ସମ୍ବଲପୁର

ପାଣି ଡେକ୍‌ଚିରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ରେଢ଼ାଖୋଲ,୧୯ା୧୦(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ପାଣି ଡେକ୍‌ଚିରେ ପଡ଼ି ୨ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନ ମୁତାବକ, ରେଢ଼ାଖୋଲ ସହର ଦେହୁରିସାହିର ବିବେକା ବେଉରାଙ୍କ ୨ବର୍ଷର ଶିଶୁକନ୍ୟା...

ଲକ୍ଷ୍ମୀଡୁଙ୍ଗୁରୀରେ ଟନେଲ ନିର୍ମାଣରେ ବିଳମ୍ବ

ସମ୍ବଲପୁର,୮ା୧୦(ଶୁଭାଶିଷ ପାଢ଼ୀ)୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ସହର ମଧ୍ୟସ୍ଥ ଲକ୍ଷ୍ମୀଡୁଙ୍ଗୁରୀ, ରେମେଡ ଓ ପିସି ବ୍ରିଜ୍‌ ନିକଟରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହିସବୁ ସ୍ଥାନକୁ ପରିବହନ ବିଭାଗ ପକ୍ଷରୁ ବ୍ଲାକ୍‌ସ୍ପଟ୍‌ ଭାବେ ଚିହ୍ନଟ କରାଯାଇଛି।...

କାନ୍ଥ ଭାଙ୍ଗି ବୋହି ନେଲେ

କୁଚିଣ୍ଡା,୬ା୧୦(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ତୁରେଇ ଗ୍ରାମର ଏକ ତେଜରାତି ଦୋକାନରୁ ଚୋରି ଅଭିଯୋଗରେ ପୋଲିସ ତୁରେଇ ଗୁର୍ଲୁଗୁଡାର ଝୁନୁ ନାଏକଙ୍କୁ ଗିରଫ କରିଛି। ପୋଲିସ ଗୁରୁବାର ତାଙ୍କୁ କୁଚିଣ୍ଡା ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରିଛି। ଜାମିନ...

୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ

ନାକଟିଦେଉଳ,୬ା୧୦(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ଗ୍ରା.ପ. ଅନ୍ତର୍ଗତ କଞ୍ଚନପୁର ଗ୍ରାମକୁ ୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ ରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିନାହିଁ। ଫଳରେ ପାଣି ପାଇଁ...

ଆସୋସିଏଟ୍‌ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର

ସମ୍ବଲପୁର,୫ା୧୦(ଶୁଭାଶିଷ ପାଢ଼ୀ): ସମ୍ବଲପୁର ବୁର୍ଲା ଭିସୁଟ୍‌ର କମ୍ପ୍ୟୁଟର ଆପ୍ଲିକେସନ ବିଭାଗ ଆସୋସିଏଟ୍‌ ପ୍ରଫେସର ସସ୍ମିତା କୁମାରୀ ପାଢୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଭିସୁଟ୍‌ କର୍ତ୍ତୃପକ୍ଷ ଏ ନେଇ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ପ୍ରଫେସର ପାଢ଼ୀଙ୍କ ନାମରେ...

ବିଦ୍ୟୁତ୍‌ ସମସ୍ୟା: ୬ ସ୍କୁଲର ୧୨ଶହ ସେବାଶ୍ରମ ଛାତ୍ରୀଛାତ୍ର ହନ୍ତସନ୍ତ

ଜମନକିରା,୫।୧୦ (ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବିଦ୍ୟୁତ୍‌ ସେକ୍ସନ ଅଧୀନ ୬ ସ୍କୁଲରେ ବିଦ୍ୟୁତ୍‌ ଯୋଗାଣରେ ସମସ୍ୟା ଯୋଗୁ ପ୍ରାୟ ୧୨ଶହରୁ ଅଧିକ ଅନ୍ତେବାସୀ ପିଲା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକର...

ବିଧାନସଭାରେ ଉଠିଲାନି ଓଏସ୍‌ଓୟୁ ପ୍ରସଙ୍ଗ

ସମ୍ବଲପୁର,୫।୧୦(ଶୁଭାଶିଷ ପାଢ଼ୀ): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍‌ଓୟୁ) ବନ୍ଦ ହେବାକୁ ଯାଉଥିବା ବେଳେ ଓଏସ୍‌ଓୟୁ ବଞ୍ଚାଓ ଅଭିଯାନ ଓ ପ୍ରାୟ ୭୦ ସାମାଜିକ ଅନୁଷ୍ଠାନ ବିଭିନ୍ନ ଉପାୟରେ ପ୍ରତିବାଦ କରିଛନ୍ତି। ପଶ୍ଚିମ ଓଡ଼ିଶା ସମେତ ସମଗ୍ର ରାଜ୍ୟର ଛାତ୍ରୀଛାତ୍ର...

ହିଟ୍‌ ଆଣ୍ଡ ରନ୍‌: ଅଜଣା ଗାଡି ଧକ୍କାରେ ୨ମୃତ

କୁଚିଣ୍ଡା,୪।୧୦(ବିରଞ୍ଚି ଦର୍କା): କୁଚିଣ୍ଡା ଥାନା ଅନ୍ତର୍ଗତ ପାରୁଆଭାଡି ପଞ୍ଚାୟତ ଅଫିସ ସମ୍ମୁଖରେ ବୁଧବାର ଭୋର ପ୍ରାୟ ୫ଟା ସମୟରେ ଅଜଣା ଗାଡି ଧକ୍କାରେ ୨ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ପଣ୍ଡରିକଟା ଗ୍ରାମର ଦଧି ଦର୍କା(୭୦) ଓ ପାରୁଆଭାଡି...

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ୩ ନୂଆ ପାଠ୍ୟକ୍ରମ ଖୋଲିବ

ସମ୍ବଲପୁର, ୨।୧୦(ଶୁଭାଶିଷ ପାଢ଼ୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏବେ ତିନୋଟି ବିଷୟରେ ନୂତନ ପୋଷ୍ଟ ଗ୍ରାଜୁଏଟ (ପିଜି) ପାଠ୍ୟକ୍ରମ ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶିକ୍ଷା, ବାଣିଜ୍ୟ ଏବଂ ସଂସ୍କୃତରେ ପିଜି ପାଠ୍ୟକ୍ରମ ପ୍ରବର୍ତ୍ତନ ପାଇଁ...

ବାଚସ୍ପତିଙ୍କୁ ଅସମ୍ମାନ କରାଯାଇଛି : ବିଜେଡି

ସମ୍ବଲପୁର,୧।୧୦(ଶୁଭାଶିଷ ପାଢ଼ୀ): ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ଭାଜପା ବିଧାୟକଙ୍କ ବିରୋଧରେ ପ୍ରତିବାଦ କରୁଛି ବିଜେଡି। ଏ ନେଇ ସମ୍ବଲପୁର ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇ ସମ୍ପୃକ୍ତ ବିଧାୟକଙ୍କ ଆଚରଣକୁ ନିନ୍ଦା କରାଯାଇଛି। ବିଜେଡି କର୍ମକର୍ତ୍ତାମାନେ ଦର୍ଶାଇଥିଲେ,...

ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ପୂର୍ଣ୍ଣ

ସମ୍ବଲପୁର,୩୦ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ଶୁକ୍ରବାର ପୂର୍ଣ୍ଣ ହୋଇଛି। ସର୍ବାଧିକ ୬୩୦ ଫୁଟ୍‌ ଜଳସ୍ତର କ୍ଷମତା ପୂରା ହୋଇଛି। ପ୍ରତିବର୍ଷ ସେପ୍ଟେମ୍ବର ଶେଷ ବେଳକୁ ଡ୍ୟାମ୍‌ରେ ଜଳସ୍ତର ଏଭଳି ରହିଥାଏ। ଶୁକ୍ରବାରଠାରୁ ପଶ୍ଚିମ ଓଡ଼ିଶା...

ଗୋପୀଙ୍କୁ ସଙ୍କୁଚିତ, ହେମନ୍ତଙ୍କୁ ପ୍ରୋତ୍ସାହନ

ସମ୍ବଲପୁର,୨୯ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ବିଜେଡିର ନୂତନ କମିଟି ଗଠନ କରାଯାଇଛି। ରେଢ଼ାଖୋଲ ବିଧାନସଭାର ମାନେଶ୍ୱର ବ୍ଲକ ସଭାପତି ଭାବେ ପୁଣିଥରେ ବରିଷ୍ଠ ନେତା ଗୋପୀରଞ୍ଜନ ବେହେରାଙ୍କୁ ନିଯୁକ୍ତ କରାଯାଇଛି। ଜିଲାର ୯ ଗୋଟି ବ୍ଲକ୍‌ ଓ ମହାନଗର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri