ସମ୍ବଲପୁର

ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା

ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ ମୁହଁ।ମୁହିଁ ଧକ୍କା ହୋଇଥିଲା । କାରରେ...

ଦାଉ ସାଧୁଛେ କିଡ଼୍‌ନୀ ରୋଗ୍‌: ମୁରତୁ ସଂଗେ ଯୁଝୁଛନ୍‌ ଦଧି

ଅମରପାଲି, ୨୨।୫ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଲପଦର ପଁଚେତ୍‌ ଅମରପାଲି ଗଁାର ଦଧି ବାଘ(୬୦) କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ସେ ଝନେ ନିହାତି ଗରିବ୍‌ ଲୋକ ହେଇଥିଲା ବେଲେ ଟଁକା ପଏସା ଅଭାବୁ ଉଷୋକଷା ଘିନି...

ସରକାରକଁର ଅଜବ୍‌ ନୀତି:ଖରା ଝାଉରେ ସିଝୁଛନ୍‌ ଅଙ୍ଗନଓ୍ବାଡିର ଛାତ୍ରୀଛାତ୍ର

ଜାମଟିକ୍ରା, ୨୨।୫ (ଡି.ଏନ.ଏ):  ମୁଡ଼ଫଟା ଖରା ତାତିର ଲାଗି ରାଏଜ୍‌ ସରକାର ସବୁ ସରକାରୀ ବେସରକାରୀ ସ୍କୁଲ, କଲେଜ ଛୁଟି ଘୋଷନା କରିଛନ୍‌। ହେଲେ ମହିଳା ଓ ସମନ୍ବିତ ଶିଶୁ ବିକାଶ ଯୋଜନାରେ ସହରନୁ ଗଁାଗଁଲି ତକ୍‌ ଚାଲୁଥିବାର ଅଙ୍ଗନଓ୍ବାଡି...

ପାଣି ପାଇଁ ନଳକୂପ ପାଖରେ ଲମ୍ବାଧାଡି

ଟିକ୍ରାପଡା, ୨୧ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ କରମତଲା ପଞ୍ଚାୟତ ଅଧିନ ଦାବଯୁରି ଗ୍ରାମରେ ଉକତ୍ଟ ପାନୀୟ ଜଳ ସମସ୍ୟା ଦେଖା ଦେଇଛି।  ଗାଁରେ ମାତ୍ର ଦୁଇଟି ନଳକୂପ ଥିବା ବେଳେ ଜଳସ୍ତର ହ୍ରାସ ପାଇଥିବାରୁ ସେଥିରୁ ପର୍ଯ୍ୟାପ୍ତ ମାତ୍ରାରେ...

ବଲାଙ୍ଗୀର ଜିଲା: ମାଟ୍ରିକ୍‌ ପରୀକ୍ଷା ପାସ୍‌ହାର ୭୩.୦୮ % , ସିଦ୍ଧାନ୍ତ ରାୟ ଜିଲା ଟପ୍ପର

ବଲାଙ୍ଗୀର ଅଫିସ, ୨୧ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ମଙ୍ଗଳବାର ପ୍ରକାଶ ପାଇଛି ା ଜିଲାରେ ପାସ୍‌ହାର ୭୩.୦୮ ପ୍ରତିଶତ ରହିଛି । ଜିଲାର ୩୬୩ ହାଇସ୍କୁଲର ୨୨ହଜାର ୫୫୩ ଜଣ ପରୀକ୍ଷାର୍ଥୀ...

୫ ପରାନୀ କୁଟୁମର ବୋଝ୍‌:ସରକାରୀ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଗଣେଶ

ବିନିକା,୨୧ା୫(ଡି.ଏନ୍‌.ଏ.) ବିନିକା,୨୦ା୫(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ଗଁା ହାଇସ୍କୁଲ ପଡ଼ାର ଦିବ୍ୟାଙ୍ଗ ଗଣେଶ ବାଘ(୨୮)। ଜନମୁ ତାକର ଗୁଟେ ଆଏଁଖ୍‌ ନାଇଁ ଦିଶବାର। ସେ ନିହାତି ଗରିବ୍‌ ଘରର ପିଲା ହେଇଥିଲା ବେଲେ ଚିକିସତ୍ା ଲାଗି ଟଁକା...

ପେଟର ଲାଗି ନାଟ:୪୪ ଡିଗ୍ରୀ ଖରାରେ ସିଝୁଛେ ମୁନୁଷ୍‌

ଅତାବିରା, ୨୧ା୫ (ଡି.ଏନ୍‌.ଏ): ଦିନୁଦନ୍‌କେ ଖରା ତାତି ବଢ଼ତେଲ ଯାଉଛେ। ଲୋକ୍‌ ଖରା ଝାଉର ଲାଗି ଅଥାଥାଲି ହେଇଯାଉଛନ୍‌। ସଭେ ଛାଇତଲ ଖୁଜୁଛନ୍‌। ସକାଲର ୯ ବାଜଲେ ଲୋକ୍‌ ଘରୁ ଭଟାକେ ନାଇଁ ବାହାରବାର। ରାଏଜ ସରକାର ବି ଦିନର...

ଆବାସ ଯୋଜନାରୁ ବଁଚିତ ଦିବ୍ୟାଙ୍ଗ ଭାଇବହେନ

ଲୋଇସିଂହା,୨୧।୫(ଡି.ଏନ.ଏ.): ଦିବ୍ୟାଙ୍ଗମାନକର ଲାଗି ସରକାର ଅନେକ ପରକାର ଖାସ୍‌ ଯୋଜନା ତିଆର କରିଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ ଅଧ୍‌କାରୀ ଆର ଜନ ପରତିନିଧିମାନକର ଉଦାସୀନତା ଲାଗି ଅନେକ ଦିବ୍ୟାଙ୍ଗ ନିଜର ହକ୍‌ ପାଏବାରୁ ବଁଚିତ ହେଉଥିବାର ଦେଖ୍‌ବାକେ ମିଲୁଛେ।...

ଜାତୀୟ ରାଜପଥ ପାଇଁ ଅର୍ଥନୈତିକ ଅବରୋଧ: ଚେତାବନୀମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୩୫୩

ନୂଆପଡା ଅଫିସ,୨୦ା୫: ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ନୂଆପଡା-ଖଡିଆଳ ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଆଜକୁ ୫/୬ବର୍ଷ ଆରମ୍ଭ ହୋଇଥିଲେ ହେଁ ଶେଷ ହେବାର ନାଁ ଧରୁନାହିଁ । ମାତ୍ର ୬୫ କି.ମି. ଦୂର ରାସ୍ତାରେ...

ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥର ଜିଲାରେ ମୋଟ ୩୫୯୭ ଜଣ ଚାଷୀ ପଞ୍ଜୀକୃତ ହୋଇଥିବାବେଳେ ସେମାନଙ୍କଠାରୁ...

ଆନ୍ତଃରାଜ୍ୟ କଫ୍‌ସିରପ ର଼୍ୟାକେଟର ୨ଗିରଫ

ବଲାଙ୍ଗୀର ଅଫିସ, ୨୦ା୫: ଆନ୍ତଃରାଜ୍ୟ କଫ୍‌ ସିରପ୍‌ ଚୋରା ର଼୍ୟାକେଟ୍‌ ଚଳାଇଥିବା ସାନ ଓରଫ୍‌ ଗୋବିନ୍ଦ ନେଗୀ (୩୮) ଓ ପ୍ରଶାନ୍ତ କ୍ଷେତୀ (୪୨)ଙ୍କୁ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଭୁବନେଶ୍ୱରରୁ ଗିରଫ କରିଛି ା ପୋଲିସ...

ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri