ସମ୍ବଲପୁର

ବାବା ଶଗଡେଶ୍ୱରଙ୍କ ପୀଠରେ ଗଣ୍ଠିଲି ଫିଟା ଓ ଥାଳଉଠା ନୀତି

ଜମନକିରା,୨୪ା୪(ଡି.ଏନ.ଏ.): ଶୀତଳଷଷ୍ଠୀ ପୂଜା ପାଇଁ ଜମନକିରା ବ୍ଲକ ଡିମିରିମୁଣ୍ଡା ପଞ୍ଚାୟତସ୍ଥିତ ବାବା ଶଗଡେଶ୍ୱର ପୀଠରେ ଗଣ୍ଠିଲି ଫିଟା ଓ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ବର୍ଷରେ ପିତାମାତା ହୋଇଥିବା ଅଜୟ ବେହେରା ଓ ସହଧର୍ମିଣୀ...

ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠିଲା

ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ତଥା ଦେବଦମ୍ପତି (ଶିବପାର୍ବତୀ)ଙ୍କ ବିବାହ କାର୍ଯ୍ୟ ପାଇଁ ରବିବାର ବିଭିନ୍ନ ଶିବାଳୟରେ ଥାଳଉଠା ନୀତି ସମ୍ପନ୍ନ ହୋଇଛି। ମାତା ପାର୍ବତୀଙ୍କୁ କନ୍ୟାରୂପେ ପାଇବା ପରେ ଶୌଭାଗ୍ୟପ୍ରାପ୍ତି ହୋଇଥିବା ଦମ୍ପତି ଓ ପରିବାର ବର୍ଗ...

ବାର୍‌ହା ଆକ୍ରମଣରେ ୫ ଗୁରୁତର

ସମ୍ବଲପୁର,୨୪।୪(ବ୍ୟୁରୋ): ସମ୍ବଲପୁର ଜିଲା ଯୁଜୁମରା ଥାନା ଅଞ୍ଚଳରେ ସୋମବାର ବାର୍‌ହା ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ କାୟାକୁଦା ପଞ୍ଚାୟତ ଆମିଲିପାଣି ଗ୍ରାମର ମା’ଶଖା ଧୁରିଆ(୩୫) ଏବଂ ତାଙ୍କର ଝିଅ ଲକ୍ଷ୍ମୀପ୍ରିୟା ଧୁରିଆ(୯) ଓ ମା’ ଶାନ୍ତି...

ଶାନ୍ତି ଫେରୁଛି, ପୋଲିସ ଭୟ ଘାରୁଛି

ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଏପ୍ରିଲ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା, ଭଙ୍ଗାରୁଜା, ମାରଣାସ୍ତ୍ରରେ ଅକ୍ରମଣ ଭଳି ଘଟଣା ଘଟିଥିଲା। ସାନସିଂହାରି ଗ୍ରାମର କେତେଜଣ ଯୁବକ ଶୋଭାଯାତ୍ରାରେ ସାମିଲ ହୋଇ ଘରକୁ ଫେରୁଥିବା ସମୟରେ ରିଂରୋଡ୍‌ରେ...

ପର୍ଯ୍ୟଟନର ସହର ସମ୍ବଲପୁର

ଓଡ଼ିଶାର ସମ୍ବଲପୁର ଜିଲ୍ଲାରେ ତ ଅନେକ ଦର୍ଶନୀୟ ସ୍ଥାନ ରହିଛି, ହେଲେ ତନ୍ମଧ୍ୟରୁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ, ଚିପିଲିମାର ମା’ ଘଣ୍ଟେଶ୍ୱରୀ ଓ ହୀରାକୁଦ ଜଳଭଣ୍ଡାରର ରହିଛି କିଛି ଭିନ୍ନ ଆକର୍ଷଣ… ମା’ ସମଲେଶ୍ବରୀ ପୀଠଟି ସମ୍ବଲପୁର...

ଅଜଣା ରୋଗ ଉଜାଡୁଛି ଧାନ ଫସଲ

ସମ୍ବଲପୁର, ୨୩।୪: (ବ୍ୟୁରୋ) ସମ୍ବଲପୁର ଜିଲାର ହୀରାକୁଦ ଜଳଭଣ୍ଡାର ସେଚାଞ୍ଚଳରେ ଚାଷ ହୋଇଥିବା ରବି ଧାନ ଫସଲରେ ଚଳିତବର୍ଷ ଅଜଣା ରୋଗପୋକ ଉପଦ୍ରବ ଦେଖାଦେଇଛି ା ଧାନ ଗଛରୁ ବାହାରୁଥିବା କେଣ୍ଡା ଧୀରେ ଧୀରେ ଲାଲ ପଡି ଯାଉଥିବା ବେଳେ...

ସମ୍ବଲପୁରରେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧି ବୃଦ୍ଧି

ସମ୍ବଲପୁର ୨୨।୪(ବ୍ୟୁରୋ): ସମ୍ବଲପୁରରେ ଧିରେ ଧିରେ ସ୍ଥିତିରେ ସୁଧାର ଆସୁଛି। ତେବେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧିକୁ ପୁଣି ବୃଦ୍ଧି କରାଯାଇଛି । ଇଣ୍ଟରନେଟ ସେବା କଟକଣା ପୁଣି ୮ ଘଣ୍ଟା ବଢଛି । ୨୨ ତାରିଖ ସା...

ନେଟ୍‌ସେବା ବନ୍ଦ: ଗ୍ରାହକଙ୍କ ଡେଟା କ୍ଷତି

ସମ୍ବଲପୁର, ୨୨।୪: (ବ୍ୟୁରୋ) ସମ୍ବଲପୁର ଜିଲାରେ ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ହିଂସାତ୍ମକ ଘଟଣା ଘଟିଥିଲା। ତେଣୁ ଜିଲା ପ୍ରଶାସନର ଅନୁରୋଧକ୍ରମେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏପ୍ରିଲ ୧୩ ତାରିଖଠାରୁ ମୋବାଇଲ, ବ୍ରଡ୍‌ବ୍ୟାଣ୍ଡ ଓ ବିଭିନ୍ନ...

ମସ୍‌ଜିଦରେ ହେବ ସାମୂହିକ ନମାଜ ପାଠ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼ ଓ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡ଼ିଥିଲା। ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଶାନ୍ତି ଫେରିନାହିଁ। କର୍ଫ୍ୟୁ ଲାଗିଥିବା ବେଳେ ମୋବାଇଲ ନେଟ୍‌ସେବା ବନ୍ଦ ରହିଛି। ରମ୍‌ଜାନ...

କର୍ଫ୍ୟୁ: ଇଦ୍‌ଗାରେ ହେବନାହିଁ ନମାଜପାଠ

ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ସହରରେ ଉପୁଜିଥିବା ଅଶାନ୍ତ ପରିବେଶ ଯୋଗୁ କର୍ଫ୍ୟୁ ଲଗାଯାଇଥିବାବେଳେ ନେଟ୍‌ସେବା ବନ୍ଦ କରି ଦିଆଯାଇଛି। ୭ଦିନ ହେଲା ଜିଲାରେ ନେଟ୍‌ସେବା ବନ୍ଦ ହୋଇଥିବା ବେଳେ ଗୁରୁବାର କେବଳ ବ୍ରଡ୍‌ବ୍ୟାଣ୍ଡ ଓ ଲିଜ୍‌ଲାଇନ ଉପରେ ସାମୟିକ ଭାବେ...

ନେଟ୍‌ସେବା ବନ୍ଦ: ଛାତ୍ରୀଛାତ୍ର ହଇରାଣ

ସମ୍ବଲପୁର,୨୧।୪: (ବ୍ୟୁରୋ) ସମ୍ବଲପୁର ନାଗରିକ କଲ୍ୟାଣ ସମିତି ସଦସ୍ୟମାନେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇଙ୍କୁ ଭେଟି ଦାବି ପତ୍ର ଦେଇଛନ୍ତି। ସମ୍ବଲପୁରରେ ହୋଇଥିବା ହିଂସା ଘଟଣା ପରେ ସହର ଅଶାନ୍ତ ହୋଇପଡିଛି। ନେଟ୍‌ସେବା ବନ୍ଦ...

ଶାନ୍ତି ଫେରୁଛି, ନେଟ୍‌ ସେବା କୋହଳ

ସମ୍ବଲପୁର,୨୧ା୪(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଗତ ୧୨ରେ ପଥରମାଡ଼ ଓ ୧୪ରେ ପୋଡ଼ାଜଳା ଘଟଣା ପରେ ସହର ଅଶାନ୍ତ ହୋଇପଡିଥିଲା। ଏହା ପରଠାରୁ ସହରରେ କିଭଳି ଶାନ୍ତି ଫେରିବ ସେ ନେଇ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri