ଗୋଡ଼ାଇ ଗୋଡ଼ାଇ କାମୁଡିଲା କୁକୁର
କୁଚିଣ୍ଡା,୩ା୧୧(ବିରଞ୍ଚି ଦର୍କା): ଗତ କିଛିଦିନ ହେବ ବାମରା ଅଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୬ଜଣ ଆହତ ହୋଇଥିବାବେଳେ ୨ଜଣ ଗୁରୁତର ଅଛନ୍ତି। ବୁଧବାର ବାମରା (ମୁଣ୍ଡାଢିପା) ଗ୍ରାମର ଗିରିଧାରୀ ସାହୁ (୫୨) ଘରୁ ଯାଉଥିବା ସମୟରେ...
କୁଚିଣ୍ଡା,୩ା୧୧(ବିରଞ୍ଚି ଦର୍କା): ଗତ କିଛିଦିନ ହେବ ବାମରା ଅଞ୍ଚଳରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୬ଜଣ ଆହତ ହୋଇଥିବାବେଳେ ୨ଜଣ ଗୁରୁତର ଅଛନ୍ତି। ବୁଧବାର ବାମରା (ମୁଣ୍ଡାଢିପା) ଗ୍ରାମର ଗିରିଧାରୀ ସାହୁ (୫୨) ଘରୁ ଯାଉଥିବା ସମୟରେ...
ସମ୍ବଲପୁର,୨୬ା୧୦(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଗୋବିନ୍ଦତୋଲା ଡ୍ରାଇଭର କଲୋନୀରେ ରହୁଥିବା ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯୁଯୁମୁରା ବ୍ଲକ ବାର୍ଲେ ଗ୍ରାମର ସୋନାଲି ବେହେରା। ଧନୁପାଲିରେ ଏକ ସୁନା ଦୋକାନରେ କାର୍ଯ୍ୟ...
ରେଢ଼ାଖୋଲ,୧୯ା୧୦(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢ଼ାଖୋଲ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ପାଣି ଡେକ୍ଚିରେ ପଡ଼ି ୨ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନ ମୁତାବକ, ରେଢ଼ାଖୋଲ ସହର ଦେହୁରିସାହିର ବିବେକା ବେଉରାଙ୍କ ୨ବର୍ଷର ଶିଶୁକନ୍ୟା...
ସମ୍ବଲପୁର,୮ା୧୦(ଶୁଭାଶିଷ ପାଢ଼ୀ)୫୫ନଂ. ଜାତୀୟ ରାଜପଥର ସମ୍ବଲପୁର ସହର ମଧ୍ୟସ୍ଥ ଲକ୍ଷ୍ମୀଡୁଙ୍ଗୁରୀ, ରେମେଡ ଓ ପିସି ବ୍ରିଜ୍ ନିକଟରେ ଅଧିକାଂଶ ସମୟରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହିସବୁ ସ୍ଥାନକୁ ପରିବହନ ବିଭାଗ ପକ୍ଷରୁ ବ୍ଲାକ୍ସ୍ପଟ୍ ଭାବେ ଚିହ୍ନଟ କରାଯାଇଛି।...
କୁଚିଣ୍ଡା,୬ା୧୦(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ତୁରେଇ ଗ୍ରାମର ଏକ ତେଜରାତି ଦୋକାନରୁ ଚୋରି ଅଭିଯୋଗରେ ପୋଲିସ ତୁରେଇ ଗୁର୍ଲୁଗୁଡାର ଝୁନୁ ନାଏକଙ୍କୁ ଗିରଫ କରିଛି। ପୋଲିସ ଗୁରୁବାର ତାଙ୍କୁ କୁଚିଣ୍ଡା ଏସ୍ଡିଜେଏମ୍ କୋର୍ଟ ଚାଲାଣ କରିଛି। ଜାମିନ...
ନାକଟିଦେଉଳ,୬ା୧୦(ବୈକୁଣ୍ଠ ନାଥ ସାହୁ): ନାକଟିଦେଉଳ ବ୍ଲକ ଗିରିଶ୍ଚନ୍ଦ୍ରପୁର ଗ୍ରା.ପ. ଅନ୍ତର୍ଗତ କଞ୍ଚନପୁର ଗ୍ରାମକୁ ୩ମାସ ହେଲା ପାନୀୟଜଳ ଯୋଗାଣ ବନ୍ଦ ରହିଛି। ଏ ସମ୍ପର୍କରେ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁୁ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳିନାହିଁ। ଫଳରେ ପାଣି ପାଇଁ...
ସମ୍ବଲପୁର,୫ା୧୦(ଶୁଭାଶିଷ ପାଢ଼ୀ): ସମ୍ବଲପୁର ବୁର୍ଲା ଭିସୁଟ୍ର କମ୍ପ୍ୟୁଟର ଆପ୍ଲିକେସନ ବିଭାଗ ଆସୋସିଏଟ୍ ପ୍ରଫେସର ସସ୍ମିତା କୁମାରୀ ପାଢୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଭିସୁଟ୍ କର୍ତ୍ତୃପକ୍ଷ ଏ ନେଇ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ପ୍ରଫେସର ପାଢ଼ୀଙ୍କ ନାମରେ...
ଜମନକିରା,୫।୧୦ (ରବୀନ୍ଦ୍ର ପ୍ରସାଦ ଦାନି): ଜମନକିରା ବିଦ୍ୟୁତ୍ ସେକ୍ସନ ଅଧୀନ ୬ ସ୍କୁଲରେ ବିଦ୍ୟୁତ୍ ଯୋଗାଣରେ ସମସ୍ୟା ଯୋଗୁ ପ୍ରାୟ ୧୨ଶହରୁ ଅଧିକ ଅନ୍ତେବାସୀ ପିଲା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକର...
ସମ୍ବଲପୁର,୫।୧୦(ଶୁଭାଶିଷ ପାଢ଼ୀ): ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସ୍ଓୟୁ) ବନ୍ଦ ହେବାକୁ ଯାଉଥିବା ବେଳେ ଓଏସ୍ଓୟୁ ବଞ୍ଚାଓ ଅଭିଯାନ ଓ ପ୍ରାୟ ୭୦ ସାମାଜିକ ଅନୁଷ୍ଠାନ ବିଭିନ୍ନ ଉପାୟରେ ପ୍ରତିବାଦ କରିଛନ୍ତି। ପଶ୍ଚିମ ଓଡ଼ିଶା ସମେତ ସମଗ୍ର ରାଜ୍ୟର ଛାତ୍ରୀଛାତ୍ର...
କୁଚିଣ୍ଡା,୪।୧୦(ବିରଞ୍ଚି ଦର୍କା): କୁଚିଣ୍ଡା ଥାନା ଅନ୍ତର୍ଗତ ପାରୁଆଭାଡି ପଞ୍ଚାୟତ ଅଫିସ ସମ୍ମୁଖରେ ବୁଧବାର ଭୋର ପ୍ରାୟ ୫ଟା ସମୟରେ ଅଜଣା ଗାଡି ଧକ୍କାରେ ୨ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ପଣ୍ଡରିକଟା ଗ୍ରାମର ଦଧି ଦର୍କା(୭୦) ଓ ପାରୁଆଭାଡି...
ସମ୍ବଲପୁର, ୨।୧୦(ଶୁଭାଶିଷ ପାଢ଼ୀ):ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏବେ ତିନୋଟି ବିଷୟରେ ନୂତନ ପୋଷ୍ଟ ଗ୍ରାଜୁଏଟ (ପିଜି) ପାଠ୍ୟକ୍ରମ ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶିକ୍ଷା, ବାଣିଜ୍ୟ ଏବଂ ସଂସ୍କୃତରେ ପିଜି ପାଠ୍ୟକ୍ରମ ପ୍ରବର୍ତ୍ତନ ପାଇଁ...
ସମ୍ବଲପୁର,୧।୧୦(ଶୁଭାଶିଷ ପାଢ଼ୀ): ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଅସମ୍ମାନ ଘଟଣାରେ ଭାଜପା ବିଧାୟକଙ୍କ ବିରୋଧରେ ପ୍ରତିବାଦ କରୁଛି ବିଜେଡି। ଏ ନେଇ ସମ୍ବଲପୁର ବିଜେଡି ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା କରାଯାଇ ସମ୍ପୃକ୍ତ ବିଧାୟକଙ୍କ ଆଚରଣକୁ ନିନ୍ଦା କରାଯାଇଛି। ବିଜେଡି କର୍ମକର୍ତ୍ତାମାନେ ଦର୍ଶାଇଥିଲେ,...