ସମ୍ବଲପୁର

ଆହାର କେନ୍ଦ୍ରକୁ ନେଇ ଆସିଲା ମନ୍ତ୍ରୀଙ୍କ ବଡ଼ ବୟାନ

ସମ୍ବଲପୁର,୩।୧୦ (ଭବାନୀଶଙ୍କର ଭୋଇ): ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଜେଲ୍‌ ଛକ ସ୍ଥିତ ସାର୍ବଜନୀନ ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ। ସାଧାରଣ ଲୋକଙ୍କ ସହିତ ଧାଡିରେ ଛିଡା ହୋଇ ଟୋକନ କ୍ରୟ...

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ...

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ ପୂର୍ବରୁ ରହିଥିବା ଏକ ବାଘୁଣି ସହିତ ପୃଥକ କୋଠରିରେ ରଖାଯାଇଛି। ନୂତନ...

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର...

ଜିଲା ଭାଜପା ସଭାପତିଙ୍କୁ କୋଣଠେସା: ହେଉଛି ଚର୍ଚ୍ଚା

ସମ୍ବଲପୁର, ୨୯। ୯(ଭବାନୀ ଶଙ୍କର ଭୋଇ): ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ଏମ୍‌ପି ବୈଜୟନ୍ତ ପଣ୍ଡା ଶନିବାର ସମ୍ବଲପୁର ଗସ୍ତରେ ଆସି ସଦସ୍ୟତା ଅଭିଯାନରେ ସାମିଲ ହୋଇଥିଲେ। ସମ୍ବଲପୁର ହାଟପଡ଼ା, ଜେଲଛକ ଆଦି ସ୍ଥାନରେ ସ୍ଥାନୀୟ ଲୋକଙ୍କୁ ଅନଲାଇନ୍‌ରେ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସମ୍ବଲପୁର ସ୍ବତନ୍ତ୍ର ପୋକ୍‌ସୋ ଫାଷ୍ଟଟ୍ରାକ୍‌ କୋର୍ଟ ଅତିରିକ୍ତ ଜିଲାଜଜ୍‌...

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ ଭାବେ ଏକ ଉଦାହରଣ ସୃଷ୍ଟି କରିବ ବୋଲି କହିଛନ୍ତି ପ୍ରଫେସର ମହାଦେବ ଜୟସ୍ବାଲ।...

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୧୯ା୯(ଉତ୍ତମ କୁମାର ଦାଶ): ଭବାନୀପାଟଣାର ସୁପରିଚିତ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ବଲାଙ୍ଗୀରରେ ଏକ ସମ୍ବଲପୁରୀ ଆଲବମ୍‌ ଶୁଟିଂ କରିବାକୁ ଯାଇ ସେଠାରେ ଅସୁସ୍ଥତା ଅନୁଭବ...

ଜିଏସ୍‌ଟି ପଇଠରେ ଅନିୟମିତତା: ହୋଲସେଲ୍‌ ଲୁଗା ଗୋଦାମରେ ବଡ଼ ଧରଣର ଚଢାଉ

ସମ୍ବଲପୁର,୧୩।୯(ପ୍ରମୋଦ ବହିଦାର): ସମ୍ବଲପୁର କମଲିବଜାରରେ ଥିବା ପାଇକାରୀ(ହୋଲସେଲ) ଲୁଗା ଗୋଦାମରେ ଶୁକ୍ରବାର ଜିଏସ୍‌ଟି ଚଢ଼ାଉ ହୋଇଛି। ଉକ୍ତ ଲୁଗା ହୋଲସେଲର ପକ୍ଷରୁ ଜିଏସ୍‌ଟି ପଇଠ ଓ ଜିଏସ୍‌ଟି ସମ୍ବନ୍ଧିୟ ଅନ୍ୟାନ୍ୟ କାଗଜପତ୍ରରେ ଅନିୟମିତତା ଥିବା ସନ୍ଦେହରେ ଏହି ଚଢ଼ାଉ ହୋଇଥିବା...

ସାଙ୍ଗର ଠେଙ୍ଗା ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ସମ୍ବଲପୁର,୧୩।୯(ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ରାସନପୁର ବାଙ୍କିଟିକ୍ରା ଗ୍ରାମରେ ସାଙ୍ଗର ଠେଙ୍ଗା ମାଡ଼ରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ମାନେଶ୍ବର ମିର୍ଗାମୁଣ୍ଡାର ସୂର୍ଯ୍ୟନାରାୟଣ ପାଣିଗ୍ରାହୀ(୪୮)l ମିଳିଥିବା ସୂଚନା ଅନୁଯାଇ ଗତ...

ଯାତ୍ରାରେ ଧାର୍ମିକ ଭାବନାକୁ ଆଘାତ ଅଭିଯୋଗ: ମଞ୍ଚରେ ଦର୍ଶକଙ୍କ ଭଙ୍ଗାରୁଜା, କଳାକାରଙ୍କୁ ଆକ୍ରମଣ

ସମ୍ବଲପୁର, ୧୧।୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦରଥାନା ଅନ୍ତର୍ଗତ ନକ୍ସାପାଲି ଠାରେ ଚାଲିଥିବା ଯାତ୍ରା ମଞ୍ଚକୁ ଚଢ଼ି ଦର୍ଶକଙ୍କ ଭଙ୍ଗାରୁଜା ସହ କଳାକାରଙ୍କୁ ଆକ୍ରମଣ କରାଯାଇଥିବା ଖବର ମିଳିଛି। ମଙ୍ଗଳବାର ସନ୍ଧ୍ଯାରେ ସ୍ଵର୍ଣ୍ଣ ମହଲ ଯାତ୍ରା ଦଳ ପକ୍ଷରୁ ନାଟକ...

ଧର୍ମେନ୍ଦ୍ରଙ୍କ ବିସ୍ଫୋରକ ବୟାନ, କହିଲେ ମଉଜ ପାଇ ନବୀନ-ପାଣ୍ଡିଆନ…

ସମ୍ବଲପୁର,୮।୯: ସମ୍ବଲପୁରରେ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ତେବେ ଏଥିରେ ସେ ସମ୍ବୋଧନ କରି କହିଛନ୍ତି, ଓଡ଼ିଆ ଅସ୍ମିତାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri