ସମ୍ବଲପୁର

ଶୁଖୁଛି ନଦୀଧାର

କୁଚିଣ୍ଡା,୨୯ା୫(ଡି.ଏନ.ଏ.): ଗ୍ରୀଷ୍ମ ପ୍ରବାହ ବଢି ଚାଲିଥିବା ବେଳେ କୁଚିଣ୍ଡା ଏନ୍‌ଏସିରେ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ଖର୍ଲା ନଦୀରେ ଜଳସ୍ତର ହ୍ରାସ ପାଉଥିବାରୁ କୁଚିଣ୍ଡା ସହରକୁ ଠିକ୍‌ ଭାବେ ଜଳ ଯୋଗାଣ ହୋଇପାରୁ ନାହିଁ। ଫଳରେ ପାଣି ପାଇଁ ଲୋକେ...

ରାସ୍ତା ମରାମତି କଲେ ଗ୍ରାମବାସୀ

କୁଚିଣ୍ଡା,୨୯ା୫(ଡି.ଏନ.ଏ.): କୁଚିଣ୍ଡା ବ୍ଲକ ଅର୍ଡାବାହାଲ ପଞ୍ଚାୟତର ନାଗଡିହି-ଜୟପୁରଗଡ ଭାୟା ଲସରାଟାଙ୍ଗର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏ ନେଇ ଗ୍ରାମବାସୀ ପଞ୍ଚାୟତରୁ ବ୍ଲକ ଓ ଜିଲା ପର୍ଯ୍ୟନ୍ତ ବାରମ୍ବାର ଗୁହାରି କରି ବିଫଳ ହେବା ପରେ ରବିବାର ନିଜେ ରାସ୍ତାରେ...

ସରୁନି ପରୀକ୍ଷା, ପୋଲିସ କରିଛି ଅପେକ୍ଷା

ସମ୍ବଲପୁର,୨୮ା୫(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡାଥାନା ଅଞ୍ଚଲରେ ଜଣେ ବଳାତ୍କାର ଅଭିଯୁକ୍ତ ଅଧ୍ୟାପକ ସଞ୍ଜିତ ନାୟକ ବୁର୍ଲା ଭିମସାରରେ ଆଶ୍ରିତ ହୋଇଛନ୍ତି। ପ୍ରାୟ ୧୫ ଦିନ ହେବ ସେ ମେଡିକାଲରେ ଥିବାରୁ ପୋଲିସ ଗିରଫ ମଧ୍ୟ କରିପାରୁ ନାହିଁ। ସେପଟେ ଏତେଦିନ...

ସାଇକେଲରେ ସେମାନଙ୍କ ସଂସାର

ସମ୍ବଲପୁର,୨୮ା୫(ବ୍ୟୁରୋ): ଏହି ୩ ଚକିଆ ସାଇକେଲରେ ଆମ ସଂସାର ା ସକାଳ ସୂର୍ଯ୍ୟ ଉଦୟ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ପୁରା ପିଲା ଛୁଆ ଧରି ପରିବାର ଅଧିକ ସମୟ ସାଇକେଲରେ ବିତି ଯାଇଥାଏ। ସାଇକେଲରେ ପୁରା ପରିବାର ରୋଜଗାର ଅନ୍ବେଷଣରେ...

ରହସ୍ୟ ଖୋଲିଲେନି

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଶୁକ୍ରବାର ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି। ହତ୍ୟାର ୧୧୮ଦିନ ପରେ ଅର୍ଥାତ୍‌ ଧାର୍ଯ୍ୟ ସମୟର ୨ଦିନ ପୂର୍ବରୁ ୫୩୪ ପୃଷ୍ଠାର ଚାର୍ଜଶିଟ ଦାଖଲ କରାଯାଇଛି। କାର୍ଯ୍ୟରତ ପୋଲିସ...

ଗଣତନ୍ତ୍ର, ସମ୍ବିଧାନ ଦଳୀୟ ନୁହେଁ: ଧର୍ମେନ୍ଦ୍ର

ସମ୍ବଲପୁର,୨୬ା୫ (ବ୍ୟୁରୋ): ଭାରତ ଦୁନିଆର ଆଦ୍ୟ ଗଣତନ୍ତ୍ର ସ୍ଥାନ। ଏହିଠାରୁ ଗଣତନ୍ତ୍ର ଆରମ୍ଭ ହୋଇଛି। ଆଜି ଦିନରେ ଭାରତ ପ୍ରଭାବଶାଳୀ ଭାବେ ପରିଚିତ। ଗଣତନ୍ତ୍ରର ଆଲୋଚନା ସଂସଦରେ ହୋଇଥାଏ। ଏବେ ଯେଉଁ ସଂସଦ ଭବନ ରହିଛି ତାହା ବ୍ରିଟିଶମାନଙ୍କ ସମୟରେ...

ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା

ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁରର ପ୍ରସିଦ୍ଧ ଶୀଳତଷଷ୍ଠୀ ଯାତ୍ରାର ମୁଖ୍ୟ ଲୋକାଚାର ଭାବେ ରୀତିନୀତିରେ ମହାଦେବ ଓ ଜଗଜ୍ଜନନୀ ମା’ ପାର୍ବତୀଙ୍କ ଲୌକିକ ବିବାହ ସମ୍ପନ୍ନ ହୋଇଛି। ଗୁରୁବାର ବ୍ରାହ୍ମମୁହୂର୍ତ୍ତରେ ଦେବଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସ୍ବମନ୍ଦିରରୁ ବୁଧବାର ରାତିରେ ମହାଦେବ...

ଅଧିକ ଦାମରେ ମଦ ବିକ୍ରିକୁ ନେଇ ଗ୍ରାହକ-କର୍ମଚାରୀ ମାରପିଟ

କୁଚିଣ୍ଡା,୨୪ା୫(ଡି.ଏନ.ଏ.): ବାମରା ବ୍ଲକ ମହୁଲପାଲି ଥାନା ଅଧୀନ କେଶାଇବାହାଲ ବିଦେଶୀ ମଦ ଦୋକାନରେ ଧାର୍ଯ୍ୟ ମୂଲ୍ୟରୁ ଅଧିକ ଦରରେ ମଦ ବିକ୍ରିକୁ ନେଇ ଗ୍ରାହକ ଓ କର୍ମଚାରୀଙ୍କ ମଧ୍ୟରେ ମାରପିଟ ହୋଇଛି। ଏଥିରେ ଗ୍ରାହକଙ୍କ ସହ ଜଣେ ଦୋକାନ କର୍ମଚାରୀ...

ପାଣି ଟାଙ୍କି ପରିସରରେ ନାବାଳିକାର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଜମନକିରା,୨୪।୫(ଡି.ଏନ.ଏ): ଜମନକିରା ବ୍ଲକ ଗୁଣ୍ଡରୁଚୁଆଁ ପଞ୍ଚାୟତ ଓଭର ହେଡ ପାଣି ଟାଙ୍କି ପରିସରରେ ବୁଧବର ଏକ ନାବାଳିକାଙ୍କ ମୃତ ସେହ ଉଦ୍ଧାର କରାଯାଇଛି। ସେ ହେଲେ ଅମ୍ରିତା ସିଂ (୧୭)। ଏହା ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ କୁଚିଣ୍ଡା...

ଲକ୍ଷାଧିକ ଟଙ୍କାର ପାଇପ୍‌ ପୋଡ଼ି ପାଉଁଶ

ସମ୍ବଲପୁର,୨୩ା୫(ବ୍ୟୁରୋ): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣକାରୀ ସଂସ୍ଥାର ଗୁଣ୍ଡେରପୁରସ୍ଥିତ ଷ୍ଟକ୍‌ୟାର୍ଡରେ ସୋମବାର ବଡ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ପାଇପ୍‌ ପୋଡ଼ି ପାଉଁଶ ହୋଇଯାଇଛି। ସକାଳ ପ୍ରାୟ ୧୦ଟା ସମୟରେ ଏହି...

ମନ୍ତ୍ରୀଙ୍କ ପୁଅଙ୍କ ଅନ୍ତରଙ୍ଗ ମୁହୂର୍ତ୍ତ ଭିଡିଓ ଭାଇରାଲ

ସମ୍ବଲପୁର,୨୩ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ନେତାମାନଙ୍କ ନାମରେ ଅନେକ ଅଭିଯୋଗ ହୋଇଆସୁଛି। ଆପରାଧିକ ମାମଲାରେ ପରୋକ୍ଷ ଓ ପ୍ରତ୍ୟକ୍ଷ ସମ୍ପୃକ୍ତ ଥିବା ନେଇ ମଧ୍ୟ ଅଭିଯୋଗ ହୋଇଛି। ଏପରି କି ନେତା ଓ ମନ୍ତ୍ରୀଙ୍କ ନାମରେ...

ତୃତୀୟ ଦିନରେ ମହାନଦୀ ଟ୍ରିବ୍ୟୁନାଲର ୨ ଜିଲା ଗସ୍ତ

ସମ୍ବଲପୁର/ସୁନ୍ଦରଗଡ଼,୨୩ା୫(ବ୍ୟୁରୋ/ଡି.ଏନ.ଏ.): ମହାନଦୀ ଜଳ ବିବାଦକୁ ନେଇ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ଟିମ୍‌ ସୋମବାର ତୃତୀୟ ଦିନରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା ଗସ୍ତ କରିଛନ୍ତି। ସକାଳେ ଟିମ୍‌୍‌ ସଦସ୍ୟ ବୁର୍ଲା ଆଶୋକ ନିବାସରୁ ବହାରି ପ୍ରଥମେ ଝାରସୁଗୁଡ଼ା ଓପିଜିସିର ଇନ୍‌ଟେକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri