ସମ୍ବଲପୁର

ନୂଆଁଖାଇ ପରଦିନ ଏସବୁ ସ୍ଥାନରେ ଛୁଟି

ସମ୍ବଲପୁର,୧୮।୯: ନୂଆଁଖାଇ ପାଇଁ ମା’ ସମଲେଶ୍ୱରୀଙ୍କ ପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ତେବେ ନୂଆଁଖାଇ ପରଦିନ ତଥା ଆସନ୍ତା ୨୧ ତାରିଖକୁ ସମ୍ବଲପୁର ଆରଡିସି ସ୍ଥାନୀୟ ଛୁଟି ଘୋଷଣା କରିଛନ୍ତି । ସ୍ଥାନୀୟ ଜନ ସମୁଦାୟଙ୍କ ଦାବି ଅନୁସାରେ ଆରଡିସି...

ଫୁଲବତୀଙ୍କ ଅଫୁଟା ଭବିଷ୍ୟତ

ସମ୍ବଲପୁର,୧୮ା୯(ଶୁଭାଶିଷ ପାଢ଼ୀ): ପିଲା ଜନ୍ମ ହେଲେ ମା’ବାପା ନାମକରଣ କରନ୍ତି। ଭଗବାନ ଓ ଶୁଭସୂଚନା ଦେଉଥିବା ନାମ ରଖିଲେ ନାମକରଣ ଅନୁସାରେ କାର୍ଯ୍ୟରେ ସଫଳତା ମିଳିଥାଏ, ଜୀବନ ସୁଗମ ହୋଇଥାଏ ବୋଲି ଆଶା ରହିଥାଏ। ହେଲେ ନାମକରଣ ଅନୁସାରେ ଜୀବନରେ...

ବାଚସ୍ପତି ନିର୍ବାଚନ ବର୍ଜନ କରିବ ଭାଜପା: ନାଉରୀ

ସମ୍ବଲପୁର,୧୬ା୯ (ଶୁଭାଶିଷ ପାଢ଼ୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ପରଦିନ ଅର୍ଥାତ୍‌ ସେପ୍ଟେମ୍ବର ୨୧ରେ ସରକାର ବିଧାନସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି। ଭାବାବେଗ ସହିତ ଜଡିତ ଏହି ପର୍ବକୁ ଲୋକେ ଉତ୍ସାହର ସହ...

ଡିସ୍‌ଚାର୍ଜ ପିଟିଶନ ଖାରଜ, ଚାର୍ଜଫ୍ରେମ ଦାଖଲ

ସମ୍ବଲପୁର,୧୫ା୯(ଶୁଭାଶିଷ ପାଢ଼ୀ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ଗୁରୁବାର ଝାରସୁଗୁଡ଼ା ଅତିରିକ୍ତ ଜିଲା ଜଜ୍‌କୋର୍ଟରେ ଅଭିଯୁକ୍ତ ବହିଷ୍କୃତ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କୁ ହାଜର କରାଯାଇଥିଲା। କୋର୍ଟରେ ପୂର୍ବରୁ ଆବେଦନ କରାଯାଇଥିବା ଡିସ୍‌ଚାର୍ଜ ପିଟିଶନ ଉପରେ ଶୁଣାଣି...

ହୀରାକୁଦରୁ ଖୋଲିଲା ୧୪ ଗେଟ୍‌

ସମ୍ବଲପୁର,୧୪ା୯(ଶୁଭାଶିଷ ପାଢ଼ୀ): ହୀରାକୁଦର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଡ୍ୟାମ୍‌କୁ ଜଳପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ଫୁଟ୍‌ ରହିଥିବା ବେଳେ ଏବେ ଜଳସ୍ତର ୬୨୮.୫୮ଫୁଟ୍‌ରେ ପହଞ୍ଚିଛି। ଜଳସ୍ତର ବୃଦ୍ଧି ଯୋଗୁ ଗେଟ୍‌ ଖୋଲିବା ସଂଖ୍ୟା ବୃଦ୍ଧି...

ଟ୍ରେଲର-ହାଇଓ୍ବା ଧକ୍କା: ଚାଲିଗଲା ୨ ଡ୍ରାଇଭରଙ୍କ ଜୀବନ

ଜମନକିରା,୧୪ା୯(ରବୀନ୍ଦ୍ର ପ୍ରସାଦ ଦାନି): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅଧୀନ ୫୩ ନମ୍ବର ଜାତୀୟ ରାଜପଥରରେ ଗୁରୁବାର ଏକ ହାଇୱା (ଓଡ଼ି୧୫ଡବ୍ଲ୍ୟୁ-୫୦୪୩) ଏବଂ ଟ୍ରେଲର (ଆର୦୪ଜିଏ-୫୬୨୬) ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗାଡ଼ି ଚାଳକଙ୍କ...

ମହାନଦୀକୁ ଡେଇଁପଡ଼ିଲେ ଯୁବତୀ

ସମ୍ବଲପୁର,୧୪ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଟାଉନ ଥାନା ଚାଉଁରପୁର ମହାନଦୀ ବ୍ରିଜ୍‌ ଉପରୁ ଡେଇଁ ଗୁରୁବାର ଜଣେ ଯୁବତୀ ନିଖୋଜ ହୋଇଯାଇଛନ୍ତି। ସନ୍ଧ୍ୟା ପର୍ଯ୍ୟନ୍ତ ଓଡ୍ରାଫ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ମଧ୍ୟ ତାଙ୍କ ପତ୍ତା ମିଳିପାରି ନାହିଁ। ପ୍ରତ୍ୟକ୍ଷଦର୍ଶୀ...

ସମୟ ଗଡୁଛି, ସରୁନି କାମ

ସମ୍ବଲପୁର,୧୨ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଦୁର୍ଗାପାଲି ରେଲୱେ ଫାଟକ ଉପରେ ବ୍ରିଜ୍‌ ନିର୍ମାଣ କାମ ପ୍ରାୟ ୪ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା। ଧାର୍ଯ୍ୟ ସମୟ ବିତିଯାଇଥିଲେ ମଧ୍ୟ କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାକୁ ନେଇ ଅସନ୍ତୋଷ ଦେଖାଦେଇଛି। ସମ୍ବଲପୁର ସହରକୁ...

ଆନ୍ଦୋଳନରେ ପ୍ରାଥମିକ ଶିକ୍ଷକ

କୁଚିଣ୍ଡା,୧୧ା୯(ବିରଞ୍ଚତ୍ ଦର୍କା): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ କୁଚିଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ୩ଦଫା ଦାବିରେ ସୋମବାର କୁଚିଣ୍ଡା ବିଇଓ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ବ୍ଲକ ସଭାପତି ପ୍ରଶାନ୍ତ କୁମାର ଦାଶଙ୍କ ନେତୃତ୍ୱରେ...

ଅନ୍ଧାରି ମୁଲକରେ ଆଲୋକବର୍ତ୍ତିକା ବର୍ଷା

ସମ୍ବଲପୁର,୯ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତର ବାବୁପାଲି ଏକ ରାଜସ୍ବ ଗ୍ରାମ। ବଣଜଙ୍ଗଲ ଘେରା ଏହି ଗ୍ରାମରେ ପ୍ରାୟ ୧୨୦ ଆଦିବାସୀ ପରିବାର କାହିଁ କେଉଁ କାଳରୁ ବସବାସ କରିଆସୁଛନ୍ତି। ଗାଁଟି ସହରଠାରୁ ୧୦...

ଜଳପ୍ରପାତରେ ବୁଡି ନିଖୋଜ ଥିଲେ: ମିଳିଲା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ

କୁଚିଣ୍ଡା,୮ା୯(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ ମହୁଲପାଲି ଥାନା ଅଧୀନ ଗୁଦ୍‌ଗୁଦା ଜଳପ୍ରପାତରେ ବୁଡ଼ି ନିଖୋଜ ଥିବା ଆସିଷ୍ଟାଣ୍ଡ ମ୍ୟାନେଜରଙ୍କ ମୃତଦେହ ୨୪ଘଣ୍ଟା ପରେ ଶୁକ୍ରବାର ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ସାଇନଗର...

ଅଭିଯୋଗକାରୀ ପ୍ଲାନିଂ ଅଫିସର ଅଭିଯୁକ୍ତ

ସମ୍ବଲପୁର,୮ା୯(ଶୁଭାଶିଷ ପାଢ଼ୀ): ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍‌ଡିଏ) ଅଫିସରେ ଚାଲିଥିବା ଜାଲିଆତି ନେଇ ପ୍ଲାନିଂ ଅଫିସର ବନ୍ଦିତା ମହାପାତ୍ରଙ୍କ ଅଭିଯୋଗ ଆଧାରରେ ପୋଲିସ ଗତମାସ ୨୨ତାରିଖରେ ୨ କର୍ମଚାରୀଙ୍କ ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri