ସମ୍ବଲପୁର

ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଖୁସିଖବର: ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର, ଅଯୋଧ୍ୟାକୁ….

ସମ୍ବଲପୁର,୨୦।୨: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇଛନ୍ତି। ସକାଳେ ପ୍ରଥମେ ସେ ସମ୍ବଲପୁର ରେଳ ଷ୍ଟେଶନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା...

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ମିଳିଲାନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା):ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ ନାହିଁ କି କାନ୍ଧଦେବାକୁ ଆସିଲେନି। ଶେଷରେ ଟ୍ରଲି ରିକ୍ସାରେ ମୃତଦେହ ମଶାଣିକୁ ଗଲା।...

ବିଧାୟକ ପ୍ରାର୍ଥୀ ହେଲେ ବିରୋଧ ଥୟ

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀକୁ ଦେଖିଲେ ୨୦୦୯ରେ ସୀମା ପୁନର୍ନିଦ୍ଧାରଣ ହେବାଠାରୁ ଏଠାରେ କୌଣସି ନେତା ଦ୍ୱିତୀୟ ଥର ଜିତିପାରି ନାହାନ୍ତି। ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ଏହି ଆସନରୁ ୨୦୦୯ରେ କଂଗ୍ରେସର ରାଜେନ୍ଦ୍ର କୁମାର...

ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ଦେବାକୁ ଆସିଲେନି

କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା)- ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ ନାହିଁ କି କାନ୍ଧଦେବାକୁ ଆସିଲେନି। ଶେଷରେ ଟ୍ରଲି ରିକ୍ସାରେ ମୃତଦେହ ମଶାଣିକୁ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଇପର କଲେ ଚିକିତ୍ସା

ସମ୍ବଲପୁର,୧୯ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ସୁଇପର ରୋଗୀଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ଶନିବାର ଯୁଯୁମୁରା ହାତୀବାରିରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୭ଜଣ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଏମାନଙ୍କ ମଧ୍ୟରୁ ୪ଜଣ ଗୁରୁତରଙ୍କୁ...

ବାପା-ଝିଅଙ୍କୁ ଛୁରାମାଡ଼

ବ୍ରଜରାଜନଗର,୧୮ା୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅଞ୍ଚଳରେ ରବିବାର ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଛୁରାମାଡ଼ ହୋଇଛି। ଏଥିରେ ବାପାଝିଅ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଓରିଏଣ୍ଟ ଥାନା ଅଧିକାରିଣୀ ରୋଜାଲିନ ପଟେଲଙ୍କ ସୂଚନା ଅନୁଯାୟୀ, ଇନ୍ଦିରା ଗାନ୍ଧୀ...

ଶ୍ରମିକଙ୍କୁ ଧରି ଯାଉଥିଲା ପିକଅପ୍‌ ଭ୍ୟାନ: ବାଟରେ ଓଲଟି ପଡ଼ିଲା

ସମ୍ବଲପୁର,୧୭।୨: ସମ୍ବଲପୁର-ରେଢାଖୋଲ ୫୫ ନମ୍ବର ଜାତୀୟ ରାଜପଥର ଯୁଜୁମୁରା ଥାନା ଅଧୀନ ହାତୀବାରୀ ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୪ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା...

ଗହଣା ଦୋକାନରେ ପଶି ଅତର୍କିତ ଗୁଳି ଚାଳନା କଲେ ଦୁର୍ବୃତ୍ତ, ପରେ…

ସମ୍ବଲପୁର,୧୬।୨: ଦିନ ଦ୍ବିପ୍ରହରରେ ଆତଙ୍କ ଖେଳାଇଲେ ଦୁର୍ବୃତ୍ତ । ସମ୍ବଲପୁର ସହରର ଧନୁପାଲି ଥାନା ଛକ ନିକଟ ଏକ ସୁନା ଦୋକାନରେ ଦୁର୍ବୃତ୍ତ ଗୁଳି ଫୁଟାଇ ଗହଣା ଲୁଟ ଉଦ୍ୟମ ହୋଇଛି। ଗୁଳିମାଡ଼ରେ ଗହଣା ଦୋକାନ ମାଲିକ ଗୁରୁତର ହୋଇଛନ୍ତି।...

ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ରେଙ୍ଗାଲି ଷ୍ଟେଶନରେ ରହିବ ସମଲେଶ୍ୱରୀ ଟ୍ରେନ୍‌

ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ମଣ୍ଡଳ ଅଧୀନ ରେଙ୍ଗାଲି ରେଳ ଷ୍ଟେଶନରେ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ହାୱଡ଼ା-ଜଗଦଲପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି କରିବ। ଏହାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅନୁମୋଦନ କରିଛନ୍ତି। ଏ ସମ୍ପର୍କରେ ସେ...

ପାରମ୍ପରିକ ସମ୍ବଲପୁରୀ ଖାଦ୍ୟ ପ୍ରସ୍ତୁତ କଲେ ଧର୍ମେନ୍ଦ୍ରଙ୍କ ପତ୍ନୀ

ସମ୍ବଲପୁର,୧୨ା୨(ଭବାନୀ ଶଙ୍କର ଭୋଇ):ସମ୍ବଲପୁରୀ ଗୀତ, ନୃତ୍ୟ, ବାନ୍ଧକଳା, ବସ୍ତ୍ର ସମଗ୍ର ବିଶ୍ୱ ଦରବାରରେ ନିଜର ସ୍ବତନ୍ତ୍ର ସ୍ଥାନ ହାସଲ କରିସାରିଛି। ଏଥିରୁ ବାଦ୍‌ ପଡିନି ପାରମ୍ପରିକ ସମ୍ବଲପୁରୀ ଖାଦ୍ୟ। ଏହା ମଧ୍ୟରେ ସରସତିଆ ଅନ୍ୟତମ। ଏହାର ପ୍ରସ୍ତୁତି ପ୍ରଣାଳୀ ଓ...

ଭିଏସ୍‌ଏସ୍‌ ଷ୍ଟାଡିୟମର ହେବ ଆଧୁନିକୀକରଣ

ସମ୍ବଲପୁର,୧୧ା୨(ପ୍ରମୋଦ ବହିଦାର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ରବିବାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଥିଲେ, ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳରେ କ୍ରୀଡ଼ାର ବିକାଶକୁ ଗୁରୁତ୍ୱ...

ସମ୍ବଲପୁର VSS ଷ୍ଟାଡିୟମରେ କ୍ରିକେଟ ଖେଳିଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ସମ୍ବଲପୁର,୧୧।୨: ରବିବାର ସକାଳୁ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମଲେଇ ପ୍ରକଳ୍ପ ବୁଲିବା ସହିତ କିଭଳି ସମଲେଇ ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିପାରିବ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri