ସମ୍ବଲପୁର

ଚିନ୍ମୟୀ ମୃତ୍ୟୁ ମାମଲା: ଆସିଲା ପୁରୁଷବନ୍ଧୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ

ସମ୍ବଲପୁର,୭।୩(ବ୍ୟୁରୋ): ବୁର୍ଲା ଭିସୁଟ୍‌ର ପୂର୍ବତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲାରେ ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏ ଡିଟେକ୍ସନ ରିପୋର୍ଟ ଆସିଛି। ଏସ୍‌ଏଫ୍‌ଏସଏଲ ପକ୍ଷରୁ ସମ୍ବଲପୁର ଏସ୍‌ପିଙ୍କୁ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ଦିଆଯାଇଛି...

୭ ଦିନ ପରେ ବି ଫିଟୁନି ଚିନ୍ମୟୀ ମୃତ୍ୟୁ ରହସ୍ୟ

ସମ୍ବଲପୁର,୬।୩ (ବ୍ୟୁରୋ): ଭିସୁଟ୍‌ ପୂର୍ବତନ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ଘଟଣାକୁ ୭ ଦିନ ବିତିଯାଇଥିଲେ ମଧ୍ୟ ଏଯାବତ୍‌ ମୃତ୍ୟୁ ରହସ୍ୟ ଫିଟୁନି । ସୋମବାର ପୁରୁଷବନ୍ଧୁ ପ୍ରୀତିମାନ ଦେ ଓ ମାନସ ଟୁଡୁଙ୍କ ଲାଏଡିଟେକ୍ସନ ଟେଷ୍ଟ ରିପୋର୍ଟ ଆସିବ ।...

ମା’ବାପାଙ୍କଠାରୁ ତଥ୍ୟ ସଂଗ୍ରହ କଲା ପୋଲିସ

ସମ୍ବଲପୁର,୬ା୩(ବ୍ୟୁରୋ):ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ ପାୱାର ଚ୍ୟାନେଲକୁ ଡେଇଁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ୬ଦିନ ପରେ ବି ରହସ୍ୟାବୃତ୍ତ ହୋଇରହିଛି। ହତ୍ୟା ଅଭିଯୋଗ ଆଣିଥିବା ଚିନ୍ମୟୀଙ୍କ ବାପା ଡାକ୍ତର ବନମାଳୀ...

ଆସିଲା ଚିନ୍ମୟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୫।୩(ବ୍ୟୁରୋ): ବୁର୍ଲା ପିସି ବ୍ରିଜ୍‌ ପାୱାର ଚାନେଲରୁ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ମିଳିବା ଘଟଣାର ୪ଦିନ ପରେ ରବିବାର  ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଚିନ୍ମୟୀ ପାଣିରେ ବୁଡ଼ି ପ୍ରାଣ ହରାଇଥିବା...

୩ ଦିନ ପରେ ସାଇଣ୍ଟିଫିକ୍‌ ତଦନ୍ତକୁ ନେଇ ସନ୍ଦେହ

ସମ୍ବଲପୁର,୪ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲ ଭିତରୁ ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ଗତ ବୁଧବାର ଉଦ୍ଧାର କରିଥିଲା। ପରିବାର ବର୍ଗଙ୍କ ଅଭିଯୋଗ କ୍ରମେ ହତ୍ୟା ମାମଲା ରୁଜୁ...

ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ବୋଲି ଅନୁକମ୍ପା: ଜୟନାରାୟଣ

ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଚିନ୍ମୟୀ ମୃତ୍ୟୁ ଘଟଣାରେ ପୋଲିସ...

ବିଏସ୍‌କଓ୍ବୋଇରେ ସାମିଲ ହେବେ ୧୨,୩୯୮ କେନ୍ଦୁପତ୍ର ତୋଳାଳି

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲାର ବିଭିନ୍ନ ଡିଭିଜନରେ କେନ୍ଦୁପତ୍ର ତୋଳାଳି ଏବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ରେ ସାମିଲ ହୋଇ ଚିକିତ୍ସା ସୁବିଧା ପାଇପାରିବେ। ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ଅନୁମୋଦନ କ୍ରମେ ଜିଲାରେ କିଭଳି ଏହି ପ୍ରକ୍ରିୟା ତ୍ୱରାନ୍ବିତ ହେବ...

ରହସ୍ୟରେ ଭିସୁଟ୍‌ ପୁରାତନ ଛାତ୍ରୀ ମୃତ୍ୟୁ ଘଟଣା

ସମ୍ବଲପୁର,୩ା୩(ବ୍ୟୁରୋ):ସମ୍ବଲପୁର ବୁର୍ଲା ଥାନା ପିସି ବ୍ରିଜ୍‌ ପାୱାର ଚ୍ୟାନେଲରୁ ଉଦ୍ଧାର ହୋଇଥିବା ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତ୍ୟୁ ଘଟଣା ଏବେ ରହସ୍ୟଘେରକୁ ଠେଲି ହୋଇଯାଇଛି। ଗୁରୁବାର ବ୍ୟବଚ୍ଛେଦ ରିପୋର୍ଟ ପୋଲିସର ହସ୍ତଗତ ହୋଇଛି। ତଦନ୍ତ ପାଇଁ...

ଅଷ୍ଟମ ଶ୍ରେଣୀ ସାହିତ୍ୟ ବହିରେ ଭୁଲ ତଥ୍ୟ

ସମ୍ବଲପୁର,୨ା୩(ବ୍ୟୁରୋ): ସମ୍ବଲପୁରୀ ନାଟକ ଓ ସିନେମା ଭୁଖାକୁ କୋଶଲି ଲେଖାଯାଇଥିବାରୁ ହୀରାଖଣ୍ଡ ସାମ୍ମୁଖ୍ୟ ପକ୍ଷରୁ ବୁଧବାର ଦୃଢ଼ ବିରୋଧ କରାଯାଇଛି। ଲୋକପ୍ରିୟ ସମ୍ବଲପୁରୀ ନାଟକ ଓ ସମ୍ବଲପୁରୀ ସିନେମା ଭୁଖାର ରଚୟିତା ହେଉଛନ୍ତି ସମ୍ବଲପୁରୀ ସାହିତ୍ୟ ସାଧକ ଡ. ମଙ୍ଗଳୁ...

ଭିସୁଟ୍‌ ପୁରାତନ ଛାତ୍ରୀଙ୍କ ମୃତଦେହ ମିଳିଲା

ସମ୍ବଲପୁର,୨ା୩(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ପିସି ବ୍ରିଜ୍‌ ଉପରୁ ଡେଇଁ ନିଖୋଜ ଥିବା ଭିସୁଟ୍‌ ଆଇଟି ବିଭାଗ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ଅଗ୍ନିଶମ ବିଭାଗ ବୁଧବାର ସକାଳେ ପାୱାର ଚ୍ୟାନେଲରୁ ଜବତ କରିଛି। ପ୍ରିୟଦର୍ଶିନୀଙ୍କ...

ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପର୍ଦ୍ଦାଫାଶ

ସମ୍ବଲପୁର,୨୭ା୨(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ କିଣିବା...

ପାଇପ୍‌ଲାଇନ କାଟି କରୁଥିଲେ ଡିଜେଲ ଚୋରି: ପେଟ୍ରୋଲପମ୍ପ୍‌ ମାଲିକଙ୍କ ସମେତ ୬ ଗିରଫ

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri