ସମ୍ବଲପୁର

୨ବାଇକ ମୁହାଁ ମୁହିଁ ଧକ୍କା, ଚାଲିଗଲା ଜୀବନ

ରେଢାଖୋଲ ,୮।୯(ଅଚ୍ୟୁତାନନ୍ଦ ପୁରୋହିତ): ଚାରମାଳ ଥାନା ଅଧିନ ୫୫ନଂ ଜାତୀୟ ରାଜପଥର ଆମ୍ବଦର ଓଭରବ୍ରିଜ ଉପରେ ରବିବାର ଦିନ ୧୨ଟା ବେଳେ ୨ଟି ବାଇକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ ଆରୋହିଙ୍କ ଘଟଣା ସ୍ଥଳରେ ମୃତ୍ୟୁ...

ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ। ଏସପି ସୂଚନା ଦେଇ କହିଛନ୍ତି,...

ଏହି ଦିନ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ୮ତାରିଖ୍‌ରେ ସମ୍ବଲପୁର...

ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ: ଜଙ୍ଗଲ ମଝିରେ ଜୀବନ ବଞ୍ଚାଇବାକୁ ରାତିସାରା ସଂଘର୍ଷ

ରେଢାଖୋଲ ୪/୯(ଅଚ୍ୟୁତାନନ୍ଦ ପୁରୋହିତ): ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ। ଜୀବନ ବଞ୍ଚାଇବାକୁ ରାତି ସାରା ଜଙ୍ଗଲ ମଝିରେ କଲେ ସଂଘର୍ଷ। ତଥାପି ସାହାସୀ ପ୍ରତିଶ ରାତିସାରା ଟ୍ରେନ ଟ୍ରାକ କଡରେ ବସି ରହି ଶେଷରେ...

ବ୍ରାଉନସୁଗାର ଧରି ଚମ୍ପଟ ମାରୁଥିଲେ ଯୁବକ, ମାଡିବସିଲା ପୋଲିସ: ଦୁଇ ଗିରଫ

ସମ୍ବଲପୁର,୪।୯(ପ୍ରମୋଦ ବହିଦାର): ସମ୍ବଲପୁର ଅବକାରୀ ବିଭାଗ ପକ୍ଷରୁ ବୁଧବାର ଧନୁପାଲିଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର(ହେରୋଇନ) ଜବତ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ ଓ କର୍ମଚାରୀମାନେ ଚଢ଼ାଉ କରି ବେଆଇନ ଭାବେ ଗଛିତ ପ୍ରାୟ ୧୨୦...

ବଳାତ୍କାର, ହତ୍ୟାର ଶିକାର ଯୁବତୀଙ୍କୁ ଗାଁ ମଶାଣିରେ ଜାଗା ମିଳିଲାନି

ନାକଟୀଦେଉଳ, ୪ା୯(ବୈକୁଣ୍ଠନାଥ ସାହୁ): ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ନିଜ ଗାଁ ଶ୍ମଶାନରେ ସତ୍କାର ପାଇଁ ସ୍ଥାନ ମିଳିଲାନାହିଁ। ଗାଁର କେତେଜଣ ଲୋକ ବିରୋଧ କରିବାରୁ ମୃତାଙ୍କ ଶବ ସତ୍କାର ପାଇଁ ଉଭୟ ପୋଲିସ...

୬୫ ବର୍ଷରେ ଆଖିବୁଜିଲା ‘ଖେର୍ସେଲ’

ସମ୍ବଲପୁର,୩।୯(ପ୍ରମୋଦ ବହିଦାର): ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଡେବ୍ରିଗଡ଼ ଅଭୟାରଣ୍ୟ ମଧ୍ୟରେ କେଭଟିଭ ହାତୀ ‘ଖେର୍ସେଲ’ର ମୃତ୍ୟୁ ଘଟିଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ବୁର୍ଲା ପ୍ରାଣୀ ଚିକିତ୍ସକଙ୍କ ଦ୍ବାରା ଚିକିତ୍ସାଧୀନ ଅବସ୍ଥାରେ ଗତ ସେପ୍ଟେମ୍ବର ୨ ତାରିଖ ଅପରାହ୍ନ...

ବନ୍ଦ ହେଲା ହୀରାକୁଦ ଡ୍ୟାମର ସବୁ ଗେଟ୍‌

ସମ୍ବଲପୁର,୨।୯: ହୀରାକୁଦ ଡ୍ୟାମର ଜଳସ୍ତରକୁ ଦୃଷ୍ଟିରେ ରଖି ସୋମବାର ସମସ୍ତ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଖୋଲାଥିବା ୬ଟି ଗେଟ୍‌କୁ ବନ୍ଦ କରାଯାଇଥିବା ନେଇ ଡ୍ୟାମ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ ରହିଛି।...

ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା

ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହିଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲା ନାକଟୀଦେଉଳ ଥାନା...

ହୃଦ୍‌ଘାତରେ ପୂର୍ବତନ ବିଧାୟକଙ୍କ ପରଲୋକ

ସମ୍ବଲପୁର,୧ା୯: ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ରବିବାର ଭୋର୍‌ ସମୟରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି। ବ୍ରଜରାଜନଗରସ୍ଥିତ ହରିଓଁ ବିହାର ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ...

ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ହେବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri