ସମ୍ବଲପୁର

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

  ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗଁାର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଅଁା ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ...

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗାଁର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଆଁ ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ ଜିନିଷପାତି ପୁଡ଼ି ଖାର ହେଇଯାଇଥିବାର ଜନାପଡ଼ିଛେ। ସୂଚନା ହିସାବେ ହେମ ସଖାଲୁ...

ଦର୍ଶକଙ୍କୁ ବାନ୍ଧିରଖିଲା ମଞ୍ଚନାଟକ ମିଛ ସଂସାର

ବୀରମହାରାଜପୁର, ୨୯ା୪(ଡି.ଏନ.ଏ.)  ବର୍ତ୍ତମାନର ସିନେମା, ଟେଲିଭିଜନ ଓ ଇଣ୍ଟରନେଟ୍‌ ଯୁଗରେ ମଧ୍ୟ ମଞ୍ଚନାଟକର ଆଦର କିମ୍ବା ଆକର୍ଷଣ କମିନାହିଁ।  ଏହା ପ୍ରତିପାଦିତ କରିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ନିକଟବର୍ତ୍ତୀ କମଳପୁର ଗ୍ରାମ ଯୁବନାଟ୍ୟ ସଂସଦର ସୌଖୀନ କଳାକାର ଗଣ।  ସେମାନେ...

ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଥିଲେ। ସେ ଟଁକା ପଏସା ଅଭାବୁ ଚିକିତ୍ସିତ...

୪୦ ବଛର ହେଲା ଝୁପଡ଼ି ଘରେ ବିତୁଛେ ଜୀବନଆବାସ ଯୋଜନାରୁ ବଁଚିତ୍‌ ୧୨ ପରିବାର

ଅତାବିରା, ୨୯।୪ (ଡି.ଏନ୍‌.ଏ.) :  କେନ୍ଦ୍ର ଆର ରାଏଜ ସରକାର ଗରିବ୍‌ ଦୁଖିକୁ ପକା ଘର ଯୁଗେଇ ଦେବାର ଲାଗି ଭିନେ ଭିନେ ଯୋଜନା କରି ଫିବଛର କୋଟି କୋଟି ଟଁକା ସାରୁଛନ୍‌। ହେଲେ ବହୁତ୍‌ ଜାଗାରେ ହକ୍‌ଦାର ହିତାଧିକାରୀ...

ସୋନପୁର ବସ୍‌ଷ୍ଟାଣ୍ଡରେ ସର୍ବନିମ୍ନ ସୁବିଧା ନାହିଁ: ପ୍ରଚଣ୍ଡ ଖରାରେ ସିଝୁଛନ୍ତି ଯାତ୍ରୀ

ସୋନପୁର, ୨୯।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଥିବା ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କୁ ସର୍ବନିମ୍ନ ସୁବିଧା ମିଳୁନି। ଦୂରଦୂରାନ୍ତରୁ ଆସୁଥିବା ଓ ଏଠାରୁ ବିଭିନ୍ନ ସ୍ଥାନକୁ ବସ୍‌ ଯୋଗେ ଯାଉଥିବା ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧା ଭୋଗ କରୁଛନ୍ତି। ମନ୍ଦିରମାଳିନୀ ସୋନପୁରର...

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ

ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ ବାଡ଼ିରେ ଏକ ଚନ୍ଦନଗଛ ୧୫ବର୍ଷରୁ ଊର୍ଦ୍ଧ୍ୱ ହେବ ରହିଥିଲା। କିନ୍ତୁ ଶନିବାର ରାତିରେ...

ଚିକିସତ୍ା ଲାଗି ଟଁକା ବାଧକ୍‌ ଅଜନା ରୋଗ୍‌ରେ ପୀଡ଼ିତ ଅଶୋକ

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ପାଲିପଡ଼ାର ଅଶୋକ ବର୍ଗେ(୩୦)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ ଘରେ ପଡ଼ିରହିଛନ୍‌। ହେଲେ ଟଁକା ପଏସା ଅଭାବୁ ଅଶୋକ ରୁଗର ଚିକିସତ୍ା କରେଇ...

ବୁଡ଼ି ଯାଉଛେ କୁମ୍ଭାରମାନକର କଉଲିକ୍‌ ବୁରତି : ସାମାନ ବିକ୍‌ରି ଲାଗି ବଜାର ବେବସ୍‌ତାର ଅଭାବ

ନୂଆପଡା ଅଫିସ,୨୮ା୪-ଦିନୁ ଦିନ୍‌କେ ସମିଆ ବଦଲୁଛେ, ତାର ସଂଗେ ଲୁକ୍‌କର ଚାଲିଚଲନ, ପିଁଧନ୍‌ଉଢ଼ନ୍‌, ଖାଏଦ୍‌ ପାଏନ୍‌, ବେଭାର କଲା ଜିନିଷପାତିରେ ବି ଅନେକ୍‌ ପରିବରତନ୍‌ ଦେଖ୍‌ବାକେ ମିଲୁଛେ। ଏହେଦେ ଆମେ ଗୁଟେ ପରକାର ପ୍ଲାଷ୍ଟିକ୍‌ ଯୁଗରେ ଅଛୁଁ କହେଲେ କିଛି...

ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌ ରତନ

ବିନିକା, ୨୮ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡ଼ି ପଁଚେତ୍‌ର ସାରଙ୍ଗପାଲି ମାହାରଗୋଠର ରତନ ମାହାର(୬୫)। ପରିବାର କହିଲେ ମାଏକିନା ଯାମା(୬୦)। ଦୁଇ ବୁଢ଼ାବୁଢ଼ିକର ପିଲାଛୁଆ କିଛି ନାଇଁ, ଜମିବାଡ଼ି କହେଲେ ୧ ଏକର। ଇଥ୍‌ରୁ ଅଧା ଏକର ଜମିରେ...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଫେରାର୍‌

ନୂଆଗାଁ,୨୮।୪(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଚିତାପେଡ଼ି ପଞ୍ଚାୟତର ଲୋଧାରାମ ଅଞ୍ଚଳର ଜନୈକ ଯୁବତୀଙ୍କୁ ସେହି ପଞ୍ଚାୟତର ରାଜେଶ ନାଏକ(୩୦) ନାମକ ଜଣେ ଯୁବକ ବଳାତ୍କାର କରିଥିବା ବିଶ୍ରା ଥାନାରେ ଶନିବାର ଅଭିଯୋଗ ହୋଇଛି। ତେବେ ସମ୍ପୃକ୍ତ...

ଗରିବ୍‌ ଦୁଖିକର ଲାଗି ଦୁରଲଭ ହେଲାନ ପଖାଲ

ଜାମଟିକ୍ରା, ୨୭।୪ (ଡି.ଏନ୍‌.ଏ.): ଓଡ଼ିଶାରେ ଗଁାଗଁଲିନୁ ଆରମ୍‌ କରି ସହର ତକ୍‌ ସମକର ପସନ୍‌ ପଖାଲ। ଖରାଦିନ୍‌ ଆରମ୍‌ ହେଲେ ସମ୍‌କର ମନ୍‌ ପଖାଲ ଖାଏବାକେ ଘିଚି ହେସି। ହେଲେ ଦିନୁଦିନ୍‌କେ ସାମାଜିକ ଥିତି ବଦଲିବାର ସଂଗେ ଆମର ଖାଏଦ୍‌ପାନ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri