନ୍ତି।

ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପ୍ରସନ ଆଚାର୍ଯ୍ୟ ୫୨୦୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ପ୍ରଦୀପ କୁମାର...

୧୩ ରାଉଣ୍ଡ ସୁଦ୍ଧା ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୩ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୌଦ୍ଧ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଅମାତ ଆଗରେ ଅଛନ୍ତି। ପ୍ରଦୀପ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସୁଶାନ୍ତ ପ୍ରଧାନଙ୍କଠାରୁ ୩୦୭୨ ଭୋଟରେ ଆଗୁଆ ଚାଲିଛନ୍ତି। ସେହିପରି ୧୪ ରାଉଣ୍ଡ...

କଳାହାଣ୍ଡି ଲୋକ ସଭା: ଭାଜପା ଆଗରେ

ଭବାନୀପାଟଣା,୨୩।୫: କଳାହାଣ୍ଡି ଲୋକ ସଭା ଆସନରେ ଭାଜପାର ବସନ୍ତ ପଣ୍ଡା ଆଗରେ ରହିଛନ୍ତି। ବସନ୍ତ ୧୦୮୪୧୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ପୁଷ୍ପେନ୍ଦ୍ର ସିଂଦେଓ ୮୬୮୮୭ ଭୋଟ ପାଇଛନ୍ତି।      

ବିଜେପୁରରେ ନବୀନ ଆଗୁଆ

ବିଜେପୁର,୨୩।୫: ବିଜେପୁର ବିଧାନସଭା ଆସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ରହିଛନ୍ତି। ୧୨ଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନବୀନ ୩୭୩୫୬ ଭୋଟ ପାଇଥିବାବେଳେ ଭାଜପାର ସନତ କୁମାର ଗଡ଼ତିଆ ୧୫୧୨୯ ଭୋଟ ପାଇଛନ୍ତି।

ବଲାଙ୍ଗୀରରେ ସଙ୍ଗୀତା ସିଂହ ଦେଓ ଆଗୁଆ

ବଲାଙ୍ଗୀର ଅଫିସ,୨୩।୫: ପ୍ରଥମ ରାଉଣ୍ଡରେ ଭାଜପାର ସଙ୍ଗୀତା ସିଂହ ଦେଓ ୨୫୬୭ ଭୋଟରେ ଆଗୁଆ ଅଛନ୍ତି। ବିଜେଡିର କଳିକେଶ ନାରାୟଣ ସିଂହ ଦେଓ ୧୧୧୨ଭୋଟ ପାଇଛନ୍ତି। ସେହିପରି କଂଗ୍ରେସର ସୌମରେନ୍ଦ୍ର ମିଶ୍ର ୬୪୯ ଭୋଟ ପାଇଥିବା ସୂଚନା ମିଳିଛି।

ବରଗଡ଼ରେ ପୋଷ୍ଟାଲ ପରେ ଇଭିଏମର ଭୋଟ ଗଣତି ଆରମ୍ଭ

ବରଗଡ଼ ଅଫିସ, ୨୩।୫: ବରଗଡର ଦୁଇ କେନ୍ଦ୍ରରେ ଭୋଟ ଗଣତି ଆରମ୍ଭ ହୋଇଛି। ସକାଳ ୮ଟାରୁ ବରଗଡ ପଞ୍ଚାୟତ କଲେଜ ଓ ପଦ୍ମପୁର ଆରଏମସି ଗୋଦାମରେ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରଥମରୁ ପୋଷ୍ଟାଲ ଭୋଟ ଗଣତି ଆରମ୍ଭ ହୋଇଥିଲା।...

ବୌଦ୍ଧ ବିଧାନସଭା: ଭାଜପା ଅ।ଗୁଅ।

ବୌଦ୍ଧ,୨୩୫(ଡି.ଏନ୍.ଏ.):ବୌଦ୍ଧ ବିଧାନସଭା ଅାସନରେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁଶାନ୍ତ ପ୍ରଧାନ ବିଜେଡିର ପ୍ରଦୀପ ଅମାତଙ୍କଠାରୁ ୨୦୨ ଭୋଟରେ ଅ।ଗୁଅ। ରହିଛନ୍ତି

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri