ସମ୍ବଲପୁର

ଶିଶୁ କନ୍ୟାଙ୍କୁ ବୋରୱେଲରେ ଫୋପାଡ଼ିଥିବା ମା’ଙ୍କ ପରିଚୟ ମିଳିଲା

ସମ୍ବଲପୁର,୨।୧: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲରିପାଲିର ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଏକ ଶିଶୁ କନ୍ୟାଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାଙ୍କ ମା’ଙ୍କ ପରିଚୟ ମିଳିଛି। ସମ୍ବଲପୁର ଏସ୍‌ପି ଏହି...

ନୂଆବର୍ଷରେ ରୁପା ପରଭା, ଛତରରେ ସଜ୍ଜିତ ହେଲେ ମା’ ସମଲେଶ୍ୱରୀ

ସମ୍ବଲପୁର,୧ା୧(ବି.ଶଙ୍କର): ନୂଆବର୍ଷକୁ ଦୃଷ୍ଟିରେ ରଖି ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଭକ୍ତଙ୍କ ଦର୍ଶନ ନିମନ୍ତେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମା’ଙ୍କ ସ୍ଥିର ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୫ଟାରେ ମଙ୍ଗଳ ଆଳତି ଶେଷ ପରେ ସକାଳ...

ରୋହିତ ସମ୍ବଲପୁରମୁହାଁ, ପ୍ରସନ୍ନଙ୍କ ଆଖି ରେଢ଼ାଖୋଲ

ସମ୍ବଲପୁର,୧।୧(ଭବାନୀ ଶଙ୍କର ଭୋଇ): ବିଜେଡିର ରୋହିତ ପୂଜାରୀ ରେଢ଼ାଖୋଲ ବିଧାନସଭା ଆସନରୁ ଗତ ଦୁଇଟି ନିର୍ବାଚନରେ ବିଜୟୀ ହେବା ସହ ସରକାରୀ ଦଳର ଉପମୁଖ୍ୟ ସଚେତକ ଏବଂ ପରେ ଶିକ୍ଷାମନ୍ତ୍ରୀ ଭାବେ କିଛିଦିନ ଦାୟିତ୍ୱ ତୁଳାଇଥିଲେ। ତାଙ୍କ ବିରୋଧରେ ସମ୍ଭବତଃ...

ଆତସବାଜିରେ ଆକାଶ ରଙ୍ଗୀନ

ସମ୍ବଲପୁର,୩୧ା୧୨(ପ୍ରମୋଦ ବହିଦାର): ନବବର୍ଷକୁ ସ୍ବାଗତ ପାଇଁ ସମ୍ବଲପୁରର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହୋଇଛି ଜିରୋନାଇଟ୍‌ ସେଲିବ୍ରେସନ। ସମ୍ବଲପୁର ସହରର ବିଭିନ୍ନ ହୋଟେଲ, କ୍ଲବ ଆଦିରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ଏନେଇ ହୋଟେଲ୍‌ ଓ କ୍ଲବ ଗୁଡ଼ିକରେ ରଙ୍ଗବେରଙ୍ଗ ଆଲୋକ, ବେଲୁନ୍‌...

କୌଶଳ ରଥର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର,୩୧।୧୨(ଭବାନୀ ଶଙ୍କର ଭୋଇ): ଓଡ଼ିଶାର ଯୁବପିଢ଼ିଙ୍କୁ ମାଗଣାରେ ଡିଜିଟାଲ ଶିକ୍ଷା ଏବଂ ସେମାନଙ୍କ ମଧ୍ୟରେ ଡିଜିଟାଲ କାରବାରକୁ ବୃଦ୍ଧି କରାଯିବ। ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣରେ ଯୁବପିଢ଼ିଙ୍କ ସାମର୍ଥ୍ୟକୁ ବିକଶିତ କରିବା ଲକ୍ଷ୍ୟ ରହିଛି ବୋଲି କେନ୍ଦ୍ର ଶିକ୍ଷା...

କୁଦୋପାଲି ହେବ ଦେଶର ପ୍ରମୁଖ ତୀର୍ଥକ୍ଷେତ୍ର

ସମ୍ବଲପୁର,୩୧ା୧୨(ପ୍ରମୋଦ ବହିଦାର)ଓଡ଼ିଆ ଜାତି ବୀର ପୁରୁଷଙ୍କ ଜାତି। ଏହି ଜାତି କଦାପି ପରାଧୀନତାକୁ ସ୍ବୀକାର କରେ ନାହିଁ। ବୀର ସୁରେନ୍ଦ୍ର ସାଏ ଓ ଛବିଳ ସାଏଙ୍କ ବଳିଦାନ ଏହାର ଜ୍ୱଳନ୍ତ ଉଦାହରଣ। ସେମାନେ ଆମ ପାଇଁ ଚିର ସ୍ମରଣୀୟ ହୋଇ...

ଚାଷୀଙ୍କୁ ୧୧ ହଜାର ବିଦ୍ୟୁତ୍‌ ବିଲ୍‌

ସମ୍ବଲପୁର,୨୮ା୧୨ (ଭବାନୀ ଶଙ୍କର ଭୋଇ): ଯୁଯୁମୁରା ବ୍ଲକର କବରାପାଲିଠାରେ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ହେବାର ଦୁଇବର୍ଷ ପରେ ବି ଚାଷୀଙ୍କ କ୍ଷେତକୁ ପାଣି ମୁନ୍ଦାଏ ପହଞ୍ଚିପାରି ନାହିଁ। ହେଲେ ଦୁଇବର୍ଷରେ ୧୧ ହଜାର ଟଙ୍କାର ବିଜୁଳି ବିଲ ଚାଷୀଙ୍କ...

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ଯୁବକଙ୍କ ଜୀବନ, ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ରେଢ଼ାଖୋଲ,୨୭ା୧୨(ଅଚ୍ୟୁତାନନ୍ଦ ପୁରୋହିତ): ରେଢ଼ାଖୋଲ ସହର ଉପକଣ୍ଠସ୍ଥ ୫୫ ନଂ ଜାତୀୟ ରାଜପଥର ଏକ ରେଷ୍ଟୁରାଣ୍ଟ ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଦ୍ବୟ ହେଲେ ରେଢ଼ାଖୋଲ ସହର ଖନ୍ଦାଢିପର...

ଜାନୁୟାରୀରୁ ରାଶନ ବଣ୍ଟନ ବନ୍ଦ କରିବେ ଡିଲର

ସମ୍ବଲପୁର,୨୫।୧୨ (ଭବାନୀ ଶଙ୍କର ଭୋଇ): କରୋନା ଆରମ୍ଭରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ବଣ୍ଟନ କରିଥିବା ରାଶନ ବାବଦରେ ସରକାରୀ ନିଯୁକ୍ତ ଡିଲରମାନଙ୍କୁ କମିଶନ ମିଳି ନ ଥିବା ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ସମ୍ବଲପୁର ଜିଲା ସରକାରୀ...

ସମ୍ବଲପୁରରେ ଆସାମ ମୁଖ୍ୟମନ୍ତ୍ରୀଙ୍କ ପରିବାର: ପରିଦର୍ଶନ କଲେ ବେଜବରୁଆଙ୍କ ସାଧନାପୀଠ

ସମ୍ବଲପୁର,୨୧ା୧୨(ପ୍ରମୋଦ ବହିଦାର): ସମ୍ବଲପୁରଠାରେ ଥିବା ଅହମିଆ କବି ଲକ୍ଷ୍ମୀକାନ୍ତ ବେଜବରୁଆଙ୍କ ବାସଗୃହ ଓ ସାହିତ୍ୟ ସାଧନା ପୀଠକୁ ଗୁରୁବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପରିବାର ସଦସ୍ୟ ପରିଦର୍ଶନ କରିଛନ୍ତି। ଏଥିରେ ତାଙ୍କ ମା’ ମ୍ରିଣାଳିନୀ ଦେବୀ, ଜ୍ୟେଷ୍ଠଭ୍ରାତା ଦିଗନ୍ତ...

କଂଗ୍ରେସ ନେତ୍ରୀ ନିଖତଙ୍କ ଆତ୍ମହତ୍ୟା ଉଦ୍ୟମ

ସମ୍ବଲପୁର,୨୧।୧୨(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଗତ ୧୬ତାରିଖରେ ଘଟିଥିବା ଗଣ୍ଡଗୋଳ ଘଟଣାର ଭିନ୍ନ ମୋଡ ନେଇଛି। ରାଜ୍ୟ ସଂଖ୍ୟାଲଘୁ ସେଲର ସାଧାରଣ ସମ୍ପାଦିକା ନିଖତ ପରବିନ ମାନସିକ ଚାପରେ ଗୁରୁବାର ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ...

ଗିରଫ ହୋଇ ଜାମିନ୍‌ରେ ଆସିଥିଲେ, ଏବେ  ଘରେ ଭିଜିଲାନ୍ସ ଚଢ଼ାଉ 

ସମ୍ବଲପୁର,୧୯।୧୨: ସମ୍ବଲପୁରରେ ଜାଲ ଘର ନକ୍ସା ଦେବା  ମାମଲାରେ ଗିରଫ ହୋଇଥିବା ପ୍ଲାନିଂ ମେମ୍ବର ବନ୍ଦିତା ମିଶ୍ର, କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ  ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚାଲିଛି । ପୂର୍ବରୁ ଜାଲ ଘର ନକ୍ସା ଦେବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri