ସମ୍ବଲପୁର

ରୟତି ଜମି ଦଖଲ କରି ପଥର ଖନନ

ସମ୍ବଲପୁର,୬ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ତହସିଲ ଅଞ୍ଚଳରେ ଏକ କମ୍ପାନୀ ଜଣେ ବ୍ୟକ୍ତିଙ୍କ ରୟତି ଜମି ଦଖଲ କରି ପଥର ଖନନ କରୁଥିବା ଅଭିଯୋଗ ହୋଇଛି। ଉକ୍ତ ତହସିଲ ଅନ୍ତର୍ଗତ ଜାମଟାଲ ଗ୍ରାମର ଚାଷୀ ବୃନ୍ଦାବନ ବଗର୍ତ୍ତିଙ୍କ ଅଭିଯୋଗକ୍ରମେ, ହାରିବାରି...

କୋର୍ଟ କାର୍ଯ୍ୟରେ ଯୋଗଦେଲେ ଓକିଲ

ସମ୍ବଲପୁର,୪ା୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଡିସେମ୍ବର ୧୨ରେ ଆନ୍ଦୋଳନ ସମୟରେ କୋର୍ଟ ପରିସରରେ ଭଙ୍ଗାରୁଜା ଓ ବିଚାରପତିଙ୍କୁ ବାହାର କରିଦେବା ଭଳି ଘଟଣା ପରଠାରୁ କୋର୍ଟ କାର୍ଯ୍ୟରେ ଅଚଳାବସ୍ଥା ଲାଗିରହିଥିଲା। ଦୀର୍ଘ ୨୨ଦିନ ପରେ...

କାମାକ୍ଷା ଦେବୀଙ୍କ ସ୍ବତନ୍ତ୍ର ଶୃଙ୍ଗାର: ନବବର୍ଷରେ ବିଶ୍ୱଶାନ୍ତି ପାଇଁ ଜଳିଲା ମହାଦୀପ

ସମ୍ବଲପୁର,୧ା୧(ବ୍ୟୁରୋ): ଇଂରାଜୀ ନବବର୍ଷ ଉପଲକ୍ଷେ ସମ୍ବଲପୁର ଜିଲା ଭାଲୁପାଲି ଛକ ନିକଟସ୍ଥ ମା’ କାମାକ୍ଷା ଦେବୀଙ୍କ ମନ୍ଦିରରେ ରବିବାର ଦେବୀଙ୍କୁ ସ୍ବତନ୍ତ୍ର ଶୃଙ୍ଗାର କରାଯାଇଥିଲା। ଏଥିସହ ବିଶ୍ୱକଲ୍ୟାଣ ପାଇଁ ୧ ଲକ୍ଷ ତେଇଶ ହଜାର ମହାଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ଏହି...

ଟ୍ରକ୍‌ ପଛରେ ପିଟିହେଲା ପିସିଆର ଭ୍ୟାନ୍‌

ସମ୍ବଲପୁର ଅଫିସ,୧ା୧: ନୂଆବର୍ଷରେ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଛକରେ ରବିବାର ଟ୍ରକ୍‌ ପଛରେ ପିସିଆର୍‌ ଭ୍ୟାନ ପିଟି ହେବାରୁ ୩ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ଅଇଁଠାପାଲି ଥାନାର ଏହି...

ଶୋଭାଯାତ୍ରାରେ ଦମ୍ପତିଙ୍କ ଶେଷଯାତ୍ରା

ସମ୍ବଲପୁର,୩୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଡଙ୍ଗାପାଲ ଗ୍ରାମର ବୃଦ୍ଧ ଦମ୍ପତି କାର୍ତ୍ତିକ ପ୍ରଧାନ ଓ ଅନସୂୟାଙ୍କ ଶୋଭାଯାତ୍ରା ସହ ଜୀବନର ଶେଷଯାତ୍ରା ସମ୍ପନ୍ନ ହୋଇଛି। ଗାଁ ମଶାଣିରେ ଗୋଟିଏ ଜୁଇରେ ଜଳିଛି ଉଭୟଙ୍କ ମୃତଶରୀର। ଦୁଲଦୁଲି ବାଜା, ଘଣ୍ଟ, ଶଙ୍ଖ...

ଆସୁନି ଟୋକନ, ଅଭାବୀ ବିକ୍ରିକୁ ପ୍ରୋତ୍ସାହନ

ସମ୍ବଲପୁର,୩୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲାର ସଦର, କୁଚିଣ୍ଡା ଓ ରେଢ଼ାଖୋଲ ଉପଖଣ୍ଡରେ ଧାନ ସଂଗ୍ରହ ଜାରି ରହିଛି। ମଣ୍ଡି ଖୋଲା ରହିଥିବାବେଳେ ଚାଷୀଙ୍କ ପାଖରେ ଅମଳ ଧାନ ମହଜୁଦ ରହିଛି। ହେଲେ ଧାନ ବିକ୍ରି ପାଇଁ ଟୋକନ ଆସି ନ ଥିବାରୁ...

୫ମିନିଟ୍‌ ବ୍ୟବଧାନରେ ଜୀବନ ହାରିଲେ ଦମ୍ପତି

ସମ୍ବଲପୁର,୩୦ା୧୨(ବ୍ୟୁରୋ):ଅଗ୍ନିକୁ ସାକ୍ଷୀ ରଖି ସାତଜନମକୁ ସାଥି ହୋଇଥିଲେ। ଗୋଟିଏ ଜନମ ବେଶ୍‌ ହସଖୁସିରେ ଜୀବନ ଅତିବାହିତ କଲେ। ମୃତ୍ୟୁ ସମୟରେ ବି ପରସ୍ପରଠାରୁ ଅଲଗା ହେଲେ ନାହିଁ। ମାତ୍ର ୫ମିନିଟ୍‌ ବ୍ୟବଧାନରେ ଆରପାରିକୁ ଚାଲିଯାଇଛନ୍ତି ଏକ ଦମ୍ପତି। ଏଭଳି ଏକ...

ପରିସ୍ଥିତି ସ୍ବାଭାବିକ କର: ସୁରେଶ ପୂଜାରୀ

ସମ୍ବଲପୁର,୨୮ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ହୋଇଥିବା ଅଭାବନୀୟ ଘଟଣା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ଦାୟୀ। ଓକିଲମାନେ ଜେଲ ଭିତରେ ଥିବାରୁ କୋର୍ଟ କାର୍ଯ୍ୟ ଠପ୍‌ ହୋଇଯାଇଛି। ଶୀଘ୍ର ଗିରଫ...

ତାଗିଦ ପରେ ବି ସରିନି କାମ: ଚାଷୀଙ୍କ ଅସନ୍ତୋଷ

ସମ୍ବଲପୁର,୨୬ା୧୨(ବ୍ୟୁରୋ):ସମ୍ବଲପୁର ଜିଲା ହୀରାକୁଦ ଜଳଭଣ୍ଡାରର ସେଚାଞ୍ଚଳରେ ଚଳିତ ରବିଚାଷ ବିଳମ୍ବ ହେବାର ସୁନିଶ୍ଚିତ ହୋଇଛି ା ଏଥର ଶାସନ କେନାଲରେ ପାଣି ଛାଡିବା ବିଳମ୍ବ ହେବା ଏହାର ମୁଖ୍ୟ କାରଣ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ରବିବାର ଚାଷୀ ପ୍ରତିନିଧି...

ସ୍ବତନ୍ତ୍ର ଉପାସନାରେ ପାଳିଲେ ବଡ଼ଦିନ

ସମ୍ବଲପୁର,୨୫।୧୨(ବ୍ୟୁରୋ): ସମ୍ବଲପୁର ସହର ଏବଂ ଗ୍ରାମାଞ୍ଚଳରେ ରବିବାର ବଡ଼ଦିନ ପର୍ବ ଆଡ଼ମ୍ବର ସହ ପାଳିତ ହୋଇଯାଇଛି। କରୋନା କଟକଣା ଯୋଗୁ ଗତ ଦୁଇ ବର୍ଷ ନିରାଡ଼ମ୍ବର ଭାବେ ଖ୍ରୀଷ୍ଟଧର୍ମାବଲମ୍ବୀମାନେ ବଡ଼ଦିନ ପାଳନ କରିଥିଲେ। ତେଣୁ ଚଳିତ ବର୍ଷ ହର୍ଷଉଲ୍ଲାସର ସହ...

ଉଦ୍ୟମ ବିଫଳ, ମିଳିତ ସହଯୋଗ ଆବଶ୍ୟକ

ସମ୍ବଲପୁର,୨୪ା୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ସହ ବିଚାରପତିମାନଙ୍କୁ କୋର୍ଟରୁ ବାହାର କରିଦେବା ଭଳି ଘଟଣା ଘଟିଥିଲା। ଏହି ଘଟଣାରେ ମୋଟ ୩୮ଜଣଙ୍କୁ ଗିରଫ କରାଯାଇଛି। ଏସ୍‌ଡିଜେଏମ୍‌...

ସରକାରୀ ରାଜକୋଷ ଲୁଟ୍‌ ଯୋଜନା

ସମ୍ବଲପୁର,୨୩ା୧୨(ବ୍ୟୁରୋ): ଏନ୍‌ଏଚ୍‌ଏଆଇ ପକ୍ଷରୁ ସମ୍ବଲପୁର ସହର ଚତୁଃପାର୍ଶ୍ୱରେ ନେକଲେସ ରାସ୍ତା ନିର୍ମାଣ କରିବାକୁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ୩ (ଏ) ନୋଟିସ ହେବା ପରେ ମଧ୍ୟ ଅଧିକ କ୍ଷତିପୂରଣ ପାଇବା ଆଶାରେ ଅଧିଗ୍ରହଣ ପାଇଁ ଚିହ୍ନଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri