ସମ୍ବଲପୁର

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ

ରେଢ଼ାଖୋଲ,୨୮ା୯(ଅଚ୍ୟୁତାନନ୍ଦ ପୁରୋହିତ): ରେଢ଼ାଖୋଲ ବ୍ଲକ ଲୁହାପଙ୍କ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦୀନବନ୍ଧୁ ପ୍ରଧାନ (୫୪)ଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁଟାସିଂହା ଗ୍ରାମର ଅଶ୍ବିନୀ ବଘାର (୨୭) ଓ ମହେଶ ବଘାର (୨୫)।...

୬ମାସ ହେଲା ପାଇପ୍‌ ଫାଟି ଭାସୁଛି ପାଣି, ଅଭିଯୋଗ କଲେ ସୁଦ୍ଧା ପଦକ୍ଷେପ ଶୂନ

ରାଉରକେଲା,୨୮ା୯(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ପାନପୋଷ ରେଲଓ୍ବେ ଷ୍ଟେଶନ ଗାନ୍ଧୀଛକ ରାସ୍ତାରେ ଦୀର୍ଘ ୬ମାସ ହେଲା ପାଇପ୍‌ ଫାଟି ପାନୀୟ ଜଳ ନଷ୍ଟ ହେଉଛି। ଏ ନେଇ ଛକର ବ୍ୟବସାୟୀମାନେ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା ମରାମତି ଦିଗରେ ନା...

ବଢ଼ିଲା ସଭ୍ୟ ସଂଖ୍ୟା, ମହିଳାଙ୍କୁ ଉପେକ୍ଷା

ସମ୍ବଲପୁର,୨୮ା୯(ଶୁଭାଶିଷ ପାଢ଼ୀ): ବିଧାୟକ ରୋହିତ ପୂଜାରୀ ସମ୍ବଲପୁର ଜିଲା ସଭାପତି ଭାବେ ଘୋଷଣା ହେବାର ଦିନକ ପରେ ବୁଧବାର ନୂତନ ଜିଲା କମିଟି ତାଲିକା ପ୍ରକାଶ ପାଇଛି। ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ...

ପାଣିମୁରା, ଗିରିଶ୍ଚନ୍ଦ୍ରପୁର ଏଏନ୍‌ଏମ୍‌ ସବ୍‌ସେଣ୍ଟର: ଖାଲିପଡ଼ିଛି ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ

ନାକଟିଦେଉଳ,୨୮ା୯(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକର ଆଦିବାସୀ ଅଧ୍ୟୁଷିତ ପାଣିମୁରା ଓ ଗିରିଶ୍ଚନ୍ଦ୍ରପୁର ଏଏନ୍‌ଏମ୍‌ ସବ୍‌ସେଣ୍ଟରରେ ଦେଢବର୍ଷ ହେଲା ମହିଳା ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। ଏପରି କି ପାଣିମୁରା ସେଣ୍ଟରର ନିଜସ୍ବ ଗୃହ ଖଣ୍ଡିଏ ମଧ୍ୟ ନାହିଁ। ଫଳରେ ଗର୍ଭବତୀ...

ବନ୍ଦ  ହେଲା ହୀରାକୁଦର ୪ ଗେଟ୍‌ 

ସମ୍ବଲପୁର ୨୬।୯: ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ ବନ୍ଦ ହୋଇଛି । ବର୍ତ୍ତମାନ ୧୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ବାମ ପାଶର୍‌ବରେ ୬ଟି ଏବଂ ଡାହାଣ ପାଶର୍‌ବରେ ୪ଟି ଗେଟ ଦେଇ ଜଳ ନିଷ୍କାସନ...

ବର୍ଷାରେ ଭାଙ୍ଗିଲା ଘର: ସମ୍ପର୍କୀୟଙ୍କ ଘରେ ଆଶ୍ରୟ

କୁଚିଣ୍ଡା,୨୫ା୯(ବିରଞ୍ଚି ଦର୍କା): ଲଗାଣ ବର୍ଷାରେ ସମ୍ବଲପୁର ଜିଲା କୁଚିଣ୍ଡା ତହସିଲ କୁନ୍ତରା ଗ୍ରାମର ଦଶରଥ ଭଇଁଷାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଘଟଣା ଦିନରେ ଘଟିଥିବା ବେଳେ ସୌଭାଗ୍ୟ ବଶତଃ ପରିବାର ଲୋକେ ବର୍ତ୍ତିଯାଇଛନ୍ତି। ଅନ୍ୟପକ୍ଷେ ପରିବାର ଲୋକେ ଅସହାୟ ଅବସ୍ଥାରେ...

ସଫଳ ପିଜୁଳି ଚାଷୀ କୁଅଁର ଦମ୍ପତି, କରୁଛନ୍ତି ଲକ୍ଷାଧିକ ଟଙ୍କା ଆୟ

ସମ୍ବଲପୁର,୨୩ା୯ (ଶୁଭାଶିଷ ପାଢ଼ୀ): ଦୃଢ଼ ଇଚ୍ଛାଶକ୍ତି ଥିଲେ ସଫଳତା ମିଳେ। ସଂଘର୍ଷ କରି ଏଭଳି ସଫଳତା ପାଇଛନ୍ତି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଫଟାମୁଣ୍ଡା ଗାଁର ଚାଷୀ ଦମ୍ପତି ଯଜ୍ଞଶିନୀ କୁଅଁର ଓ ସ୍ବାମୀ ମହେନ୍ଦ୍ର। ଏମାନେ ପିଜୁଳି ଚାଷ...

ହୀରାକୁଦର ୨୪ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୪।୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ର ୨୪ ଗେଟ୍‌ ଦେଇ  ବନ୍ୟାଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦର ଉପରମୁଣ୍ଡରେ ବର୍ଷା ଲାଗିରହିଥିବାରୁ ଜଳ ଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବବେଳେ ବର୍ତ୍ତମାନ ଏହା...

ଚିତ୍ରଶିଳ୍ପୀ ପଦ୍ମନାଭଙ୍କ ପରଲୋକ

ସମ୍ବଲପୁର,୨୩ା୯(ବି.ଶଙ୍କର): ସାରଳା ପୁରସ୍କାରପ୍ରାପ୍ତ ବିଶିଷ୍ଟ ଚିତ୍ରଶିଳ୍ପୀ ପଦ୍ମନାଭ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଶୁକ୍ରବାର ସକାଳେ ପରଲୋକ ହୋଇଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି। ପୁତ୍ର ସିଦ୍ଧାର୍ଥ ମୁଖାଗ୍ନି...

ପୁଣି ଜିଲା ବିଜେଡି ମଙ୍ଗ ସମ୍ଭାଳି ପାରନ୍ତି ରୋହିତ

ସମ୍ବଲପୁର,୨୨ା୯ (ଶୁଭାଶିଷ ପାଢୀ): ସମ୍ବଲପୁର ଜିଲା ବିଜେଡି ସଙ୍ଗଠନରେ ପରିବର୍ତ୍ତନ ହେବା ନେଇ ପ୍ରାୟ ୫ ମାସ ହେବ ଆଲୋଚନା ହେଉଛି। ଏପରିକି ଜିଲା ଓ ରାଜ୍ୟସ୍ତରର ନେତାଙ୍କ ମଧ୍ୟରେ ବାରମ୍ବାର ବୈଠକ ହେଉଛି। ହେଲେ ନିଷ୍କର୍ସ ବାହାରି ପାରୁ...

ଧାର୍ଯ୍ୟ ଲଗ୍ନରେ ମା’ଙ୍କୁ ଲାଗିହେଲା ନବାନ୍ନ

ସମ୍ବଲପୁର,୨୧। ୯ (ଶୁଭାଶିଷ ପାଢ଼ୀ) ପଶ୍ଚିମ ଓଡ଼ିଶାବାସୀ ବୁଧବାର ଧୁମ୍‌ଧାମ୍‌ରେ ନୂଆଁଖାଇ ପାଳିଛନ୍ତି। ପ୍ରତି ଜିଲାରେ ନିଜ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ପରେ ପରିବାର ଏକାଠି ହୋଇ ନୂଆଁ ଖାଇଥିଲେ। ପଶ୍ଚିମ ଓଡ଼ିିଶା ଅନ୍ତର୍ଗତ ନୂଆପଡ଼ା ଜିଲାର ଟାନୱାଟ...

ନାବାଳିକାଙ୍କୁ ଅସଦାଚରଣ: ଜେଲ ଗଲେ ଅଭିଯୁକ୍ତ

ଜମନକିରା,୧୮ା୯ (ରବୀନ୍ଦ୍ର ପ୍ରସାଦ ଦାନି): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭଗୀୟ ହାଜତକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri